ସେପ୍ଟେମ୍ବର ୧୪ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା
ଭୁବନେଶ୍ୱର: ସେପ୍ଟେମ୍ବର ୧୪ରୁ ରାଜ୍ୟର ପ୍ରାୟ ୧୫୩ଟି କେନ୍ଦ୍ରରେ ଅନୁଷ୍ଠିତ ହେବାକୁ ଯାଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା।
ଚଳିତ ଥର କରୋନା କଟକଣା ମଧ୍ୟରେ ପାଖାପାଖି ୨୨୬୪୯ ଜଣ ଛାତ୍ରଛାତ୍ରୀ ଯୋଗଦେବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଶୁକ୍ରବାର ଦିନ…