Latest Odisha News

BREAKING NEWS

Yearly Archives

2020

ବଦମାସ୍ ଚୀନର ପୁଣି ବାହାରିଲା ପୁରୁଣା ରୋଗ

ନୂଆଦିଲ୍ଲୀ: କଥାରେ ଅଛି ଯେତେ ମାଠିବୁ ମାଠ, ସେହି ଦରପୋଡା କାଟ୍ । ଯାହାର ପ୍ରକୃତି ଯାହା କେବେ ବଦଳିବ ନାହିଁ । ପ୍ରତାରକ ଚୀନ କ୍ଷେତ୍ରରେ ପୁଣି ଥରେ ଦେଖିବାକୁ ମିଳିଛି । ଶାନ୍ତି ଆଲୋଚନା ଚାଲିଥିବା ବେଳେ ସୀମାରେ ଆରମ୍ଭ କରିଛି ନାଟକବାଜୀ । ମୁହାଁମୁହିଁ ହୋଇଛନ୍ତି ଚୀନ୍-ଭାରତ ସେନା ।…

ଓଡିଶାର ୩୦ ଜିଲ୍ଲାରୁ ନୂଆ ୨୬୦୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୬୦୨ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୦୩ ହଜାର ୫୩୬ରେ ପହଞ୍ଚିଛି।ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

କରୋନାରେ ରାଜ୍ୟରୁ ଆଉ ୧୦ ଜଣଙ୍କର ମୃତ୍ୟୁ, ମୃତ୍ୟୁସଂଖ୍ୟା ୪୯୨

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୬ଟି ଜିଲ୍ଲାର ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ଦୁଇ ଜଣ ମହିଳା ଓ ୮ ପୁରୁଷ । କନ୍ଧମାଳ ଜିଲ୍ଲାରୁ ୩, ଖୋର୍ଦ୍ଧା- ୩ (ଭୁବନେଶ୍ୱରରୁ ଜଣେ) ଜଣ…

ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ କରୋନା ସଂକ୍ରମିତ

ଭୁବନେଶ୍ୱର: ଚାନ୍ଦବାଲିର ବିଜେଡି ବିଧାୟକ ବ୍ୟୋମକେଶ ରାୟଙ୍କୁ କରୋନା । ସେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନିଜେ ସୋସିଆଲ୍ ମିଡିଆରେ ସୂଚନା ଦେଇଛନ୍ତି ବ୍ୟୋମକେଶ । ବ୍ୟୋମକେଶ ରାୟ ଲେଖିଛନ୍ତି, ବର୍ତ୍ତମାନ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ନିକଟ ଅତୀତରେ ଯେଉଁମାନେ ସଂସ୍ପର୍ଶରେ…

ମର୍ଣ୍ଣିଂୱାକ୍ ବେଳେ ଧକ୍କା ଦେଲା ଅଜଣା ଗାଡି, ଝିଆରୀ ଓ ମାଉସୀ ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ଥାନା ଅନ୍ତର୍ଗତ କୋଟି ନଡା ଫାଣ୍ଡି ଅଞ୍ଚଳରେ ସୋମବାର ଦିନ ମର୍ଣ୍ଣିଂୱାକରେ ଯାଉଥିବା ବେଳେ ୨ ଜଣଙ୍କୁ ଏକ ଅଜଣା ଗାଡି ଧକ୍କା ଦେଇଛି । ଫଳରେ ଘଟଣାସ୍ଥଳରେ ଦୁହିଁଙ୍କ ମୃତ୍ୟୁ ଘଟିଛି । ମୃତଙ୍କ ନାମ ଆଶା ରାଣୀ ଖଣ୍ଡୁଆଳ ଓ ରଶ୍ମୀତା ପରିଡା ବୋଲି…

ଦେଶରେ ୩୬ ଲକ୍ଷ ସଂକ୍ରମିତ, କରୋନା ନେଲାଣି ୬୪ ହଜାର ଜୀବନ

ନୂଆଦିଲ୍ଲୀ: କୋଭିଡ୍ ଟେଷ୍ଟିଂ ବଢୁଛି । ସେହି ଅନୁସାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ଦେଶରୁ ଚିହ୍ନଟ ହୋଇଛନ୍ତି ୭୮ ହଜାର ୫୧୨ ନୂଆ ଆକ୍ରାନ୍ତ । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩୬ ଲକ୍ଷ ୨୧ ହଜାର ୨୪୬କୁ ବୃଦ୍ଧି ପାଇଛି । ୨୪ ଘଣ୍ଟାରେ ଦେଶରେ କରୋନା ନେଇଛି…

ସୁଶାନ୍ତଙ୍କ ଭଉଣୀ ଓ ରିୟାଙ୍କୁ ମୁହାଁମୁହିଁ ଜେରା କରିବ ସିବିଆଇ !

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ରିୟାଙ୍କୁ ତିନି ଦିନ ହେବ ଝାଳବୁହା ଜେରା ଚଳାଇଛି । ତିନି ଦିନରେ ପାଖାପାଖି ୨୭ ଘଣ୍ଟା ଗୁଡ଼େଇ ତୁଡେଇ ପଚରାଉଚରା କରିଛି । ଆଜି ପୁଣି ଥରେ ସିବିଆଇ ଜେରାର ସାମନା କରିବେ ରିୟା ଚକ୍ରବର୍ତ୍ତୀ । ସେହିପରି ଆଜି ସୁଶାନ୍ତଙ୍କ ଭଉଣୀ…

ହସ୍ପିଟାଲରୁ ଡିସଚାର୍ଜ ହେଲେ କେନ୍ଦ୍ର ମନ୍ତ୍ରୀ ଅମିତ ଶାହ

ନୂଆଦିଲ୍ଲୀ: ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରୁ ସୁସ୍ଥ ହୋଇ ଡିସଚାର୍ଜ ହୋଇଛନ୍ତି କେନ୍ଦ୍ର ମନ୍ତ୍ରୀ ଅମିତ ଶାହ । ନିକଟ ଅତୀତରେ ସେ ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ଅସୁବିଧା ଅନୁଭବ କରିବାରୁ ତାଙ୍କୁ ଗତ ଅଗଷ୍ଟ ୧୮ ତାରିଖରେ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ୍ (ଏମ୍ସ) ମେଡିକାଲରେ…

ପଥରର ପୂର୍ବଜନ୍ମ

ପଥର ବି କଥା କହେ - ଅନେକ ଯୁଗର କଥା । ସେ କଥାରେ କାଳାନ୍ତରର କ୍ଳେଶ...ମନ୍ୱନ୍ତରରମନାସ... ପୁରାଣର ପ୍ରାସ...କିମ୍ବଦନ୍ତୀର ଖଣ୍ଡିତକ୍ଷୟକାଶ...ଇତିହାସର ଆଭାସ !ପଥର ଆଖିରେ ପ୍ରାଗୈତିହାସିକ ପର୍ଯାୟର ପରଳ... ପଥର ପତାରେଜମାଟବାଂଧେ ଅଜସ୍ର ଅବ୍ଦର ଅଶ୍ରୁଜଳ । ତା’ଛାତିରକ୍ଷତଚିହ୍ନ -…

ଗୋଟିଏ ଦିନରେ ରାଜ୍ୟରେ ୫୭ ହଜାରରୁ ଅଧିକ କରୋନା ନମୁନା ପରୀକ୍ଷା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୭ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୭ ହଜାର ୮୭୭ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୫୧,୭୦୭ ଜଣଙ୍କର ଆଣ୍ଟିଜେନ, ୫୯୯୪ ଟି ଆରଟିପିସିଆର୍ ଓ ୧୭୬ ଟି ଟ୍ରୁନଟ୍…