Latest Odisha News

BREAKING NEWS

Yearly Archives

2020

ବଲିଉଡର ଡ୍ରଗ୍ସ ଲିଙ୍କ: NCB ସ୍କାନରରେ ଚାରି ଜଣ ହିରୋ, କିଏ ସେମାନେ ?

ମୁମ୍ୱାଇ: ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ପରେ ସାମନାକୁ ଆସିଛି ବଲିଉଡର ଡ୍ରଗ୍ସ ଲିଙ୍କ । ଦୀପିକା ପାଦୁକୋନ, ଶ୍ରଦ୍ଧା କପୁର, ସାରା ଅଲ୍ଲୀ ଖାନଙ୍କ ଭଲି ଗ୍ଲାମର କୁଇନଙ୍କ ନାଁ ଚର୍ଚ୍ଚାକୁ ଆସିଛି । ବି-ଟାଉନ ସୁନ୍ଦରୀଙ୍କୁ ସମନ କରିଛି କାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ । ହିରୋଇନଙ୍କ…

ପୁରୀରେ ପ୍ରତିଦିନ ଦୁଇ ଶହ ପଜିଟିଭ୍, ୯ ହଜାର ଟପିଲା କରୋନା କେସ୍

ପୁରୀ: ସେପ୍ଟେମ୍ବରରେ ପୁରୀ ଜିଲ୍ଲାରେ କରୋନା ସ୍ଥିତି ଉଦବେଗଜନକ । ବେକାବୁ ମହାମାରୀ । ଏବେ ପ୍ରତିଦିନ ଦୁଇ ଶହରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ଆଉ ୨୦୩ ନୂଆ ପଜିଟିଭ୍ ବାହାରିଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୯ ହଜାର ପାର କରିଛି ।…

ଆଜି ସର୍ବାଧିକ ସଂକ୍ରମିତ, ସର୍ବାଧିକ ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ଗତ ୬ ମାସ ମଧ୍ୟରେ ଆଜି ରାଜ୍ୟରେ ସର୍ବାଧିକ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଲଗାତାର ୯ମ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ଟପିଛି । ଗତ ୨୪ ଘଂଟାରେ ରାଜ୍ୟରେ ୪,୩୪୦ ନୂଆ ମାମଲା…

ମୁଣ୍ଡ ନେଉଛି ମହାମାରୀ: ରାଜ୍ୟରେ ଆଉ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ କରୋନା ନେଇଛି ଆଉ ୧୬ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ବିଭିନ୍ନ କୋଭିଡ ହସ୍ପିଟାଲରେ ୮ ଜିଲ୍ଲାର କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଭୁବନେଶ୍ୱରରୁ ଅଛନ୍ତି ୩ ଜଣ । Regret…

ମନ୍ଦିର ପରିସରରେ ମର୍ଡର, ପଥରରେ ଛେଚି ହତ୍ୟା

ବ୍ରହ୍ମପୁର: ମନ୍ଦିର ପରିସରରେ ମର୍ଡର । ଯୁବକଙ୍କୁ ପଥରରେ ଛେଚି ବିଭତ୍ସ ହତ୍ୟା । ଏଭଳି ଘଟଣା ଘଟିଛି ଗଂଜାମ ଜିଲ୍ଳା ବଡବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ରାଧାକାନ୍ତ ସାହି ସ୍ଥିତ ରାଧାକୃଷ୍ଣ ମନ୍ଦିରରେ । ମନ୍ଦିର ପ୍ରାଙ୍ଗଣରେ ଥିବା ରୋଷେଇଘର ବାରଣ୍ଡାରେ ପଡିଛି ବ୍ୟକ୍ତିଙ୍କ…

ଆସିଲେନି ରାକୁଲ, NCBରେ ହାଜର ହେଲେ ସିମୋନ ଖମ୍ବାଟା

ମୁମ୍ବାଇ: ସୁଶାନ୍ତ ସିଂ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କକୁ ନେଇ ଏନ୍‌ସିବି ତଦନ୍ତ ଜାରି ରଖିଛି । ଏନସିବି ରାଡାରରେ ରହିଛନ୍ତି ବଲିଉଡର ଅନେକ ବଡ ବଡ ନାୟିକା । ଏହି ମାମଲାରେ ଆଜି ଏନସିବି ଫ୍ୟାଶନ ଡିଜାଇନର ସିମୋନ ଖମ୍ବାଟା ଓ ଅଭିନେତ୍ରୀ ରାକୁଲ ପ୍ରିତ ସିଂଙ୍କୁ ହାଜର ହେବାକୁ କହିଥିଲା ।…

ପୂର୍ବତନ ମନ୍ତ୍ରୀ ଶେଖ ମତଲୁବଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଶେଖ ମତଲୁବଙ୍କ ଆଜି ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୮ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟ୍ୱିଇଟ୍ କରି…

କୋଭିଡ ମୁକାବିଲା: ଆଜିଠୁ ଗଂଜାମରେ ଅନ୍‌ଲାଇନ୍ ଓ ଅଫ୍‌ଲାଇନ୍‌ରେ କ୍ୟାମ୍ପେନ୍

ଗଞ୍ଜାମ: ରାଜ୍ୟରେ ବଢ଼ି ଚାଲିଛି କୋଭିଡ ମାମଲା । ଏହାର ମୁକାବିଲା ପାଇଁ ଜୋରଦାର ପ୍ରୟାସ । ଗଂଜାମକୁ କରୋନା ମୁକ୍ତ କରିବା ପାଇଁ ଆଜିଠୁ ସେଠାରେ କ୍ୟାମ୍ପେନ ଆରମ୍ଭ ହୋଇଛି । ଉଭୟ ଅନ୍‌ଲାଇନ୍ ଓ ଅଫଲାଇନ୍ ମାଧ୍ୟରେ ଲୋକଙ୍କୁ ସଚେତନ କରାଯାଉଛି । ସ୍ୱେଚ୍ଛାସେବୀ ଓ ଜନପ୍ରତିନିଧି ଘରକୁ ଘର…

ଗଳା ବସି ଯାଇଛି କି? ଜାଣନ୍ତୁ କ’ଣ କରିବେ

ଭୁବନେଶ୍ୱର: ଋତୁ ପରିବର୍ତ୍ତନ ତଥା ଥଣ୍ଡା ହେଲେ ଅଧିକାଂଶ ଲୋକଙ୍କର ତଣ୍ଟି ବସିଯିବା ଦେଖା ଯାଇଥାଏ । ଏହାଦ୍ୱାରା ଅନେକ ସମସ୍ୟା ଦେଖା ଯାଇଥାଏ । ଗଳା ବସି ଗଲେ ଠିକ୍ ଭାବେ କଥା ହେବାରେ ଅସୁବିଧା ପରିଲକ୍ଷିତ ହୋଇଥାଏ। ଯାହା ପାଇଁ ଲୋକମାନେ ବିଭିନ୍ନ ପ୍ରକାରର ଔଷଧ ମଧ୍ୟ ଖାଇଥାନ୍ତି ।…

୫୭ ଲକ୍ଷ ଟପିଲା ଦେଶରେ କରୋନା କେସ, ଲକ୍ଷେ ମୁହାଁ ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଲକ୍ଷେ ମୁହାଁ ଦେଶରେ କରୋନା ମୃତ୍ୟୁସଂଖ୍ୟା । ସଂକ୍ରମଣ ସହ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୮୬ ହଜାର ୫୦୮ ନୂଆ କରୋନା ଆକ୍ରାନ୍ତ । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୭ ଲକ୍ଷ ପାର କରିଛି । ସଂକ୍ରମିତ ହେଲେଣି ମୋଟ୍ ୫୭…