Latest Odisha News

BREAKING NEWS

Yearly Archives

2020

ପତିଙ୍କୁ ଆତଙ୍କବାଦୀ କହି ଅଡୁଆରେ ଅଭିନେତ୍ରୀ ଉର୍ମିଳା

ମୁମ୍ବାଇ: ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଉର୍ମିଲା ମାଟୋଣ୍ଡକର ୨୦୧୬ ରେ ମୋହସିନ୍ ଅଖତର ମୀରଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଜଣେ ମୁସଲମାନ ବ୍ୟକ୍ତିଙ୍କୁ ବିବାହ କରିଥିବାରୁ ଅନେକଥର ଉର୍ମିଳାଙ୍କୁ ଏଥିପାଇଁ ଟ୍ରୋଲ୍‌ ମଧ୍ୟ ହେବାକୁ ପଡ଼ିଛି। ଏହାସହିତ ତାଙ୍କ ସ୍ୱାମୀଙ୍କୁ…

ଦୁନିଆର ସବୁଠୁ ବଡ ପ୍ରାଣୀ ଉଦ୍ୟାନ ନିର୍ମାଣ କରୁଛି ରିଲାଏନ୍ସ

ନୂଆଦିଲ୍ଲୀ: ଗୁଜୁରାଟର ଜାମନଗରରେ ବିଶ୍ୱର ସର୍ବବୃହତ ପ୍ରାଣୀ ଉଦ୍ୟାନ ନିର୍ମାଣ ପାଇଁ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ ଏକ ପ୍ରକଳ୍ପ ଉପରେ କାମ କରୁଛି। ଆଗାମୀ ୨ ବର୍ଷ ମଧ୍ୟରେ ଏହା ସାଧାରଣ ଲୋକଙ୍କ ପରିଦର୍ଶନ ପାଇଁ ଖୋଲା ରହିବ ବୋଲି ଆଶା କରାଯାଉଛି। ଏହା ବିଶ୍ୱର ସବୁଠୁ ବଡ ପ୍ରାଣୀ…

ତୈମୁର୍‌ଙ୍କୁ ଜନ୍ମଦିନରେ କରୀନାଙ୍କ ଭାବପୂର୍ଣ୍ଣ ବାର୍ତ୍ତା; ‘ମମ୍‌ ଲଭ୍‌ସ ୟୁ ମଚ୍‌’

ମୁମ୍ବାଇ: ବି-ଟାଉନର ସବୁଠାରୁ ପ୍ରିୟ ଷ୍ଟାର୍‌ କିଡ୍‌ଙ୍କ ମଧ୍ୟରୁ ତୈମୁର ଅଲ୍ଲୀ ଖାନ ହେଉଛନ୍ତି ଅନ୍ୟତମ। ତୈମୁର୍‌ ଏହା ଭିତରେ ୪ ବର୍ଷର ହୋଇଗଲେଣି। ତୈମୁର୍‌ଙ୍କ ଜନ୍ମ ୨୦ ଡିସେମ୍ବର ୨୦୧୬। ଜନ୍ମଦିନ ଅବସରରେ ପ୍ରଶଂସକମାନେ ତାଙ୍କୁ ସୋସିଆଲ ମିଡିଆରେ ଶୁଭେଚ୍ଛା ଜଣାଇବା ସହ ମଙ୍ଗଳ…

ରାଜ୍ୟରୁ ୨୪ ଘଣ୍ଟାରେ ୩୭୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତକାଲି ଅପେକ୍ଷା ରାଜ୍ୟରେ ସାମାନ୍ୟ ବଢ଼ିଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସଂକ୍ରମିତ ହୋଇଛନ୍ତି ଆଉ ୩୭୨ ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୧୪ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫୯ଟି । ମୋଟ୍ ୨୭ ଜିଲ୍ଲାରୁ ନୂଆ ଆକ୍ରାନ୍ତ…

ନକରାତ୍ମକ ମଣିଷଟି ସବୁଠାରୁ ଅଧିକ ଭଲ ପାଉଥାଏ: ଅମିୟ ବେଜ

ସାମ୍ପ୍ରତିକ ଓଡ଼ିଆ ସାହିତ୍ୟ ଜଗତର ଏକ ସ୍ୱତନ୍ତ୍ର ବ୍ୟକ୍ତିତ୍ୱ ଅମିୟ ବେଜ। ଜୀବନର ଅନାଲୋଚିତ ଫର୍ଦ୍ଦକୁ ଗଳ୍ପ ର କଳେବର ଦେଇ ଭାବପୂର୍ଣ , ସମ୍ବେଦନଶୀଳ ଓ ସମ୍ମୋହକ ସଙ୍କେତରେ ଖୁବ୍ ନିଆରା ଭାବରେ ସେ ଉପସ୍ଥାପନ କରିପାରନ୍ତି। ଗାଳ୍ପିକଙ୍କ ସମସ୍ତ ଗଳ୍ପ ବିସ୍ତୃତ ନୁହେଁ କିନ୍ତୁ ପାଠକଙ୍କ…

ଗଜପତି ଜିଲ୍ଲାରୁ ୧୧ବର୍ଷର ଶିଶୁ ପୁତ୍ର ନିଖୋଜ, ଥାନାରେ ଏତଲା

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରୁ ପୁଣି ଜଣେ ଶିଶୁ ନିଖୋଜ ହୋଇଥିବା ଅଭିଯୋଗ । ମୋହନା ଥାନା ପାଞ୍ଚଆମ୍ବ ଘାଇସାହିରୁ ଜଣେ ୧୧ ବର୍ଷୀୟ ଶିଶୁ ନିଖୋଜ ହୋଇ ଯାଇଛନ୍ତି । ଏନେଇ ମୋହନା ଥାନାରେ ଅଭିଯୋଗ କରିଛନ୍ତି ଶିଶୁର ମାଆ । ନିଖୋଜ ପୁଅର ନାଁ ଅପୂର୍ବ ଲିମା । ଅଭିଯୋଗ ଅନୁସାରେ, ଅପୂର୍ବକୁ…

୨୪ ଘଣ୍ଟାରେ ଦେଶରୁ ୨୬ ହଜାରରୁ ଉର୍ଦ୍ଧ୍ବ କରୋନା ପଜିଟିଭ୍ ଚିହ୍ନଟ, ୩୪୧ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ମାମଲା ୧ କୋଟି ଟପିଥିବା ବେଳେ ଗତ ୨୪ ଘଣ୍ଟାରେ ୨୬ ହଜାର ୬୨୪ କରୋନା ପଜିଟିଭି ବାହାରିଛନ୍ତି । ଦୈନିକ ମୃତ୍ୟୁସଂଖ୍ୟା ବି କମିବାରେ ଲାଗିଛି । ଗତ ୨୪ଘଣ୍ଟାରେ ଆଉ ୩୪୧ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି । ଦେଶରେ ମୃତ୍ୟୁସଂଖ୍ୟା ୧ ଲକ୍ଷ ୪୫…

ତାମିଲ‌ନାଡୁ: ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପୋଙ୍ଗଲ ଉପହାର; ରାସନ୍‌ କାର୍ଡଧାରୀଙ୍କୁ ମିଳିବ ନଗଦ ୨୫୦୦ ଟଙ୍କା

ନୂଆଦିଲ୍ଲୀ: ଆସନ୍ତା ବର୍ଷ ତାମିଲନାଡୁରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ପ୍ରତ୍ୟେକ ଦଳର ପ୍ରସ୍ତୁତି ମଧ୍ୟ ଜୋର୍‌ଦାର୍‌ ଚାଲିଛି। ତାମିଲନାଡୁରେ ୨୦୨୧ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ପଲାନିସ୍ୱାମୀ ମଧ୍ୟ ପ୍ରଚାର ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ…

କିଭଳି ରହିବ ଅଯୋଧ୍ୟାରେ ନିର୍ମିତ ମସଜିଦ, ଦେଖନ୍ତୁ ଝଲକ

ଲକ୍ଷ୍ନୌ: ଗତ ବର୍ଷ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ଉତ୍ତରପ୍ରଦେଶରେ ରାମ ମନ୍ଦିର ଓ ମସଜିଦ ନିର୍ମାଣ ପାଇଁ ବାଟ ଫିଟିଥିଲା। ଏବେ ଅଯୋଧ୍ୟାରେ ନିର୍ମାଣ ହେବାକୁ ଥିବା ମସଜିଦର ପ୍ରକଳ୍ପ ପାଇଁ ପ୍ରଥମ ସ୍ଥାପତ୍ୟ ଯୋଜନା ପ୍ରକାଶ କରିଯାଉଥିବା ବେଳେ ଆସନ୍ତା ବର୍ଷ ଆରମ୍ଭରେ ଭିତ୍ତି…

ହାଡ଼ଭଙ୍ଗା ଜାଡ଼: ଫୁଲବାଣୀରେ ୫.୫ ଡିଗ୍ରୀକୁ ଖସିଲା ପାରଦ, ୯ଟି ସହରରେ ତାପମାତ୍ରା ୧୦ଡିଗ୍ରୀରୁ କମ୍

ଭୁବନେଶ୍ୱର: ଖସୁଛି ପାରଦ । ଥରୁଛି ସାରା ଓଡ଼ିଶା । ଫୁଲବାଣୀରୁ ଅନୁଗୁଳ, କୋରାପୁଟରୁ ବାରିପଦା । ଦକ୍ଷିଣରୁ ଉପକୂଳ, ପୁଣି ପଶ୍ଚିମରୁ ଉତ୍ତର ଓଡ଼ିଶା । ସବୁଠି ଏବେ ଶୀତର ରାଜ । ସାରା ରାଜ୍ୟରେ ପ୍ରବଳ ଥଣ୍ଡା । ୫.୫ ଡିଗ୍ରୀ ସହ ଫୁଲବାଣୀ ରାଜ୍ୟର ସବୁଠୁ ଶୀତଳ ସହର ପାଲଟିଛି । ୧୦ ଡିଗ୍ରୀ…