Latest Odisha News

BREAKING NEWS

Yearly Archives

2020

ଏମ୍‌ଏସ୍‌ଏମ୍‌ଇ ସେକ୍ଟରକୁ ପ୍ରାଧାନ୍ୟ: ଶିଳ୍ପମନ୍ତ୍ରୀ

ଭୁବନେଶ୍ୱର: ଏମ୍‌ଏସ୍‌ଏମ୍‌ଇକୁ ଅଧିକ ପ୍ରାଧାନ୍ୟ ଦେଇଛନ୍ତି ରାଜ୍ୟ ସରକାର । ଆଜିର ସ୍ଥିତିରେ ଜୀବନ ଓ ଜୀବିକାକୁ ପ୍ରାଧାନ୍ୟ ଦେବା ଅଧିକ ଗୁରୁତ୍ୱପୂର୍ଣ୍ଣ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଜୀବନକୁ ଆମେ ଯଥେଷ୍ଟ ପ୍ରାଧାନ୍ୟ ଦେଉଛୁ ।…

[ଭାଇରାଲ ଭିଡିଓ] କୋଟିକୋଟି ଟଙ୍କାର ଲାଂଚ କାରବାର, ଧରାପଡିଲେ ତହସିଲଦାର !

ତେଲେଙ୍ଗାନା: ସ୍ୱାଧୀନତା ଦିବସରେ ପତାକା ଉତ୍ତୋଳନ ପାଇଁ ପାଇଥିଲେ ଡାକରା । ହେଲେ ପତାକା ଉତ୍ତୋଳନକୁ ଆଡେଇ ଲାଂଚ ନେବାକୁ ମନସ୍ଥ କରିଥିଲେ ତହସିଲଦାର। ଶେଷରେ ଲାଂଚ ନେବା ଅଭିଯୋଗରେ ଆଣ୍ଟି କରପ୍ସନ ବ୍ୟୁରୋ ତାଙ୍କୁ ଗିରଫ କରିଛି । ଶୁକ୍ରବାର ହାଇଦ୍ରାବାଦର କିସ୍‌ରା ତହସିଲଦାର ଏର୍ଭା…

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୬ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କନ୍ଧମାଳ ଓ କଳାହାଣ୍ଡି ଆଦି…

୧୩ ବର୍ଷୀୟ ନାବାଳିକାକୁ ଗଣଦୁଷ୍କର୍ମ ଘଟଣାରେ ୨ ଗିରଫ

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର ସ୍ଥିତ ଖେରି ଅଞ୍ଚଳରେ ଜଣେ ୧୩ ବର୍ଷୀୟ ନାବାଳିକାକୁ ଗଣ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି । ପ୍ରାପ୍ତ ସୂଚନାନୁଯାୟୀ, ସମ୍ପୃକ୍ତ ନାବାଳିକାର ପିତାଙ୍କ କହିବାନୁଯାୟୀ ଗତ ଶୁକ୍ରବାର ଦ୍ୱିପ୍ରହରରେ ନିଖୋଜ ଥିବା ତାଙ୍କ ଝିଅର…

ଜଣେ ଦୃଢ ପ୍ରଶାସକ ଭାବେ ପରିଚିତ ଥିଲେ ବାଜପେୟୀ; ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି

ଭୁବନେଶ୍ୱର: ଜଣେ କବି, ବକ୍ତା, ରାଜନୀତିଜ୍ଞ, ସମାଜ ସେବୀ, ସମ୍ପାଦକ, କୂଟନୀତିଜ୍ଞ ତଥା ଜଣେ ଦୃଢ ପ୍ରଶାସକ ଭାବରେ ଖ୍ୟାତି ଅର୍ଜନ କରିଥିବା ଅଟଳ ବିହାରୀ ବାଜପେୟୀଙ୍କର ଆଜି ହେଉଛି ଦ୍ୱିତୀୟ ଶ୍ରାଦ୍ଧବାର୍ଷିକୀ । ସେ ୧୯୨୪ ମସିହା ଡିସେମ୍ବର ୨୫ ତାରିଖରେ ଗ୍ୱାଲିୟରରେ ଜନ୍ମଗ୍ରହଣ…

ସଟ୍‌ଡାଉନ୍ ବେଳେ ବାର୍‌ରେ ଖୁଲମ୍‌ଖୁଲା ମଦ ବିକ୍ରି

ଭୁବନେଶ୍ୱର: ରାଜଧାନୀରେ ସଟ୍‌ଡାଉନ୍ ସମୟରେ ଚାଲିଛି ଖୁଲମ୍‌ଖୁଲା ମଦ ବିକ୍ରି । ସବୁ ବାର୍ ବନ୍ଦ ଥିବା ବେଳେ ଖୋଲାଖୋଲି ଭାବେ ବାର୍‌ରେ ମଦ ବିକ୍ରି କରୁଛନ୍ତି ମଦ ବ୍ୟବସାୟୀ । ଭୁବନେଶ୍ୱର ଗ୍ୟାରେଜ ଛକରେ ଥିବା ହୋଟେଲ ଉତ୍କଳ ଇନରେ ଖୋଲାଖୋଲି ଚାଲିଥିଲା ମଦ ବେପାର । ଏଭଳି ଏକ ଭିଡିଓ ଏବେ…

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ଦିଲଜିତ୍‌; କହିଲେ ‘ହଜମ ହେଉନି ଆତ୍ମହତ୍ୟା କରିବା କଥା’

ନୂଆଦିଲ୍ଲୀ: ବଲିଉଡର ଦିବଙ୍ଗତ ଆକ୍ଟର ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାରେ ମୁହଁ ଖୋଲିଛନ୍ତି ଗାୟକ ତଥା ଅଭିନେତା ଦିଲଜିତ ଦୋସନ୍‌ଝ । ଦିଲଜିତ୍ ଅଭିନେତା ସୁଶାନ୍ତଙ୍କ ମୃତ୍ୟୁରେ ଦୁଃଖ ପ୍ରକାଶ କରିବା ସହିତ ଟ୍ୱିଟରରେ ଏକ ପୋଷ୍ଟ କରିଛନ୍ତି । ସେ ଟ୍ୱିଟ୍ କରି କହିଛନ୍ତି,…

ସେପ୍ଟେମ୍ବର ୩୦ ପୂର୍ବରୁ ମୌସୁମୀ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ସେପ୍ଟମ୍ବର ୩୦ ପୂର୍ବରୁ ବସିବ ବିଧାନସଭା ଅଧିବେଶ । ଏନେଇ ଆଜି ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ତେବେ କେଉଁଠି ବିଧାନସଭା ବସିବ ସେନେଇ ବର୍ତ୍ତମାନ ସୁଦ୍ଧା ନିଷ୍ପତ୍ତି ହୋଇନାହିଁ । ବିଧାନସଭା କି ଲୋକସେବା ଭବନରେ ବସିବ, ସେନେଇ ନିଷ୍ପତ୍ତି ହେବ…

ପାଲା ଆକାଶର ଉଜ୍ୱଳ ନକ୍ଷତ୍ର: ଗାୟକ ସରୋଜ ଅନନ୍ତ ଚରଣ ମହାପାତ୍ର

ପାଲା ଆକାଶର ଉଜ୍ୱଳ ନକ୍ଷତ୍ର ଗାୟକ ସରୋଜ ଶ୍ରୀଯୁକ୍ତ ଅନନ୍ତ ଚରଣ ମହାପାତ୍ର । ମାଆ ସାରଳାଙ୍କ ବରପୁତ୍ର ଶ୍ରୀଯୁକ୍ତ ମହାପାତ୍ର ରାଜ୍ୟର ପୁରପଲ୍ଲୀରେ ପ୍ରତିଷ୍ଠା ଅର୍ଜନ କରିବା ସହ ଭାରତର ପୂର୍ବତନ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନ, ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ…

ମାଲକାନଗିରିରେ ୧୨ଶହ ଟପିଲା କରୋନା ସଂକ୍ରମଣ

ମାଲକାନଗିରି: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୯୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ମାଲକାନଗିରି ଜିଲ୍ଲାପାଳ । ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨୪ ଜଣ…