Latest Odisha News

BREAKING NEWS

Yearly Archives

2020

ଇନ୍‌ଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲାର ସିବିଆଇ ତଦନ୍ତ ଦାବି

ଭୁବନେଶ୍ୱର: ଭୁବନେଶ୍ୱର ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲାରେ ସିବିଆଇ ତଦନ୍ତ ଦାବି ହୋଇଛି । ଏନେଇ ଭାରତୀୟ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଛି । ପୀଡିତାଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ପାଇଁ ଆବେଦନ ହୋଇଛି । ଏହାସହ ଘଟଣାରେ ସମ୍ପୃକ୍ତ ସମସ୍ତ…

ଜୟାଙ୍କ ଭାଷଣ ପରେ, ବଚ୍ଚନଙ୍କୁ ମିଳିଲା ପୋଲିସ ସୁରକ୍ଷା

ମୁମ୍ବାଇ: ସୁପରଷ୍ଟାର ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନଙ୍କ ମୁମ୍ବାଇ ଘର ବାହାରେ ପୋଲିସ ସୁରକ୍ଷା ଯୋଗାଇ ଦିଆଯାଇଛି । ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଘଟଣାର ତଦନ୍ତ ଆଳରେ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଅପମାନିତ କରିବାର ପ୍ରୟାସ ଚାଲିଛି ବୋଲି ଶ୍ରୀମତି ବଚ୍ଚନ କହିଛନ୍ତି। ଜୁହୁରେ ଥିବା…

ଭାଙ୍ଗିଲା ରେକର୍ଡ: ରାଜ୍ୟରୁ ଗୋଟିଏ ଦିନରେ ଚିହ୍ନଟ ହେଲେ ସର୍ବାଧିକ ୪୨୭୦ ଆକ୍ରାନ୍ତ, କେଉଁଠୁ କେତେ ଜାଣନ୍ତୁ

ଭୁବନେଶ୍ୱର: କରୋନା ଆଁ ରେ ସାରା ବିଶ୍ୱ । ଆମ ରାଜ୍ୟ ଓଡ଼ିଶା ମଧ୍ୟ ଏଥିରୁ ବାଦ୍ ପଡ଼ି ନାହିଁ। ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୫୦ ଲକ୍ଷ ଟପିଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଓଡିଶାରେ ଗତ ୨୪ଘଣ୍ଟାରେ ସର୍ବାଧିକ ୪୨୭୦ କରୋନା ଆକ୍ରାନ୍ତ ଚିହ୍ନଟ…

ଜାପାନର ନୂଆ ପ୍ରଧାନମନ୍ତ୍ରୀ ହେଲେ ୟୋଶିହିଦେ ସୁଗା

ଟୋକିଓ: ଜାପାନର ସଂସଦରେ ବୁଧବାର ୟୋଶିହିଦେ ସୁଗାଙ୍କୁ ନୂତନ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ କରାଯାଇଛି । ପୂର୍ବତନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେ ଅସୁସ୍ଥତା କାରଣରୁ ତାଙ୍କ ପଦରୁ ଇସ୍ତଫା ଦେଇଥିଲେ । ଏହା ପରେ ଏହି ପଦ ଖାଲି ପଡିଥିଲା । ସୁଗାଙ୍କୁ ଶାସକ ଦଳର ନେତା ଭାବେ ନିର୍ବାଚିତ…

ଜଣେ କେବିସି ବିଜେତାଙ୍କ ଜୀବନ କାହାଣୀ: ସଂଘର୍ଷରୁ ସଫଳତା ପାଇଥିବା ହିରୋ ଏଥିପାଇଁ ବନିଗଲେ ଜିରୋ

କୌନ ବନେଗା କରୋଡପତି ସିଜିନ ୫ ରେ ଭାଗ ନେଇ ବିଜେତା ହୋଇଥିଲେ ବିହାରର ସୁଶୀଲ କୁମାର । ବିଗ୍ ବି ଙ୍କର ପ୍ରଶ୍ନର ଗୋଟିକ ପରେ ଗୋଟିଏ ଉତ୍ତର ଦେଇ ଜିତିଥିଲେ ୫ କୋଟି ଟଙ୍କା । ଜୀବନର ଆଇଏଏସ୍ ଅଫିସର ହେବାର ଲକ୍ଷ୍ୟ ରଖିଥିବା ସୁଶୀଲ ଭାବିଥିଲେ ଏହି ଟଙ୍କା ମିଳିବା ପରେ ତାଙ୍କ ଜୀବନରେ ସୁଖ ହିଁ…

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୧ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କଟକ, ଖୋର୍ଦ୍ଧା, କେନ୍ଦ୍ରାପଡା, ଜଗତସିଂହପୁର,…

ରାଜ୍ୟବାସୀଙ୍କୁ ବିଶ୍ଵକର୍ମା ପୂଜାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଯେ, "ପବିତ୍ର ବିଶ୍ଵକର୍ମା ପୂଜା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା…

ଦେଶରେ ୫୦ ଲକ୍ଷ ଟପିଲା କରୋନା ମାମଲା; ୨୪ ଘଣ୍ଟାରେ ୧୨୯୦ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ଭୟଙ୍କର ରୂପ ନେଲାଣି କରୋନା ମହାମାରୀ । ହୁ ହୁ ହୋଇ ବଢୁଛି ସଂକ୍ରମିତଙ୍କ ସଂଖ୍ୟା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ, ସୃଷ୍ଟି ହେଉଛି ନୂଆ ରେକର୍ଡ । ଦେଶର ଗୋଟିଏ ଦିନରେ ପାଖାପାଖି ୧ ଲକ୍ଷ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୪ ହଜାରରୁ ଉର୍ଦ୍ଧ୍ବ…

ମୟୂରଭଞ୍ଜରେ ମର୍ମନ୍ତୁଦ ସଡକ ଦୁର୍ଘଟଣା; ୨ ମୃତ, ୧୦ ଆହତ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ବାଙ୍ଗିରିପୋଷି ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଖବର ଅନୁଯାୟୀ, ଏକ ଅଟୋ ରିକ୍ସା କୁ ବିପରିତ ଦିଗରୁ ଆସୁଥିବା ଏକ ଟ୍ରଲର…

ଆସୁଛି ଆଉ ଏକ ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗକୁ ଆସୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୦ ତାରିଖ ଦିନ…