Latest Odisha News

BREAKING NEWS

Yearly Archives

2020

ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ସର୍ବାଧିକ ୪୦୧୮ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କରୋନା ତାର କାୟା ବିସ୍ତାର କରି ଚାଲିଛି। ଗତ କିଛି ଦିନ ହେବ ଦୈନିକ ଚାରି ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଆଶ୍ଵସ୍ତିକର କଥା ସଂକ୍ରମିତଙ୍କ ସହ ତାଳ ଦେଇ ରୋଗୀ ମଧ୍ୟ ସୁସ୍ଥ ହେବାରେ ଲାଗିଛନ୍ତି। ଆଜି ଚାରି ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା…

ରାଜ୍ୟରେ କେତେ ଖାଲି ଅଛି ଆଇସିୟୁ ବେଡ୍? ସରକାର ଦେଲେ ତଥ୍ୟ

ଭୁବନେଶ୍ୱର: ରାଜ୍ୟରେ କେତେ ପ୍ରତିଶତ ଖାଲି ରହିଛି ଆସିୟୁ ବେଡ୍ ଓ ଭେଟିଂଲର । ଏ ବାବଦରେ ଆଜି ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର । କଟକରେ ଆଇସିୟୁ ବେଡ୍ ମାତ୍ର ୫୫ ପ୍ରତିଶତ ଭର୍ତି ଅଛି । ସେହିପରି ଭୁବନେଶ୍ୱରରେ ମାତ୍ର ୪୯ ପ୍ରତିଶତ ଆଇସିୟୁ ବେଢ୍ ଭର୍ତି ଅଛି, ବାକି ସବୁ ଖାଲି ଅଛି ।…

କୃଷି ବିଲ୍‌କୁ ନେଇ ବିଜେଡିକୁ ଟାର୍ଗେଟ୍ କଲା ବିଜେପି

ଭୁବନେଶ୍ୱର: ରାଜ୍ୟସଭାରେ ପାରିତ ହୋଇଛି କୃଷି ବିଲ୍ । ତେବେ ଏହି ବିଲ୍‌କୁ ବିଜେଡି ବିରୋଧ କରିଛି । ତେବେ ବିଜେଡି କାହିଁକି କୃଷି ବିଲ୍‌କୁ ବିରୋଧ କଲା ତାକୁ ନେଇ ଟାର୍ଗେଟ କରିଛନ୍ତି ବିଜେପି ସାଂସଦ ସୁରେଶ ପୂଜାରୀ । ବିଜେଡିକୁ କଟାକ୍ଷ କରି ସୁରେଶ କହିଛନ୍ତି, କହିଁ ପେ ନିଗାହେଁ, କହିପେ…

ସରିଲା ଓଡିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ଓଡିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସମେତ ଦେଶର ୧୪ଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଓ ୪ଟି ରାଜ୍ୟ ବିଶ୍ୱବିଦ୍ୟାଳୟରେ ପ୍ରବେଶ ପାଇଁ ଗତ ୧୮ ତାରିଖରୁ ଆରମ୍ଭ ହୋଇଥିବା ପ୍ରବେଶ ପରୀକ୍ଷା ସିୟୁସିଇଟି-୨୦୨୦ ଶେଷ ହୋଇଛି । ଓଡିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର…

କାଲିଠୁ ଦୁଇ ଦିନ ବନ୍ଦ ରହିବ ହାଇକୋର୍ଟ

କଟକ: ଆସନ୍ତାକାଲି ଠାରୁ ୨ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ଓଡ଼ିଶା ହାଇକୋର୍ଟ । ସେପ୍ଟେମ୍ବର ୨୧ ଓ ୨୨ ତାରିଖରେ ହାଇକୋର୍ଟ ବନ୍ଦ ନେଇ ରେଜିଷ୍ଟ୍ରାର ଜେନେରାଲ ନିର୍ଦେଶ ଦେଇଛନ୍ତି । ନିର୍ଦେଶ ଅନୁସାରେ ହାଇକୋର୍ଟ ସହ ଏହାର କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ । କିଛି ବିଭାଗରେ କରୋନା ସଂକ୍ରମିତଙ୍କ…

ଜଳପ୍ରପାତରେ ଗାଧୋଇବା ବେଳେ ଅଘଟଣ, ବୁଡିଗଲେ ୨ ଯୁବକ

ରାଉରକେଲା: କାଳ ହେଲା ଜଳପ୍ରପାତରେ ଗାଧୋଇବା । ବୁଡିଗଲେ ଦୁଇ ଯୁବକ । ରାଉରକେଲା ଗୁରୁଣ୍ଡିଆ ବାଦଲଗିରି ଜଳପ୍ରପାତରେ ଘଟିଛି ଏଭଳି ଅଘଟଣ । ସୂଚନା ମୁତାବକ ଆଜି ରାଉରକେଲାରୁ ୪ଟି ସ୍କୁଟିରେ ୮ଜଣ ଯୁବକ ଗାଧୋଇବା ପାଇଁ ଗୁରୁଣ୍ଡିଆ ବାଦଲଗିରି ଜଳପ୍ରପାତକୁ ଯାଇଥିଲେ । ଏହି ସସମୟରେ୨ଜଣ ଯୁବକ…

ଆଇପିଏଲ ୨୦୨୦: ରାଜସ୍ଥାନ ରୟାଲ୍ସ ପାଇଁ ଖେଳିବେନି ଜୋସ୍ ବଟଲର୍!!

ୟୁଏଇ: ରବିବାର ଦିନ ରାଜସ୍ଥାନ ରୟାଲ୍ସ ୱିକେଟ୍ କିପର ଜୋସ୍ ବଟଲର୍ ନିଶ୍ଚିତ କରିଛନ୍ତି ଯେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଦଳର ଓପନିଂ ମ୍ୟାଚ୍ ପାଇଁ ସେ ଉପଲବ୍ଧ ହେବେ ନାହିଁ । କାରଣ ସେ ତାଙ୍କ ବାଧ୍ୟତାମୂଳକ କ୍ବାରାଣ୍ଟାଇନ ଅବଧିରେ ରହିବେ। ବଟଲର ତାଙ୍କ ପରିବାର ସହିତ ୟୁଏଇରେ…

ଆଇସୋଲେସନ ୱାର୍ଡରେ ପଡି ରହିଛି ୨ଜଣଙ୍କ ମୃତଦେହ, ଭିଡିଓ ଭାଇରାଲ

ଝାରସୁଗୁଡା: ସାମ୍ନାକୁ ଆସିଲା ଝାରସୁଗୁଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଚରମ ଅବ୍ୟବସ୍ଥା । ଡାକ୍ତରୀ ଅବହେଳାରୁ ଆଇସୋଲେସନ ୱାର୍ଡରେ ପଡି ରହିଛି ଦୁଇ ଦୁଇଟି ମୃତଦେହ । ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇସୋଲେସନ୍ ୱାର୍ଡରେ…

ଏଲଏସିର ୬ ଅଞ୍ଚଳ ଉପରେ ଭାରତୀୟ ସେନାର କବଜା

ନୂଆଦିଲ୍ଲୀ: ଭାରତ ଓ ଚୀନ୍ ମଧ୍ୟରେ ସୀମା ବିବାଦ ଜାରି ରହିଥିବା ବେଳେ ଭାରତୀୟ ଯବାନ ପୂର୍ବ ଲଦାଖରେ ଥିବା ୬ଟି ଅଞ୍ଚଳକୁ କବ୍ଚା କରିଛନ୍ତି । ଏହି ଶିଖର ବାସ୍ତବିକ ନିୟନ୍ତ୍ରଣ ରେଖା (ଏଲଏସି) ଅଧିନରେ ଆସୁଛି । ପ୍ରାପ୍ତ ସୂଚନାନୁଯାୟୀ, ଅଗଷ୍ଟ ୨୯ରୁ ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହ ବେଳକୁ…

ସୁଶାନ୍ତ ସିଂ ମୃତ୍ୟୁ ମାମଲା: କରଣ ଜୋହର ସମେତ ଅନ୍ୟ ୭ଜଣଙ୍କୁ ଡାକରା

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାର ଶୁଣାଣି ପାଇଁ ବଲିଉଡର ଆଠଜଣ ସେଲିବ୍ରିଟିଙ୍କୁ କୋର୍ଟରେ ହାଜର ହେବାକୁ କୁହାଯାଇଛି। ମୁଜାଫରପୁର ଜିଲ୍ଲା କୋର୍ଟ ସଲମାନ ଖାନ, କରଣ ଜୋହର, ସଞ୍ଜୟ ଲୀଲା ଭନସାଲୀ, ଏକତା କପୁର, ଆଦିତ୍ୟ ଚୋପ୍ରା, ସାଜିଦ ନାଦିଆୱାଲା, ଦୀନେଶ ଭିଜାନ ଏବଂ…