ଗଣେଶ ଚତୁର୍ଥୀ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଗଣେଶ ଚତୁର୍ଥୀ ଅବସରରେ ଶନିବାର ଦିନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ଏହି ଅବସରରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି।…