ଆସନ୍ତାକାଲି ଓଡିଶାର ଏସବୁ ଜିଲ୍ଲାରେ ବର୍ଷା ଆଶଙ୍କା
ଭୁବନେଶ୍ୱର: ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶୁକ୍ରବାର ଦିନ ତଥା (ସେପ୍ଟେମ୍ବର ୨୫) ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଆକଳନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଏହାସହ ବାଲେଶ୍ୱର,…