ରାଜ୍ୟରେ ୨୪ ଘଣ୍ଟାରେ ହୋଇଛି ୪୧ ହଜାରରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟିଂ
ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୪୧ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୪୧,୫୯୫ କରୋନା ନମୁନା ପରୀକ୍ଷା ହୋଇଛି।
ଏଥିମଧ୍ୟରୁ ୩୫,୩୬୮ ଜଣଙ୍କର ଆଣ୍ଟିଜେନ, ୬୦୪୭ ଟି ଆରଟିପିସିଆର୍ ଓ ୧୮୦ ଟି ଟ୍ରୁନଟ୍ ପରୀକ୍ଷା…