ଓଡିଶାରେ ଆଉ ୩୬୪୫ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ
ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୩୬୪୫ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୮ ହଜାର ୬୫୦ରେ ପହଞ୍ଚିଛି ।
ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…