Latest Odisha News

BREAKING NEWS

Yearly Archives

2020

ରାଜ୍ୟସଭାରେ ବିଜେଡିର ଦାବି, ବିଜୁ ବାବୁଙ୍କ ନାଁରେ ନାମିତ ହେଉ ପାରାଦୀପ ବନ୍ଦର

ନୂଆଦିଲ୍ଲୀ: ପାରାଦୀପ ବନ୍ଦରକୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରାଯାଉ। ଆଜି ରାଜ୍ୟସଭାରେ ଏଭଳି ଦାବି କରିଛନ୍ତି ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ୟ। ରାଜ୍ୟସଭାରେ ଶୂନ୍ୟକାଳରେ ଲିଖିତ ଆକାରରେ ପ୍ରସନ୍ନ ଆଚାର୍ଯ୍ୟ ଏଭଳି ଦାବି କରିଥିବା ଜଣା ପଡ଼ିଛି। ତାଙ୍କର ଏହି ଦାବିକୁ…

ବିଧାନସଭା ଅଧିବେଶନ: ଆସନ୍ତା ୨୫ ରେ ସର୍ବଦଳୀୟ ବୈଠକ ଡକାଇବେ ବାଚସ୍ପତି

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୨୫ ରେ ସର୍ବଦଳୀୟ ବୈଠକ ଡକାଇବେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପତ୍ର । ଏନେଇ ବାଚସ୍ପତି ସୋମବାର ଦିନ ସୂଚନା ଦେଇଛନ୍ତି । ଏହି ବୈଠକରେ କୋଭିଡ ଗାଇଡ଼ଲାଇନକୁ କଡାକଡି ପାଳନ କରି ଗୃହର କାର୍ଯ୍ୟକାରିତା ଉପରେ ଆଲୋଚନା କରାଯିବ ବୋଲି ବାଚସ୍ପତି କହିଛନ୍ତି ।।…

ପୂର୍ବତନ ରେଲୱେ କର୍ମଚାରୀ ନାରାଣସିଂହଙ୍କ ପରଲୋକ

ଯାଜପୁର: ଯାଜପୁର ଜିଲ୍ଲା କୋରେଇ ବ୍ଲକ ବରୁଣ୍ଡାଇ ଗ୍ରାମ ପଞ୍ଚାୟତର ବୈତରଣୀ ବଜାର ଲକ୍ଷ୍ମୀ ପୂଜା କମିଟିର ମୁଖିଆ ତଥା ପୂର୍ବତନ ରେଲୱେ କର୍ମଚାରୀ ନାରାଣସିଂହଙ୍କ ହୃଦଘାତରେ ନିଜ ବାସଭବନରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କର ୮୦ ବଷ ବୟସ ହୋଇଥିବା ପରିବାର ସୂତ୍ରରୁ ପ୍ରକାଶ ।…

ଦେଶରେ ବଢୁଛି ସୁସ୍ଥତା ହାର

ନୂଆଦିଲ୍ଲୀ : କ୍ରମାଗତ ତୃତୀୟ ଦିନ ପାଇଁ ଦେଶରେ ୯୦ହଜାରୁ ଅଧିକ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି।କରୋନା ଆରୋଗ୍ୟ ହାରରେ ଭାରତ ୮୦ % ପାର୍ କରିଛି । କ୍ରମାଗତ ଭାବରେ ଭାରତରେ ଆରୋଗ୍ୟଙ୍କ ହାର ବଢ଼ିବାରେ ଲାଗିଛି। ଲଗାତାର ତୃତୀୟ ଦିନ ପାଇଁ ଭାରତରେ ୯୦, ୦୦୦ ରୁ ଅଧିକ ଆରୋଗ୍ୟ ଚିହ୍ନଟ…

ଏକବିଂଶ ଶତାବ୍ଦୀ ପାଇଁ କୃଷି ବିଲ୍ ଜରୁରୀ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ରବିବାର ଦିନ ସଂସଦରେ ପାରିତ ହୋଇଥିବା ଦୁଇଟି କୃଷି ସଂସ୍କାର ବିଲ୍ ଏକବିଂଶ ଶତାବ୍ଦୀର ଆବଶ୍ୟକତା ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏଥିସହିତ କୃଷକମାନଙ୍କ ସର୍ବନିମ୍ନ ସହାୟତା ମୂଲ୍ୟ (ଏମଏସପି) ପୂର୍ବପରି ଜାରି ରହିବ ବୋଲି ମଧ୍ୟ ସେ ଆଶ୍ୱାସନା ଦେଇଛନ୍ତି।…

କଟକ ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

କଟକ: ଜଗତପୁର ସ୍ଥିତ ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ଏହାର ଆଇସିୟୁରେ ନିଆଁ ଲାଗିଥିବା କୁହାଯାଉଛି । ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିପାରିନାହିଁ । ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଥିବା ବେଳେ କିଛି ପ୍ରତ୍ୟକ୍ଷଦର୍ଶୀ ଆଇସିୟୁ…

ଆରପାରିରେ ଅଭୟ ପାଢ଼ୀ

ଭୁବନେଶ୍ୱର: ପ୍ରସାର ଭାରତୀର ଆଡିସନାଲ ଡାଇରେକ୍ଟର ଜେନେରାଲ (ଏଡିଜି) ଅଭୟ କୁମାର ପାଢୀ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ପୂର୍ବରୁ କୋଭିଡ ପଜିଟିଭ ଚିହ୍ନଟ ହୋଇଥିଲେ । ସ୍ୱର୍ଗତଃ ପାଢ଼ୀ ଆଇଏମସି,ଢେଙ୍କାନାଳର ଜଣେ ପୂର୍ବତନ ଅଧ୍ୟାପକ ମଧ୍ୟ ଥିଲେ।

[ଦେଖନ୍ତୁ ଭିଡ଼ିଓ] ଟ୍ୱିଟରରେ ଭାଇରାଲ ହେଉଛି ଏହି ନୀଳ ରଙ୍ଗର ସାପ, ଦେଖିଲେ ଆଖି ଲାଖିଯିବ !

ଭୁବନେଶ୍ୱର: ପ୍ରକୃତି ଏପରି ଅନେକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଯାହା ବେଳେ ବେଳେ ମଣିଷକୁ ବିସ୍ମିତ କରିଦିଏ । ମଣିଷକୁ ବିସ୍ମିତ କଲାଭଳି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି, ଯାହାକୁ ଦେଖିଲେ ପ୍ରକୃତିର ସୌନ୍ଦର୍ଯ୍ୟର ପରିସୀମା କେତେ ଯେ ବ୍ୟାପ୍ତ ତାହା ସ୍ପଷ୍ଟ ହେଉଛି । ଏହି…

ବେବୋ @40, ସୋସିଆଲ ମିଡିଆରେ ଫଟୋ ଭାଇରାଲ

ମୁମ୍ବାଇ: ୪୦ ବର୍ଷରେ ବଲିଉଡର ବେବୋ । ବଲିଉଡ ଅଭିନେତ୍ରୀ କରୀନା କପୁର ଖାନ୍ ଆଜି ୪୦ ବର୍ଷ ବୟସରେ ପାଦ ରଖିଛନ୍ତି । କରୋନା ଯୋଗୁଁ ସେ ଏଥିର ତାଙ୍କ ଜନ୍ମ ଦିନକୁ ନିଜ ପରିବାର ସହ ପାଳନ କରିଛନ୍ତି । ଯାହାର କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ସୋସିଆଲ ମିଡିଆରେ ଫଟୋ ଭାଇରାଲ…

ପଥରର ପ୍ରାଣବାଣୀ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ହେ ଆତ୍ମକୈନ୍ଦ୍ରିକ ବସ୍ତୁଲୋଭୀ ମଣିଷ, ନିଜ ସଭ୍ୟତାର ଇତିହାସକୁ ଅନା । ଯେତେବେଳେ ସଭ୍ୟତାର ସମୟ ଆସି ନ ଥିଲା, ସେତେବେଳେ ତମେସବୁ ରହୁଥିଲ ଘନ ଅନ୍ଧକାର ଯୁଗରେ - ସେ ଯୁଗ ଥିଲା ପ୍ରାଗୈତିହାସିକ ଯୁଗ । ଜଙ୍ଗଲରେ ଫଳମୂଳ ଖାଇ ବଂଚୁଥିଲ ।…