ଅକ୍ଟୋବର ୧୨ରୁ ଓଜେଇଇ ପରୀକ୍ଷା
ଭୁବନେଶ୍ୱର: ଅକ୍ଟୋବର ୧୨ରୁ ୧୯ ଯାଏଁ ରାଜ୍ୟରେ ଅନୁଷ୍ଠିତ ହେବ ଓଜେଇଇ ପରୀକ୍ଷା। ଏନେଇ ସୂଚନା ଦେଇଛନ୍ତି ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ।
ପ୍ରାପ୍ତ ସୂଚନାନୁଯାୟୀ, ରାଜ୍ୟ ଓ ରାଜ୍ୟ ବାହାରର ୫୩ କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହେବ । ଏଥିସହିତ ଚଳିତ ଥର ସିବିଟି ପଦ୍ଧତିରେ…