Latest Odisha News

BREAKING NEWS

Yearly Archives

2020

ଘାଇ ରାଜନୀତି

 ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟା ଆସି ରାଜ୍ୟକୁ ବେହାଲ୍‍ କରି ଦେଇଛି । ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ଖରସ୍ରୋତା ଆଦି ପ୍ରତିଟି ନଦୀରେ ବନ୍ୟା କାରଣରୁ ଲକ୍ଷ ଲକ୍ଷ ଲୋକ କ୍ଷତିଗ୍ରସ୍ତ ହୋଇଛନ୍ତି ।…

୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ବର୍ଷାରୁ ନିସ୍ତାର ନାହିଁ । ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ବର୍ଷା ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୩ରୁ ୫ ତାରିଖ ଯାଏଁ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୮ଘଣ୍ଟା ମଧ୍ୟରେ ୧୧ଜିଲ୍ଳାକୁ ପ୍ରବଳ ବର୍ଷା ନେଇ…

ପୁରୀ ବେଳାଭୂମି ବ୍ଲୁ ଫ୍ଲାଗ ମାନ୍ୟତା ପାଇଁ ମନୋନୀତ: କେନ୍ଦ୍ରକୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: ପୁରୀ ବେଳାଭୂମିକୁ ବ୍ଲୁ ଫ୍ଲାଗ ମାନ୍ୟତା ପାଇବା ପାଇଁ ମନୋନୀତ କରିବା ନେଇ କେନ୍ଦ୍ରକୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ ଟୁଇଟ୍ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ପରିବେଶ ମନ୍ତ୍ରୀ ପ୍ରକାଶ ଜାଭେଡକରଙ୍କୁ ଧନ୍ୟବାଦ ଜଣାଇଛନ୍ତି…

ରଣବୀର ସିଂ, ରଣବୀର କାପୁର, ଭିକ୍କିଙ୍କ ରକ୍ତ ନମୂନା ପରୀକ୍ଷା କରିବା ପାଇଁ କହିଲେ କଙ୍ଗନା

ମୁମ୍ବାଇ: ବଲିଉଡର କୁଇନ ଆଖ୍ୟା ପାଇଥିବା କଙ୍ଗନା ରାନାୱତ ବୁଧବାର ଚାଚଲ୍ୟକର ବୟାନ ଦେଇଛନ୍ତି । ସେ କହିଛନ୍ତି ଡ୍ରଗ୍ସ ସେବନକାରୀଙ୍କ ପାଇଁ ବଲିଉଡ ଭୂସ୍ୱର୍ଗ ପାଲଟିଛି । ଏପରି କି ସେ ରଣବୀର କାପୁର, ରଣବୀର ସିଂ ଓ ଭିକ୍କି କୌଶଲଙ୍କ ପରି ଅଭିନେତା ରକ୍ତ ନମୂନା ପରୀକ୍ଷା କରାଇବା ପାଇଁ ଆଗେଇ…

ୟୁଜି/ପିଜି ପରୀକ୍ଷା ଘୁଞ୍ଚାଇବାକୁ ୟୁଜିସିକୁ ଚିଠି

ଭୁବନେଶ୍ୱର: ୟୁଜି ପିଜି ପରୀକ୍ଷା ପାଇଁ ସମୟ ମାଗିଲେ ସରକାର । ରାଜ୍ୟରେ ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷାର ଡେଡଲାଇନ ବୃଦ୍ଧି କରିବାକୁ ୟୁଜିସିକୁ ଅନୁରୋଧ କଲେ ରାଜ୍ୟ ସରକାର । ପରୀକ୍ଷା ଶେଷ କରିବାକୁ ସେପ୍ଟେମ୍ବର ୩୦ ପରିବର୍ତ୍ତେ ୧୦ ଅକ୍ଟୋବର ପର୍ଯ୍ୟନ୍ତ ସମୟ ଦେବାକୁ ଚିଠି…

ଗଣିତ ଖେଳ : ଆସ ଖେଳିବା ପଣିକିଆ

ପିଲାଦିନେ ଆମେ ସମସ୍ତେ ପଣିକିଆ ବା ଗୁଣନଖନ୍ଦା ବଡ଼ କଷ୍ଟରେ ମନେ ରଖିଥାଉ । ଯେତେବେଳେ ଗୁଣନ ପ୍ରକ୍ରିୟା ସଂପର୍କରେ ଜାଣୁ, ଅବଶ୍ୟ ସେତେବେଳେ ଆଉ ବଡ଼ ସଂଖ୍ୟାର ଗୁଣନଖନ୍ଦା ମନେ ରଖିବା ଦରକାର ପଡେନି । ଏଥିପାଇଁ ଆମେ ମନେ ମନେ ବା କାଗଜ କଲମ ସାହାଯ୍ୟରେ ଦୁଇ ସଂଖ୍ୟାକୁ ଗୁଣି ଗୁଣଫଳ କହିପାରେ…

ଅଢ଼େଇ ଘଣ୍ଟାର ଅପରେସନ୍‌, ପଥର ଖୋଲରୁ ବାହାରିଲା ୫ ବର୍ଷର ଶିଶୁ

ବୌଦ୍ଧ: ପଥର ଖୋଲାରେ ଫସିଗଲା ୫ ବର୍ଷର ଶିଶୁ । ଦୀର୍ଘ ଅଢ଼େଇ ଘଣ୍ଟାର ଅପରେସନ୍ ପରେ ଶେଷରେ ତାକୁ ଉଦ୍ଧାର କରାଯାଇଛି । ଅଗ୍ନିଶମ ବାହିନୀ ଶିଶୁଟିକୁ ଉଦ୍ଧାର କରିଛି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବୌଦ୍ଧ ଜିଲ୍ଳା ପୁରୁଣା କଟକର ବୁରୁଗୁଡା ଗାଁରେ । ବୁଧବାର ସକାଳୁ ଗ୍ରାମର…

ଆଦିତ୍ୟ ଦାସ ମୃତ୍ୟୁ ମାମଲା: ସାଇକୋ ଲେଡିକୁ ନେଇ ବିକାଶଙ୍କ ବଡ ବୟାନ

ଭୁବନେଶ୍ୱର: ମାନବପ୍ରେମୀ ଆଦିତ୍ୟ ଦାସଙ୍କ ମତ୍ୟୃକୁ ନେଇ ପ୍ରତିଦିନ ଆସୁଛି ନୂଆ ନୂଆ ମୋଡ । ଗତକାଲି ଆଦିତ୍ୟଙ୍କ ମୃତ୍ୟୁ ପଛରେ ଜଣେ ସାଇକୋ ଲେଡିଙ୍କ ସଂପର୍କ ଥିବା ନେଇ ଆଦିତ୍ୟ ବାପାଙ୍କ ଅଭିଯୋଗ ପରେ ଏବେ ମୁହଁ ଖୋଲିଛନ୍ତି ସହଯୋଗୀ ବିକାଶ । ସେ କହିଛନ୍ତି , ସାଇକୋ ଲେଡି ବୋଲି ଯାହାକୁ…

ସୁଶାନ୍ତ ସିଂ ମୃତ୍ୟୁ ମାମଲା: ଡ୍ରଗ୍ସ ଲିଙ୍କରେ ୨ ଗିରଫ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଏବେ ସିବିଆଇ ଓ ଇଡି ତଦନ୍ତ ଜାରି ରଖିଛନ୍ତି । ଅନ୍ୟପଟେ ସୁଶାନ୍ତ ମାମଲାରେ ଡ୍ରଗ୍ କନେକସନ ଆସିବା ପରେ କେନ୍ଦ୍ରୀୟ ନାର୍କୋଟିକ୍ସ ବ୍ୟୁରୋ ସଜାଗ ହୋଇଯାଇଛି । ନାର୍କୋଟିକ୍ସ ବ୍ୟୁରୋ ଡ୍ରଗ୍ସ ଲିଙ୍କ କନେକସନ୍ ମାମଲାରେ ଦୁଇ ଜଣଙ୍କୁ…

ସୁଶାନ୍ତ ସିଂଙ୍କ ମୃତ୍ୟୁ ମାମଲା: ସିବିଆଇ ଆତ୍ମହତ୍ୟା ଦିଗରୁ ତଦନ୍ତ ଆଗକୁ ବଢାଇବ

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାରେ ସିବିଆଇ ସୁଶାନ୍ତଙ୍କୁ ହତ୍ୟା କରାଯାଇଥିବା ନେଇ ଏପର‌୍ୟ୍ୟନ୍ତ କୌଣସି ପ୍ରମାଣ ପାଇନି । ତଦନ୍ତ ଏବେ ବି ଜାରି ରହିଛି ଓ ସିବିଆଇ ଆତ୍ମହତ୍ୟା କରିଥିବା ଦିଗରୁ ତଦନ୍ତ ଆଗକୁ ବଢାଇବ । ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ରିୟା…