ପ୍ରକାଶିତ ହେଲା +୨ କଟ୍ ଅଫ୍ ମାର୍କ: କେଉଁ କଲେଜରେ କେତେ ପ୍ରତିଶତ
ଭୁବନେଶ୍ୱର : ଯୁକ୍ତ ୨ରେ ନାମଲେଖା ଲାଗି ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ଶୁକ୍ରବାର ଦିନ ପ୍ରକାଶ ପାଇଛି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଯୋଗ୍ୟ ବିବେଚିତ ପ୍ରାର୍ଥୀମାନେ ସେପ୍ଟେମ୍ବର ୨୧ରୁ ୨୬ ତାରିଖ ମଧ୍ୟରେ ଆଡମିଶନ କରିପାରିବେ । ଜାଣନ୍ତୁ,…