ବିଧାୟକଙ୍କ କରୋନା ଟେଷ୍ଟ ନେଇ ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ୱର ୩୦ ପୂର୍ବରୁ ବସିବ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ । ତାପୂର୍ବରୁ ଜଣଙ୍କ ପରେ ଜଣେ ମନ୍ତ୍ରୀ ଓ ବିଧାୟକ କରୋନା ସଂକ୍ରମିତ ହେଉଛନ୍ତି । ଅଧିବେଶନ ଆଗରୁ ବିଧାୟକଙ୍କ କୋଭିଡ୍ ଟେଷ୍ଟ ହେବ କି ନାହିଁ, ସେନେଇ ଆସନ୍ତାକାଲି ବସୁଛି ଗୁରୁତ୍ୱପୂର୍ଣ୍ଣ ବୈଠକ…