ଗୋଟିଏ ଦିନରେ ରାଜ୍ୟରେ ୩୭୦୦ ଟପିଲା କରୋନା କେସ୍
ଭୁବନେଶ୍ୱର: ରାଜ୍ୟରେ କରାଳ ରୂପ ନେଲାଣି କରୋନା ଭୂତାଣୁ। କିଛି ଦିନ ହେବ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଟପୁଛି।
୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ଆଉ ୩ ହଜାର ୭ ଶହ ୪୮ କରୋନା ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୨୨୧୦ ଓ ଲୋକାଲ୍ କଣ୍ଟାକ୍ଟ କେସ ରହିଛି ୧୫୩୮ । ଖୋର୍ଦ୍ଧା…