ଓଡିଶାର କେଉଁସବୁ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି, ଜାଣନ୍ତୁ
ଭୁବନେଶ୍ୱର: ରାଜ୍ୟର ପ୍ରାୟ ୫ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ଦିନ ଆକଳନ କରାଯାଇଛି ।
ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୨ଟା ୧୫ମି.ରୁ ୩ଟା ୧୫ମି. ମଧ୍ୟରେ ରାଜ୍ୟର ପ୍ରାୟ ୫…