ହୀରାକୁଦରେ ୪୬ ଟି ଗେଟ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
ସମ୍ବଲପୁର: ବନ୍ୟା ଜଳ ନିଷ୍କାସନ ପାଇଁ ହିରାକୁଦ ଡ୍ୟାମର ୪୬ ରି ଗେଟକୁ ଖୋଲିଛନ୍ତି ଜଳଭଣ୍ଡାର କତ୍ତୃପକ୍ଷ। ମହାନଦୀର ଉପରମୁଣ୍ଡରେ ଲଗାତାର ବର୍ଷା ହେବା ପରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ସତର୍କ ରେଖା ଟପିଛି ।
ବର୍ତ୍ତମାନ ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୮ଲକ୍ଷ ୨ହଜାର ୫ଶହ ୯୮…