Latest Odisha News

BREAKING NEWS

Yearly Archives

2020

୬୯ ହଜାର ନୂଆ ଆକ୍ରାନ୍ତଙ୍କ ସହ ଦେଶରେ ୩୦ ଲକ୍ଷ ଟପିଲା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ବିଜୁଳି ବେଗରେ ବଢୁଛି କରୋନା ମାମଲା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ । ଦେଶର ମାତ୍ର ୨ ଦିନରେ ୧ ଲକ୍ଷରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୨୦୦୦ରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାସହ ତାଳ ଦେଇ ଉପର ମୁଁହା ହୋଇ ଚାଲିଛି ମୃତ୍ୟୁର…

ବଢୁଛି ସଂକ୍ରମଣ: ନବରଙ୍ଗପୁର ୨ ଦିନ ପାଇଁ ବନ୍ଦ ଘୋଷଣା

ନବରଙ୍ଗପୁର: ଅନ୍ୟ ଜିଲ୍ଲା ଗୁଡିକ ପରି ନବରଙ୍ଗପୁରରେ ମଧ୍ୟ ବଢୁଛି ସଂକ୍ରମଣ । ସଂକ୍ରମଣର ବିସ୍ତାରରେ ରୋକ ଲଗାଇବା ପାଇଁ ଆଗାମୀ ୨ ଦିନ ପାଇଁ ନବରଙ୍ଗପୁରରେ ସଟଡାଉନ୍ ଘୋଷଣା କରାଯାଇଛି । ଜିଲ୍ଲାରେ ୨ ଦିନିଆ ସଟଡାଉନ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏହି କଟକଣା ଆସନ୍ତା ୨୫ ଓ ୨୬ ତାରିଖରେ…

ବାଲୁକା କଳାରେ ନୂଆଁଖାଇର ଶୁଭେଚ୍ଛା ଦେଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ। ଏହି ଅବସରରେ ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ସୁନ୍ଦର ବାଲୁକା କଳା ନିର୍ମାଣ କରି ରାଜ୍ୟବାସୀଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି। ବାଲୁକା କଳାର ଏହି ଫଟୋଟି ସହ "ନୂଆଁଖାଇ…

ଖୁଦୁରୁକୁଣୀ ଓଷା: ଭାଇଙ୍କ ଶୁଭ ମନାସୀ ଭଉଣୀ କରେ ଉପବାସ, ଜାଣନ୍ତୁ କ’ଣ ରହିଛି କିମ୍ବଦନ୍ତୀ

ଭୁବନେଶ୍ୱର: ଖୁଦୁରୁକୁଣି ଓଷା ଏକ ପାରମ୍ପାରିକ ଓଡ଼ିଆ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହା କୁଆଁରୀ ଓଡ଼ିଆ ଝିଅ ମାନେ ପାଳନ କରିଥାନ୍ତି। ଏଥିରେ ମା ମଙ୍ଗଳାଙ୍କର ପୂଜା ଅର୍ଚନା କରାଯାଇଥାଏ । ଭାଦ୍ରବ ମାସର ପ୍ରତ୍ୟେକ ରବିବାର ଖୁଦୁରୁକୁଣୀଙ୍କୁ ପୂଜା…

୨୪ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ: ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବିଭାଗ ପକ୍ଷରୁ ଜାରି ସୂଚନା ଅନୁଯାୟୀ, ୨୪ ଘଣ୍ଟା ମଧ୍ୟରେ ଏହା ସକ୍ରିୟ ହେବାକୁ ଥିବା ବେଳେ…

[ଭାଇରାଲ ଭିଡ଼ିଓ] ମ୍ୟୁଜିକ ତାଳେତାଳେ ନାଚୁଛି ପାରା

ଭୁବନେଶ୍ୱର: ସଙ୍ଗୀତ ରେ ସଭିଏଁ ମତୁଆଲା । ପିଲାଠୁ ବୁଢା, ମଣିଷଠୁ ପଶୁପକ୍ଷୀ ସଭିଏଁ । ତେବେ ଗୀତ ତାଳରେ ତାଳ ମଣିଷଙ୍କୁ ତ ଡ୍ୟାନ୍ସ କରୁଥିବାର ସମସ୍ତେ ଦେଖିଥିବେ। କିନ୍ତୁ ଆଜି ଆମେ ଆପଣଙ୍କୁ ଦେଖାଇବୁ ଏପରି ବକ ପକ୍ଷୀ ଯିଏ ମୋବାଇଲ ରିଙ୍ଗଟୋନରେ ଭିନ୍ନ ଭିନ ଟୋନରେ ଡ୍ୟାନ୍ସ କରିଥିବାର…

ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ: ଜାଣନ୍ତୁ କାହିଁକି ହୁଏ ପାଳନ

ଭୁବନେଶ୍ୱର: ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଏହା ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା । ନୂଆଁଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ ( ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହା…

କେମିତି କଟିବ ଆଜିର ଦିନ…

ରାଶିଫଳ ତା୨୩-୮-୨୦୨୦ ରବିବାର ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ଅଗଷ୍ଟ ତା ୨୩ ରିଖ ରବିବାର ସିଂହ ୮ ଦିନ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥି ଚିତ୍ରା ନକ୍ଷତ୍ର ତୁଳା ଚନ୍ଦ୍ର     ଘାତ ବାର-: ମେଷ ରାଶିର         ଆଜି: ବେଲ…

କେଉଁ ରୀତିନୀତି ଓ ବିଧି ସହ ପାଳନ ହୁଏ ନୂଆଁଖାଇ ପର୍ବ, ଜାଣନ୍ତୁ

ଭୁବନେଶ୍ୱର: ସମଗ୍ର ଓଡ଼ିଶାରେ ବିଶେଷ କରି ଓଡ଼ିଶାର ପଶ୍ଚିମାଞ୍ଚଳ ଜିଲ୍ଲାସମୂହରେ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ । କିପରି ହୁଏ ପାଳନ: ଏହି ଦିନଟିର ଅମୃତବେଳା ବା ଶୁଭବେଳା ଜ୍ୟୋତିଷମାନଙ୍କ ଦ୍ଵାରା ନିର୍ଣ୍ଣୟ କରାଯାଇ ସେହି ମୁହୂର୍ତ୍ତରେ ନୂଆଭାବରେ ଅମଳ କରାଯାଇଥିବା ଷାଠିଆଧାନରୁ…

ଏହି ଔଷଧ ବ୍ୟବହାର କରି ୪ ଦେଶ ହେଲେ କରୋନା ମୁକ୍ତ !

ଭୁବନେଶ୍ୱର: କରୋନା ଜ୍ୱାଳାରେ ଜଳୁଛି ସାରା ବିଶ୍ୱ । ପ୍ରତିଦିନ ଯାଉଛି ହଜାର ହଜାର ଜୀବନ । ଆକ୍ରାନ୍ତ ହେଉଛନ୍ତି ଲକ୍ଷ ଲକ୍ଷ ଲୋକ । ଅନେକ ଲୋକ ଆକ୍ରାନ୍ତ ହୋଇ ଏବେ ଚିକିତ୍ସିତ ମଧ୍ୟ ହେଉଛନ୍ତି । ତେବେ ଏହାର ଔଷଧ ବାହାରି ସାରିଥିବା ଦାବି ହେଉଥିବା ବେଳେ ବର୍ତ୍ତମାନ ଏହା ମାସପ୍ରଡ଼କ୍ସନ…