Latest Odisha News

BREAKING NEWS

Yearly Archives

2020

ଭୁବନେଶ୍ୱରରେ ଓଲଟିଲା ପଥର ବୋଝେଇ ଟ୍ରକ୍‌; ୪ ଆହତ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ସ୍ଥିତ ମେଣ୍ଢାଶାଳ ଛକ ନିକଟରେ ଏକ ପଥର ବୋଝେଇ ମିନି ଟ୍ରକ୍ ଓଲଟି ପଡିବା ଫଳରେ ପ୍ରାୟ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ ଉକ୍ତ ଟ୍ରକଟି ଖୋର୍ଦ୍ଧାରୁ ଚନ୍ଦକା ଅଭିମୁଖେ ଯାଉଥିବା ବେଳେ କୌଣସି କାରଣବଶତଃ ଗାଡିଟି ଭାରସାମ୍ୟ ହରାଇ…

ଆଇପିଏଲ ଆଉ କିଛି ସମୟ ପରେ: ଚେନ୍ନାଇ ସୁପର କିଙ୍ଗ୍‌ସ-ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଉଦଘାଟନୀ ମୁକାବିଲା

ଶାରଜା: ଇଣ୍ଡିଆନ ପ୍ରିମିୟର ଲିଗର ୧୩ତମ ସଂସ୍କରଣ ଆଉ କିଛି ସମୟ ପରେ ଆରମ୍ଭ ହୋଇଯିବ । ଭାରତୀୟ ସମୟ ସନ୍ଧ୍ୟା ୭ଟା୩୦ରେ ଆଇପିଏଲର ଉଦଘାଟନୀ ମୁକାବିଲା ଚେନ୍ନାଇ ସୁପର କିଙ୍ଗ୍‌ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯିବ । ପ୍ରଶଂସକମାନେ ଦୀର୍ଘ ଦିନ ପରେ ପଡିଆରେ ମହେନ୍ଦ୍ର ସିଂ ଧୋନୀଙ୍କୁ…

ରାଜ୍ୟରେ ଆଉ ୯ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୯ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୬୯୧ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବରଗଡରୁ ୨, ଭଦ୍ରକରୁ ୧, ବଲାଙ୍ଗିରରୁ ୧, କଟକରୁ ୧, ଗଜପତିରୁ ୧, ପୁରୀରୁ ୧,…

ଏନଆଇଏକୁ ବହୁତ ବଡ ସଫଳତା: ପଶ୍ଚିମବଙ୍ଗ, କେରଳରୁ ଧରାପଡିଲେ ୯ ଅଲକାଏଦା ଆତଙ୍କବାଦୀ

ମୁର୍ସିଦାବାଦ:ପଶ୍ଚିମବଙ୍ଗର ମୁର୍ସିଦାବାଦ ଓ କେରଳର ଏର୍ନାକୁଲମରେ ୯ ଅଲକାଏଦା ଆତଙ୍କବାଦୀ ଗିରଫ ହୋଇଛନ୍ତି । ରାଷ୍ଟ୍ରୀୟ ଯାଂଚ ଏଜେନ୍ସି (ଏନଆଇଏ)ର ଏହା ଏକ ବହୁତ ବଡ ସଫଳତା ଭାବେ ବିବେଚନା କରାଯାଉଛି । ଆଗକୁ ଗିରଫଙ୍କ ସଂଖ୍ୟା ବଢ଼ିପାରେ ବୋଲି ଏନଆଇଏ ପକ୍ଷରୁ କୁହାଯାଇଛି । ରାଜଧାନୀ…

ଓଡିଶାରେ ଆଉ ୪୨୦୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ ଘଣ୍ଟାରେ ନୂଆ ୪୨୦୯ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୫ ହଜାର ୫୫୦ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ଆନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ; ସଫେଇ ପାଇଁ ବାଲୁକା କଳାରେ ସୁଦର୍ଶନଙ୍କ ଆହ୍ୱାନ

ଭୁବନେଶ୍ୱର: ‘ଆନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ’ରେ ପଦ୍ମଶ୍ରୀ ବିଜେତା ତଥା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବେଳାଭୂମି ସଫେଇ କରିବା ପାଇଁ ବାଲୁକା କଳା ମାଧ୍ୟମରେ ସମସ୍ତଙ୍କୁ ନିବେଦନ କରିଛନ୍ତି । ଏହି ଅବସରରେ ପୁରୀ ବେଳାଭୂମିରେ ମୋ ବିଚ୍ କାର୍ଯ୍ୟକ୍ରମ ଅଧିନରେ ବଡ ଧରଣର ସଫେଇ କାର୍ଯ୍ୟ…

ଦେଶରେ ୫୩ ଲକ୍ଷ ଟପିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୫୩,୦୮,୦୧୫କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

କୋଭିଡ୍ ଗାଇଡଲାଇନ ଉଲ୍ଲଂଘନ; ୨୮୩୩ ଅମାନିଆଙ୍କଠାରୁ ଜୋରିମାନା ଆଦାୟ

ଭୁବନେଶ୍ୱର: କୋଭିଡ୍ ୧୯ ଗାଇଡଲାଇନ ଉଲ୍ଲଂଘନ କରିବା ଅଭିଯୋଗରେ ୨୮୩୩ଜଣ ଅମାନିଆଙ୍କଠାରୁ ଜୋରିମାନା ଆଦାୟ କରିଛି କମିଶନରେଟ ପୋଲିସ। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି। ପ୍ରାପ୍ତ ସୂଚନାନୁଯାୟୀ, ଭୁବନେଶ୍ୱରରେ କୋଭିଡ୍ ଗାଇଡ୍ଲାଇନ୍ସ ଉଲ୍ଲଂଘନ ଅଭିଯୋଗରେ ଗତ…

ବର୍ଦ୍ଧିତ କରୋନା ରୋଗୀଙ୍କ ସ୍ୱାସ୍ଥ୍ୟ ସୁବିଧା ନିମନ୍ତେ ବଢିବ ଆଇସିୟୁ ବେଡ୍

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ତଥା ରାଉରକେଲା ଓ ଆଖପାଖ ଅଞ୍ଚଳରେ କୋଭିଡ୍-୧୯ ସଂକ୍ରମଣର ବର୍ଦ୍ଧିତ ହାରକୁ ଦୃଷ୍ଟିରେ ରଖି ରାଜ୍ୟସରକାରଙ୍କ ଅନୁମତି କ୍ରମେ ଜିଲ୍ଲା ପ୍ରଶାସନ ପକ୍ଷରୁ କେତେକ ହସ୍ପିଟାଲରେ ବେଡ୍ ସଂଖ୍ୟା ବଢାଯିବ। ତଦନୁଯାୟୀ ଜୟପ୍ରକାଶ୍ ହସ୍ପିଟାଲ ଓ ଶାନ୍ତି ମେମୋରିଆଲ ଭଳି…

ଆଉ ଜଣେ ବିଜେପି ବିଧାୟକଙ୍କୁ କରୋନା

ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟି (ବିଜେପି)ର ଆଉ ଜଣେ ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କରୋନା ପଜିଟିଭ ଚିହ୍ନଟ ହୋଇଥିବା ବିଧାୟକ ଜଣକ ହେଉଛନ୍ତି ବୀରମିତ୍ରପୁର ବିଧାୟକ ଶଙ୍କର ଓରାମ୍ । ଏ ସମ୍ପର୍କରେ ସେ ସୋସିଆଲ୍ ମିଡିଆରେ ଶୁକ୍ରବାର ଦିନ ସୂଚନା ଦେଇଛନ୍ତି । ମୁଁ…