Latest Odisha News

BREAKING NEWS

Yearly Archives

2020

ମହାନଦୀରେ ୨ଟି ସେତୁର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ତିର୍ତ୍ତୋଲ ଅଞ୍ଚଳରେ ମହାନଦୀ ଉପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୧୧୮.୫୬ କୋଟି ଟଙ୍କା ବ୍ୟୟରେ ସୋମବାର ଦିନ ତିର୍ତ୍ତୋଲ-ପୋଷଳ ହାଇ ଲେବେଲ ସେତୁ ଏବଂ ପୂର୍ତ୍ତ ବିଭାଗ ପକ୍ଷରୁ ମହାନଦୀ ଉପରେ ୮୨ କୋଟି ୫୫ ଲକ୍ଷ ଟଙ୍କା ବ୍ୟୟରେ ଜଇପୁର-କଟିକଟା ହାଇଲେବେଲ ସେତୁର ଶିଳାନ୍ୟାସ…

ଆଗାମୀ ତିନିବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ତିନି ବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଆଜି ଫକୀରମୋହନଙ୍କ ଭୂମି, ଓଡିଆ ଭାଷା ସୁରକ୍ଷା ଭୂମି ବାଲେଶ୍ବରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସହରର…

ଅନ୍ତର୍ଜାତୀୟ ସୂଚନା ଅଧିକାର ଦିବସ; କେବେଠୁ ହେଉଛି ପାଳିତ, ଜାଣନ୍ତୁ

ଭୁବନେଶ୍ୱର: ୟୁନେସ୍କୋ ପକ୍ଷରୁ ପ୍ରତିବର୍ଷ ସେପ୍ଟେମ୍ବର ୨୮ରେ 'ଅନ୍ତର୍ଜାତୀୟ ସୂଚନା ଅଧିକାର' ଦିବସ ପାଳନ କରାଯାଏ। ଏହାକୁ ଇଣ୍ଟରନ୍ୟାସନାଲ୍ ‘ରାଇଟ୍ ଟୁ ନୋ ଡେ’ ଓ ‘ଆକ୍‌ସେସ୍ ଟୁ ଇନ୍‌ଫର୍‌ମେସନ୍ ଡେ’ ମଧ୍ୟ କୁହାଯାଏ । ଜାଣନ୍ତୁ, କେବେଠୁ ହେଉଛି ପାଳିତ ସମଗ୍ର ବିଶ୍ୱରେ ସର୍ବ…

ରିୟା ଚକ୍ରବର୍ତ୍ତୀଙ୍କ ବାୟୋପିକ ନିର୍ମାଣ କରିବାକୁ ଆଗ୍ରହ ପ୍ରକାଶ କରୁଛନ୍ତି ଚଳଚ୍ଚିତ୍ର ନିର୍ମାତା !

ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଦେହାନ୍ତ ପରଠାରୁ ରିୟା ଚକ୍ରବର୍ତ୍ତୀ ଚର୍ଚ୍ଚାର ପରିସର ମଧ୍ୟରେ ରହି ଆସିଛନ୍ତି ମୁମ୍ବାଇ ଦର୍ପଣର ରିପୋର୍ଟ ଅନୁଯାୟୀ, ସୁଶାନ୍ତଙ୍କ ମୃତ୍ୟ ମାମଲା ଜାତୀୟ ସହ ବହୁ ଆନ୍ତର୍ଜାତୀୟ ସ୍ତରରେ ମଧ୍ୟ ପ୍ରସାରିତ ହେଉଛି । ଏଭଳି ପରିସ୍ଥିତିରେ…

ସତ୍ୟବାଦୀ ବିଧାୟକ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ବିଜେଡି ନେତା ତଥା ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ସୋମବାର ଦିନ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ଖୋଦ୍ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ସୋସିଆଲ୍ ମିଡିଆରେ ସୂଚନା ଦେଇଛନ୍ତି । ଏଥିସହିତ କହିଛନ୍ତି ଯେ “ମୁଁ କରୋନା ପଜିଟିଭ ଚିହ୍ନଟ…

କୃଷି ଆଇନକୁ ବିରୋଧ: ରାଜ୍ୟ କଂଗ୍ରେସର ବିରାଟ ଶୋଭାଯାତ୍ରା, ବିକ୍ଷୋଭ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ । ରାଜ୍ୟ କଂଗ୍ରେସର ରାଜଭବନକୁ ଯାତ୍ରା । ଭୁବନେଶ୍ୱରେ କଂଗ୍ରେସ ପକ୍ଷରୁ କୃଷି ଆଇନ୍ ବିରୋଧରେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିରଷ୍ଠ କଂଗ୍ରେସ ନେତା ସୁର ରାଉତରାୟ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ଶରତ ରାଉତ,…

କିମ୍ବଦନ୍ତୀ ଗାୟିକା ଲତା ଦିଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦୀ ; କ’ଣ ଲେଖିଲେ ଜାଣନ୍ତୁ

ନୂଆଦିଲ୍ଲୀ: ଭାରତର ସୁପ୍ରସିଦ୍ଧ ଗାୟିକା ତଥା ଭାରତରତ୍ନ ଲତା ମଙ୍ଗେସ୍‌ଙ୍କର ଆଜି ୯୧ ବର୍ଷ ବୟସରେ ପାଦ ଥାପିଛନ୍ତି। ଚାରିଆଡୁ ତାଙ୍କ ପାଖକୁ ଆଜି ଛୁଟୁଛି ଶୁଭେଚ୍ଛାର ସୁଅ । ଅନ୍ୟ ମାନଙ୍କ ମଧ୍ୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଲତାଙ୍କୁ ଜନ୍ମ ଦିନର ଶୁଭେଚ୍ଛା…

ପତ୍ନୀଙ୍କୁ ମାରପିଟ୍ କଲେ ସ୍ୱତନ୍ତ୍ର ପୋଲିସ ଡିଜି, ଭିଡିଓ ଭାଇରାଲ

ଭୋପାଲ: ରକ୍ଷକ ସାଜିଲା ଭକ୍ଷକ । କ୍ୟାମେରାରେ କଏଦ୍ ହେଲା ଜଣେ ଉଚ୍ଚ ପଦସ୍ଥ ପୋଲିସ ଅଧିକାରୀଙ୍କ କାରନାମା । ନିଜ ପତ୍ନୀଙ୍କୁ ମାଡ ଉପରେ ମାଡ ମାରି ଚାଲିଛନ୍ତି ଜଣେ ବରିଷ୍ଠ ପୋଲିସ ମହାନିର୍ଦ୍ଦେଶକ । ଏତିକିରେ ରାଗ ଶାନ୍ତ ହେଉନି ତାଙ୍କର, ତଳେ ପକାଇ ନିଜ ସ୍ତ୍ରୀର ମୁଣ୍ଡକୁ କଚାଡି ମଧ୍ୟ…

NCBକୁ ଦୀପିକା-ସାରା-ଶ୍ରଦ୍ଧା-ରକୁଲ କହିଲେ ଡ୍ରଗ୍ସ ଦୂରେ ଥାଉ, ସିଗାରେଟ୍ ବି ପିଉ ନାହୁଁ

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କର ତଦନ୍ତକୁ ଜୋରଦାର କରିଛି ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ । ନିକଟରେ ଡ୍ରଗ୍ସ ଚାଟ୍ ନେଇ ଦୀପିକା ପାଦୁକୋନ, ଶ୍ରଦ୍ଧା କପୁର, ସାରା ଅଲ୍ଲୀ ଖାନ ଓ ରକୁଲ ପ୍ରୀତ ସିଂହଙ୍କୁ ମାରାଥନ୍ ଜେରା କରିଥିଲା ଏନସିବି । ପଚରାଉଚରା…

ଦଳ ବିରୋଧି କାର୍ଯ୍ୟ ପାଇଁ କଳ୍ପତରୁ ଓଝାଙ୍କୁ ବହିଷ୍କୃତ କଲେ ନବୀନ

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ସୁପ୍ରିମୋ ନବୀନ ପଟ୍ଟନାୟକ ବିଜୁ ଯୁବ ଜନତା ଦଳର ସାଧାରଣ ସମ୍ପାଦକ ଥିବା କଳ୍ପତରୁ ଓଝାଙ୍କୁ ଦଳରୁ ବହିଷ୍କୃତ କରିଛନ୍ତି । ଏସମ୍ପର୍କରେ ସାଧାରଣ ସମ୍ପାଦକ (ମିଡିଆ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜ ସୂଚନା ଦେଇଛନ୍ତି । ଦଳ ବିରୋଧି କାର୍ଯ୍ୟ…