Latest Odisha News

BREAKING NEWS

Yearly Archives

2020

ଆଉ ଜଣେ ବିଧାୟକ କରୋନା ପଜିଟିଭ ଚିହ୍ନଟ

ଅନୁଗୁଳ: ଅନୁଗୁଳ ଜିଲ୍ଲାର ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ଜଣା ପଡ଼ିଛି। ସେ ମଧ୍ୟ ଘରେ ସଙ୍ଗରୋଧରେ ରହି ଚିକିତ୍ସିତ ହେଉଥିବା ସୂଚନା ଦେଇଛନ୍ତି । ତାଙ୍କ ସମର୍ଥକ ମାନେ ତାଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି । ସୂଚନାଯୋଗ୍ୟ, ପୂର୍ବରୁ…

ନୋବେଲ୍ ଶାନ୍ତି ପୁରସ୍କାର ପାଇଁ କେତେଥର ମନୋନୀତ ହୋଇଥିଲା ଗାନ୍ଧିଜୀଙ୍କ ନାମ!

ନୂଆଦିଲ୍ଲୀ: ମହାତ୍ମା ଗାନ୍ଧୀ ସମଗ୍ର ବିଶ୍ୱରେ ଅହିଂସାର ସର୍ବଶ୍ରେଷ୍ଠ ପୂଜାରୀ ଭାବରେ ଜଣାଶୁଣା । ଅହିଂସା ବଳରେ ଦେଶକୁ ସ୍ୱାଧୀନତା ଦେଇଥିବା ଗାନ୍ଧୀଜିଙ୍କୁ ଶାନ୍ତି ପାଇଁ ନୋବେଲ ପୁରସ୍କାର ପାଇଁ ୫ଥର ମନୋନୀତ କରାଯାଇଥିଲା। ହେଲେ ବାପୁଙ୍କୁ ଥରୁଟିଏ ଶାନ୍ତି ପୁରସ୍କାର ମଧ୍ୟ…

ଗାନ୍ଧିଜୀ ଓ ଲବଣ ସତ୍ୟାଗ୍ରହ

ଭୁବନେଶ୍ୱର: ୧୮୩୫ ମସିହାରେ ଇଂରେଜମାନେ ଲୁଣ ମାରିବା ଉପରେ ରୋକ ଲଗେଇଲେ । ଲୋକେ ଲୁଣ ମାରି ପାରିବେ ନାହିଁ ଏପରି ଏକ ଆଇନ କଲେ । କେବଳ ଇଂରେଜମାନେ ହିଁ ଲୁଣ ମାରିବା ପରେ ଏହାକୁ ବିକ୍ରି କରିବା ନିୟମ ଲାଗୁ ହେବାରୁ ଲୋକଙ୍କ ପକ୍ଷରେ ଏହା କିଣିବା ସମ୍ଭବ ହେଲାନି । ଏପରିକି ଭାରତୀୟମାନେ ଲୁଣ…

ପଥରର ପରିଶେଷ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ପଥରର ଏ ମୂକ ଆତ୍ମାକୁ ଅନୁଭବ କରିଛ କେବେ ? ବିଶାଳ ନଦୀବନ୍ୟାରୁ ତୁମ ସମାଜକୁ ଆଉ ଭାବୀବଂଶଧରବର୍ଗକୁ ରକ୍ଷା କରିବାକୁ ଯାଇ କେଉଁ ଦୂରପର୍ବତର ପଥର ଆମେ ଆସି ପାଲଟିଛୁ ତୁମ ବିରାଟବଂଧର ବିପୁଳାୟତନ । ଆମକୁ ନେଇ ନିର୍ମିତ ନାନାଦି ନଦୀବନ୍ଧତୁମ…

ପାଣିପାଗ ବିଭାଗର ସତର୍କ ସୂଚନା; ଏହି ୯ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୯ ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, କୋରାପୁଟ, ରାୟଗଡା, ଗଜପତି, କନ୍ଧମାଳ, ଗଞ୍ଜାମ, ନୂଆପଡା,…

ସୁଶାନ୍ତଙ୍କ ପାଇଁ ନ୍ୟାୟ ଦାବି କରି ହଙ୍ଗର ଷ୍ଟ୍ରାଇକ କରିବାକୁ ଧମକ ଦେଲେ ତାଙ୍କ ୨ ବନ୍ଧୁ

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଘଟଣାରେ ସିବିଆଇ ତରଫରୁ କୌଣସି ଦୃଷ୍ଟାନ୍ତ ମୂଳକ ତଥ୍ୟ ସାମ୍ନାକୁ ଆସୁନାହିଁ। ତେବେ ଏଭଳି ପରିସ୍ଥିତିରେ ମୃତ ସୁଶାନ୍ତଙ୍କୁ ନ୍ୟାୟ ଦେବା ଜିଦରେ ଆଗକୁ ଆସିଛନ୍ତି ତାଙ୍କର ଦୁଇ ବନ୍ଧୁ । ଯଥାଶୀଘ୍ର ସୁଶାନ୍ତଙ୍କୁ ନ୍ୟାୟ ନମିଳିଲେ ତାଙ୍କର ଦୁଇ ବନ୍ଧୁ…

ବିଧାନସଭା ଉପ ବାଚସ୍ପତିଙ୍କୁ କରୋନା

ଅନୁଗୁଳ: ବିଧାନସଭା ଉପ ବାଚସ୍ପତି ତଥା ଅନୁଗୁଳ ବିଧାୟକ ରଜନୀକାନ୍ତ ସିଂହ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଅନୁସାରେ, ତାଙ୍କୁ ଅଳ୍ପ ଜ୍ଵର ଥିବା ଯୋଗୁଁ ସେ ଟେଷ୍ଟ କରାଇଥିଲେ। ପରେ ତାଙ୍କୁ କରୋନା ଥିବା ସ୍ପଷ୍ଟ ହୋଇଥିଲା । ସେ ଭୁବନେଶ୍ୱରର ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇ…

ଖେଳକୁଦ ବୟସରେ ବିଛଣାରେ ପଡି ରହିଛି କୁନି ଝିଅ; କାରଣ ଜାଣିଲେ ଆଖିରୁ ଝରି ଆସିବ ଲୁହ !

ଯାଜପୁର: ଅସହ୍ୟ ହେଉଛି ଯନ୍ତ୍ରଣା । ତଥାପି ମୁକୁଳିବାକୁ ବାଟ ନାହିଁ । ଖେଳକୁଦ ବୟସରେ ଅକାମୀ ହୋଇଯାଇଛି ଶରୀର । ଯନ୍ତ୍ରଣାରେ ଛଟପଟ ହେଉଛି ଜୀବନ । ବିଦ୍ୟୁତ୍ ଆଘାତରେ ପୋଡିଯାଇ ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ଯାଜପୁର ବାରଗଡିଆ ଅଂଚଳର ୧୨ ବର୍ଷିୟା ପ୍ରିୟାଗ୍ନୀ ଦେଓ । ବିଦ୍ୟୁତ୍ ଆଘାତ…

ଡ଼ାକ୍ତରଖାନାର ଆଇସିୟୁରେ ନିଆଁ; ଅଳ୍ପକେ ବଞ୍ଚିଲେ ରୋଗୀ

କୋହ୍ଲାପୁର: ପୁଣି ଏକ ଡାକ୍ତରଖାନାରେ ଲାଗିଲା ନିଆଁ। ଅଳ୍ପକେ ବର୍ତ୍ତିଗଲେ ପାଖାପାଖି ୧୫ ରୋଗୀ । ସୂଚନାନୁସାରେ, ମହାରାଷ୍ଟ୍ରର କୋଲହାପୁର ଜିଲ୍ଲାର ଛତ୍ରପତି ପ୍ରମିଳା ରାଜେ ଜେନେରାଲ ହସ୍ପିଟାଲର ଆଇସିୟୁ ବିଭାଗରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡ ଘଟିବା ସଂଗେ ସଙ୍ଗେ…

ସେପ୍ଟେମ୍ବର ୩୦ ଯାଏଁ ଗାନ୍ଧୀ ମାର୍ଗରେ ବିକ୍ଷୋଭ ମନା : ଡିଜିପି

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଓଡିଶା ବିଧାନସଭା ନିକଟରେ କୌଣସି ବିକ୍ଷୋଭ ପ୍ରଦର୍ଶନ, ଧାରଣା ତଥା ପ୍ରତିବାଦ ପ୍ରଦର୍ଶନକୁ ଅନୁମତି ଦିଆଯିବ ନାହିଁ ବୋଲି ପୋଲିସ ମହାନିର୍ଦ୍ଦେଶକ ଅଭୟ ସୋମବାର ଦିନ ସୂଚନା ଦେଇଛନ୍ତି। କୋଭିଡକୁ ନଜରରେ ରଖି ଚଳିତ ଅଧିବେଶନରେ ଧାରଣା ପାଇଁ…