Latest Odisha News

BREAKING NEWS

Yearly Archives

2020

ଗଣେଶ ପୂଜା ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

ଭୁବନେଶ୍ୱର: ଟ୍ୱିନ୍‌ସିଟିରେ ଗଣେଶ ପୂଜା ନେଇ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି । କଂଟେନ୍‌ମେଂଟ ଅଂଚଳକୁ ଛାଡି ଅନ୍ୟ ସବୁଠି ପୂଜା ପାଇଁ ଅନୁମତି ମିଳୁ ବୋଲି ଦାବି ହୋଇଛି । ଆଇନଜୀବୀ ବିଭୂତିଭୂଷଣ ଚୌଧୁୂରୀ ଏନେଇ ମାମଲା ରୁଜୁ କରିଛନ୍ତି । ପୂଜା ସମୟରେ ଆୟୋଜକ ସାମାଜିକ…

ସୁନ୍ଦରଗଡରେ ବଢୁଛି କରୋନା ସଂକ୍ରମଣ; ରାଉରକେଲାରୁ ୩୦ ପଜିଟିଭ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୬୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୩୨୨ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ ।…

ଅନ୍‌ଲାଇନ୍‌ରେ ମହାପ୍ରସାଦ ବିକ୍ରି ନେଇ ଫଟୋ ଅପ୍‌ଲୋଡ, ଥାନାରେ ମାମଲା

ପୁରୀ: ଅନ୍‌ଲାଇନ୍‌ରେ ମହାପ୍ରସାଦ ବିକ୍ରି ନେଇ ସୋସିଆଲ ମିଡିଆରେ ଫଟୋ ଅପ୍‌ଲୋଡ ଘଟଣାରେ ପୁରୀ ସିଂହଦ୍ୱାର ଥାନାରେ ଏକ ମାମଲା ରୁଜୁ ହୋଇଛି । ଫେସ୍‌ବୁକ୍‌ରେ ଫଟୋ ଅପ୍‌ଲୋଡ କରିଥିବା ଜ୍ୟୋତି ରଂଜନ ଦାସଙ୍କ ନାଁରେ ମାମଲା ରୁଜୁ କରାଯାଇଛି । ବେଆଇନ୍ ଭାବେ ମହାପ୍ରସାଦ ବିକ୍ରି ନେଇ ବିଜ୍ଞାପନ…

ଏମ୍‌ବିଏ ପଢୁଆ ଧଳାଜହର ବେପାରୀ ଗିରଫ, ଦେଢ କୋଟି ଟଙ୍କାର ବ୍ରାଉନସୁଗାର ଜବତ

ବାଲେଶ୍ୱର: ଏକ ବଡ ଧରଣର ଧଳା ଜହର କାରବାର ପର୍ଦ୍ଦାଫାଶ ହୋଇଛି । ଏକସଙ୍ଗରେ ବାଲେଶ୍ୱରରୁ ଜବତ ହୋଇଛି ୧କିଲୋ ୩୨୫ ଗ୍ରାମ ବ୍ରାଉନ ସୁଗାର । ଯାହାର ଆନୁମାନିକ ମୂଲ୍ୟ ଦେଢ କୋଟି । ଏଥି ସହ କାରବାରରେ ସଂପୃକ୍ତ ବେପାରୀଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ସୂଚନା ଯୋଗ୍ୟ ଯେ,…

ଖୋର୍ଦ୍ଧାରେ ହେବନି ଗଣେଶ ପୂଜା: ଜିଲ୍ଲାପାଳ

ଖୋର୍ଦ୍ଧା: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଖୋର୍ଦ୍ଧା ଜିଲ୍ଳାରେ ଗଣେଶ ପୂଜା ହେବନି ବୋଲି ମଙ୍ଗଳବାର ଦିନ କହିଛନ୍ତି ଜିଲ୍ଲାପାଳ ସନତ କୁମାର ମହାନ୍ତି । ଜିଲ୍ଲାରେ କରୋନା ସଂକ୍ରମଣ ସ୍ଥିତିର ସମୀକ୍ଷା ବୈଠକ ପରେ ଜିଲ୍ଲାପାଳ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି,…

ଶ୍ରୀଗଣେଶଙ୍କୁ କାହିଁକି କୁହାଯାଏ ଗଣପତି? ଜାଣନ୍ତୁ, ସମ୍ପୂର୍ଣ୍ଣ କଥା

ଭୁବନେଶ୍ୱର: ଭାଦ୍ରବ ମାସ ଶୁକ୍ଲପକ୍ଷ ଚତୁର୍ଥୀ ତିଥିକୁ ‘ଗଣେଶ ଚତୁର୍ଥୀ’ ରୂପେ ପାଳନ କରାଯାଇଥାଏ । ଏହି ଦିନରେ ପ୍ରଭୁ ଶ୍ରୀଗଣେଶ ଜନ୍ମ ନେଇଥିବାର ମାନ୍ୟତା ରହିଛି । ଯେଉଁଥିପାଇଁ ଏହି ଦିନରେ ତାଙ୍କର ଜନ୍ମୋତ୍ସବ ପାଳନ କରାଯାଇଥାଏ । ଚଳିତଥର ଅଗଷ୍ଟ ୨୨ ତାରିଖରେ ପଡୁଛି ଗଣେଶ ଚତୁର୍ଥୀ…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ଭିଜିଲାନ୍ସ ଜାଲରେ ଫସିଲେ ବାଲୁଗାଁ ଅବସରପ୍ରାପ୍ତ ରେଞ୍ଜର

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁର ଅବସରପ୍ରାପ୍ତ ରେଞ୍ଜର ଅଭୟ କୁମାର ଜେନାଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ତାଙ୍କ ଘରେ ଚଢାଉ କରିଛି। ମିଳିଥିବା ସୂଚନା ଅନୁଯାୟୀ ସର୍ଚ୍ଚ ୱାରେଣ୍ଟ ଆଧାରରେ ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ୍ ତାଙ୍କ ଅଫିସ ଓ…

ମାଲକାନଗିରିରେ ୧୪ଶହ ଟପିଲା କରୋନା ସଂକ୍ରମଣ

ମାଲକାନଗିରି: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମାଲକାନଗିରି ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୫୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ମାଲକାନଗିରି ଜିଲ୍ଲାପାଳ । ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ…

ବଦଳିଲେ ଗୋଆ ରାଜ୍ୟପାଳ

ଗେଆ: ବଦଳିଲେ ଗୋଆ ରାଜ୍ୟପାଳ ସତ୍ୟପାଲ ମଲ୍ଲିକ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ମେଘାଳୟର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି । ଏପଟେ ଗୋଆର ଅତିରିକ୍ତ ଦାୟିତ୍ୱ ତୁଲାଇବେ ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂହ କୋସିୟାରୀ । ସତ୍ୟପାଲ ମଲ୍ଲିକ ଗତ ଅକ୍ଟୋବର ୨୦୧୯ରେ ଗୋଆର…

ଅଗ୍ରପୂଜ୍ୟ ଗଜାନନଙ୍କ ପୂଜାର ପୌରାଣିକ ମହତ୍ତ୍ୱ ସମ୍ପର୍କରେ ଜାଣନ୍ତୁ

ଭୁବନେଶ୍ୱର: ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ କନିଷ୍ଠ ପୁତ୍ର ପ୍ରଭୁ ଗଣେଶ ।  ହିନ୍ଦୁମାନେ ଜାତି, ଭାଷା, ବର୍ଣ୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିବାର ଅନେକ ନଜିର ରହିଛି । ଅନେକ ବିଶେଷତ୍ୱ…