ସିଏସ୍ଆର୍: ରାୟଗଡାରେ ଉତ୍କଳ ଆଲୁମିନା ପକ୍ଷରୁ କରାଗଲା ପାନୀୟ ଜଳ ଯୋଗାଣ ବ୍ୟବସ୍ଥା
ଭୁବନେଶ୍ୱର : ରାୟଗଡା ଜିଲ୍ଲା କାଶୀପୁର ବ୍ଲକର କିଛି ପଛୁଆ ଅଂଚଳ ଲୋକଙ୍କୁ ସହଜରେ ବିଶୁଦ୍ଧ ପିଇବା ପାଣିର ସୁବିଧା କଲା ଆଦିତ୍ୟ ବିର୍ଲା ଗ୍ରୁପର ଉତ୍କଳ ଆଲୁମିନା କମ୍ପାନୀ । କର୍ପୋରେଟ୍ ସାମାଜିକ ଦାୟିତ୍ୱ (ସିଏସ୍ଆର୍) କାର୍ଯ୍ୟକ୍ରମ ସ୍ୱରୂପ କମ୍ପାନୀ ଏହି ସୁବିଧା ଯୋଗାଇ ଦେଇଛି ।…