ରାଜ୍ୟରେ ୨୪ ଘଣ୍ଟାରେ ହୋଇଛି ୫୯ ହଜାରରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟିଂ
ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୯ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୯,୪୯୨ କରୋନା ନମୁନା ପରୀକ୍ଷା ହୋଇଛି।
ଏଥିମଧ୍ୟରୁ ୫୨,୧୯୫ ଜଣଙ୍କର ଆଣ୍ଟିଜେନ, ୭୧୭୨ ଟି ଆରଟିପିସିଆର୍ ଓ ୧୨୫ ଟି ଟ୍ରୁନଟ୍ ପରୀକ୍ଷା…