ମୌସୁମୀ ଅଧିବେଶନର ୭୨ ଘଣ୍ଟା ପୂର୍ବରୁ ସାଂସଦଙ୍କ ହେବ କରୋନା ଟେଷ୍ଟ
ନୂଆଦିଲ୍ଲୀ: ମୌସୁମୀ ଅଧିବେଶନ ଆରମ୍ଭ ହେବାର ୭୨ ଘଣ୍ଟା ପୂର୍ବରୁ ସାଂସଦ ମାନେ କରୋନା ପରୀକ୍ଷା କରାଇବା ଲାଗି ଲୋକସଭା ବାଚସ୍ପତି ଓମ୍ ବିର୍ଲା ଅନୁରୋଧ କରିଛନ୍ତି ।
ସେ ଆହୁରି ମଧ୍ୟ କହିଛନ୍ତି ଯେ ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ କୋଭିଡ-୧୯ ଟେଷ୍ଟ କରିବା ପାଇଁ ପାର୍ଲିଆମେଣ୍ଟ…