Latest Odisha News

BREAKING NEWS

Yearly Archives

2020

ସରକାରଙ୍କୁ ତେରଛା ବାଣ ମାରିଲେ ଶଶୀ ଥରୁର, କହିଲେ- “NDA= No Data Available”

ନୂଆଦିଲ୍ଲୀ: ସଂସଦରେ ସରକାରଙ୍କ ଉତ୍ତରର ପ୍ରତିକ୍ରିୟା ରଖିଛନ୍ତି ଶଶୀ ଥରୁର । ଏକାଧିକ ବିଷୟକୁ ନେଇ ସରକାରଙ୍କ ପାଖରେ କୌଣସି ତଥ୍ୟ ନାହିଁ । ପ୍ରବାସୀ ଶ୍ରମିକଙ୍କ ଠାରୁ ଆରମ୍ଭ କରି କୃଷକ ଆତ୍ମହତ୍ୟା ପର୍ଯ୍ୟନ୍ତ ବିଷୟକୁ ନେଇ ସରକାରଙ୍କୁ ଟାର୍ଗେଟ କରିଛି ବିରୋଧୀ କଂଗ୍ରେସ । ଆଜି…

ଆଗପଛ ହୋଇ ଚାଲିଗଲେ ପତିପତ୍ନୀ…

ପୁରୀ: ସ୍ୱାମୀଙ୍କ ମୃତ୍ୟୁକୁ ୪୮ ଘଣ୍ଟା ନପୁରୁଣୁ ଚାଲିଗଲେ ସ୍ତ୍ରୀ। ୨ ଦିନ ତଳେ ଆଖି ବୁଜିଥିଲେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସ ମହାପାତ୍ର। ଆଜି ତାଙ୍କ ପତ୍ନୀ ବିନୋଦିନୀ ଦାସ ମହାପାତ୍ରଙ୍କର କରୋନାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଆଜି ସକାଳେ ତାଙ୍କର ଦେହାନ୍ତ…

କ୍ରମାଗତ ଭାବେ ଦେଶରେ ବଢୁଛି ସୁସ୍ଥତା ହାର: ୨୪ ଘଣ୍ଟାରେ ସର୍ବାଧିକ ୧ ଲକ୍ଷରୁ ଅଧିକ ଆରୋଗ୍ୟ ରେକର୍ଡ

ନୂଆଦିଲ୍ଲୀ: କ୍ରମାଗତ ଭାବେ ଦେଶରେ କରୋନା ସଂକ୍ରମିତ ସୁସ୍ଥ ହାର ବଢି ଚାଲିଛି ।କରୋନା ଆରୋଗ୍ୟ ହାରରେ ଭାରତ ୮୦ % ପାର୍ କରିଛି । କ୍ରମାଗତ ଭାବରେ ଭାରତରେ ଆରୋଗ୍ୟଙ୍କ ହାର ବଢ଼ିବାରେ ଲାଗିଛି। ଲଗାତାର ତୃତୀୟ ଦିନ ପାଇଁ ଭାରତରେ ୯୦, ୦୦୦ ରୁ ଅଧିକ ଆରୋଗ୍ୟ ଚିହ୍ନଟ ହୋଇଥିବା ବେଳେ ଆଜି…

ନଭେମ୍ବର ୧ରୁ ୟୁଜି ଏବଂ ପିଜି ପ୍ରଥମ ବର୍ଷ ପାଠପଢା ଆରମ୍ଭ

ନୂଆଦିଲ୍ଲୀ: ୨୦୨୦-୨୧ ଶିକ୍ଷା ବର୍ଷ ଅଣ୍ଡରଗ୍ରାଜୁଏଟ୍ (ୟୁଜି) ଏବଂ ପୋଷ୍ଟଗ୍ରାଜୁଏଟ୍ (ପିଜି) ଲାଗି ସମ୍ଭାବ୍ୟ ଶିକ୍ଷାବର୍ଷ ଘୋଷଣା କରାଯାଇଛି । ଏସମ୍ପର୍କରେ ଟ୍ୱିଟ୍ କରି ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ।…

ଆସିଲା ‘ନିଶବ୍ଦମ’ର ଟ୍ରେଲର: ଦମଦାର ଲୁକ୍ ରେ ବାହୁବଳୀ ଫେମ୍ ଅନୁଷ୍କା

ମୁମ୍ବାଇ: ଫ୍ଲୋରକୁ ଆସିଲା ବାହୁବଳୀ ଫେମ୍ ଅନୁଷ୍କା ସେଟ୍ଟୀଙ୍କ ‘ନିଶବ୍ଦମ୍’ର ଟ୍ରେଲର । ଏହା ଏକ ସସପେନ୍ହ ଥ୍ରୀଲର ମୁଭି । ଏଥିରେ ଅନୁଷ୍କାଙ୍କୁ ମୁକ ବଧୀର ଭୂମିକାରେ ଦେଖିବାକୁ ମିଳିବ । ଏହି ଫିଲ୍ମରେ ଅନୁଷ୍କାଙ୍କ ସହ ସ୍କ୍ରିନ୍ ସେୟାର କରିଛନ୍ତି ଥ୍ରୀ ଇଡିଏଟ୍ ଫେମ୍ ଆର୍ ମାଧବନ୍ ।…

ପୁଣି ଚର୍ଚ୍ଚାରେ ରାକ୍ଷୀ ସାୱନ୍ତ…

ମୁମ୍ବାଇ: ବଲିଉଡର କଣ୍ଟ୍ରୋଭର୍ସି କୁଇନ ରାକ୍ଷୀ ସାୱନ୍ତ। ନିଜର କିଛି ନା କିଛି ହରକତ ପାଇଁ ସର୍ବଦା ସେ ଚର୍ଚ୍ଚାର ବିଷୟ ପାଲଟନ୍ତି କେତେବେଳେ ନିଜକୁ ବଧୂ ବେଶରେ ସଜାଇ ତ ଆଉ କେତେବେଳେ କଣ୍ଟ୍ରୋଭର୍ସି ମାମଲାରେ ନିଜ ଚର୍ଚ୍ଚିତ ବୟାନ ଦେଇ । ତେବେ ପୁଣି ଥରେ ଚର୍ଚ୍ଚାର ପରିସରକୁ ଟାଣି…

ରାଜ୍ୟସଭାରେ ତୃତୀୟ କୃଷି ବିଲ୍ ପାରିତ, ମୌସୁମୀ ଅଧିବେଶନ ବଏକଟ୍ କଲେ ବିରୋଧୀ

ନୂଆଦିଲ୍ଲୀ: ବିରୋଧୀଙ୍କ ଜୋରଦାର ହଙ୍ଗାମା ଭିତରେ ରାଜ୍ୟସଭାରେ ପାସ୍ ହେଲା ତୃତୀୟ କୃଷି ବିଲ୍ । ଅତ୍ୟାବଶ୍ୟକ ସାମଗ୍ରୀ ସଂଶୋଧନ-୨୦୨୦ ରାଜ୍ୟସଭାରେ ପାରିତ ହୋଇଛି । ଅତ୍ୟାବଶ୍ୟକ ଦ୍ରବ୍ୟ ତାଲିକାରୁ ଶସ୍ୟ, ଡାଲି, ତେଲ ମଂଜି, ଖାଇବା ତେଲ, ପିଆଜ ଏବଂ ଆଳୁ ହଟାଇବାକୁ ନେଇ ଆଗତ ହୋଇଥିବା…

କଟକ ଏନଏଚ-୧୬ରେ ଥିବା ନଦୀ ପୋଲରେ ଗାଡି ଚଳାଚଳ ଉପରେ କଟକଣା

କଟକ: ସେପ୍ଟେମ୍ବର ୨୨ରୁ ୨୭ ତାରିଖ ପର୍ଯ୍ୟନ୍ତ ଏନଏଚ-୧୬ରଥରେ ଥିବା ବ୍ରିଜ୍‌ ଉପ‌େ‌ର ଯାନବାହନ ଚଳାଚଳ ଉପରେ କଟକଣା କରାଯାଇଛି। ୬ ଦିନ ଦିନ ୧୧ଟାରୁ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ଉକ୍ତ ବ୍ରିଜ୍‌ ଉପରେ ଯାନବାହନ ଚଳାଚଳ କରିବା ନେଇ କମିସନରେଟ୍‌ ପୁଲିସ ପକ୍ଷରୁ କଟକଣା କରାଯିବା ସହିତ ଡାଇଭରସନ୍…

ସଂସଦ ଢାଞ୍ଚାରେ ବିଧାନସଭା ଅଧିବେଶନ, ୪ ଫୁଟ ଦୂରତାରେ ବସିବେ ବିଧାୟକ

ଭୁବନେଶ୍ୱର: ସମ୍ପୂର୍ଣ୍ଣ ସଂସଦ ଢାଞ୍ଚାରେ ବସିବ ଏଥରର ବିଧାନସଭା । ମୌସୁମୀ ଅଧିବେଶନରେ ରହିବନି ପ୍ରଶ୍ନକାଳ । ତେବେ ନିୟମ ଅନୁଯାୟୀ ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ, ମୋସନ ଓ କଲିଂ ଆଟେନସନ ରହିବ । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ସୂଚନା ଅନୁସାରେ ବିଧାୟକ ମାନେ ୪ ଫୁଟ ଦୂରତାରେ…

EMI ସୁଝିବାକୁ SBI ଦେଲା ୨ ବର୍ଷ ରିହାତି

ନୂଆଦିଲ୍ଲୀ: ଆପଣ ଷ୍ଟେଟ ବ୍ୟାଙ୍କରୁ ଗୃହ ଋଣ ଆଣିଛନ୍ତି କି । ଆପଣଙ୍କ ଦରମା କାଟ ହେଉଛି । ଲକଡଉନ୍‌ରେ ଆପଣଙ୍କ ବ୍ୟସାୟ ପ୍ରଭାବିତ ହୋଇଛି କି? ଯଦି ହଁ ତା’ହେଲେ ଏସ୍‌ବିଆଇ ଆପଣଙ୍କ ପାଇଁ ଆଣିଛି ଖୁସି ଖବର । ଭାରତୀୟ ଷ୍ଟେଟ ବ୍ୟାଙ୍କ ତଥା ଏସ୍‌ବିଆଇରୁ ଗୃହ ରୁଣ କିମ୍ବା ଅନ୍ୟାନ୍ୟ ରୁଣ…