କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ; ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ
କଟକ: କଟକ ସ୍ଥିତ ଜଗତପୁର କୋଭିଡ୍ ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାଶ ।
ପ୍ରାପ୍ତ ସୂଚନାନୁଯାୟୀ, ସ୍ୱାସ୍ଥ୍ୟ ବିଭାଗ ସଚିବ ଓ ଅଗ୍ନିଶମ ବିଭାଗ ଯୁଗ୍ମ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ…