Latest Odisha News

BREAKING NEWS

Yearly Archives

2020

ଲଗାଣ ବର୍ଷାରେ ବେହାଲ ମାଲକାନଗିରି

ମାଲକାନଗିରି: ସାରାରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା। ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ବିଶେଷ କରି ମାଲକାନଗିରି ଜିଲ୍ଲାରେ ଗତ ପାଞ୍ଚ ଦିନ ଧରି ଜାରି ରହିଛି ବର୍ଷ। ଚାରିଦିଗ ଜଳମୟ । ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି…

ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି କରୋନା ସଂକ୍ରମିତ

ଜୟପୁର: ଭାଇରସ କବଳରେ ଭିଆଇପି । ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ଇନ୍ଦ୍ରଜିତ ମହାନ୍ତି କରୋନା ସଂକ୍ରମିତ । କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ବାହାରିଛି । ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ଅଶୋକ ଗେହଲଟ୍ ଟ୍ୱିଟ୍ କରି ଜଷ୍ଟିସ…

ବାଲେଶ୍ଵରରେ ବିଷାକ୍ତ ଖାଦ୍ୟ ଖାଇ ୩୫ ଅସୁସ୍ଥ

ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା ନୀଳଗିରି ତହସିଲ ଅନ୍ତର୍ଗତ ତୋଟପଡା ଠାରେ ବିଷାକ୍ତ ଖାଦ୍ୟ ଖାଇ ୩୫ ଜଣ ଅସୁସ୍ଥ। ସୂଚନାନୁସାରେ, ଶନିବାର ରାତିରେ ଆୟୋଜିତ ଏକ ଭୋଜିରେ ଖାଦ୍ୟ ଖାଇବା ପରେ ଅସୁସ୍ଥ ହୋଇପଡିଥିଲେ। ଅସୁସ୍ଥ ଲୋକଙ୍କୁ ନିକଟସ୍ଥ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।…

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ; ଆଗାମୀ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି । ଆସନ୍ତା ୧୯ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ରାଜ୍ୟରେ ଏବେବି ସକ୍ରିୟ…

ଶିଶୁଙ୍କ ପୋଷଣ ସାଧନ ପାଇଁ ଅଙ୍ଗନବାଡ଼ି ମାଧ୍ୟମରେ ‘ମାଣ୍ଡିଆ ଲଡୁ’ ବଣ୍ଟନ

ସୁନ୍ଦରଗଡ଼: ସ୍ୱାଧୀନତା ଦିବସ ଅବସରରେ ସୁନ୍ଦରଗଡ଼ ଜିଲ୍ଲାରେ ଦୁଇଟି ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଶିଶୁଙ୍କ ପୋଷଣ ଆବଶ୍ୟକତାକୁ ସୁନିଶ୍ଚିତ କରିବା ପାଇଁ ହେମଗିରି ବ୍ଲକରେ ‘ମାଣ୍ଡିଆ ଲଡୁ’ ଏବଂ ଲେଫ୍ରିପଡ଼ା ବ୍ଲକରେ ‘ସ୍ପିରୁଲିନାଯୁକ୍ତ ଚିନି ଓ ବାଦାମ ଚିକି’ର ପାଇଲଟ୍…

କେଶ ପାଇଁ ବରଦାନ ରାଶି ତେଲ

ଭୁବନେଶ୍ୱର: କେଶ ଆମ ଶରୀରର ସୌନ୍ଦର୍ଯ୍ୟ ବଢାଇଥାଏ । ପ୍ରତ୍ୟେକ ଲୋକଙ୍କ ଇଚ୍ଛା ଥାଏ ଯେ ସେମାନଙ୍କର ବାଳ ଲମ୍ବା, କଳା ଏବଂ ଆକର୍ଷଣୀୟ ହେଉ । କିନ୍ତୁ ପରିବର୍ତ୍ତିତ ଜୀବନଶୈଳୀ ଏବଂ ଖରାପ ଖାଦ୍ୟପେୟ ଯୋଗୁଁ ସମୟ ପୂର୍ବରୁ ବାଳ ଝଡିଯାଏ ଏବଂ ପାଚିଯାଏ । ବାଳକୁ ଲମ୍ବା, କଳା ଏବଂ ମୋଟା କରିବା…

ବିଗ୍-ବସ୍ ୧୪: ସାମ୍ନାକୁ ଆସିଲା ସଲମାନଙ୍କ ପ୍ରଥମ ଲୁକ

ମୁମ୍ବାଇ: ଆରମ୍ଭ ହେବାକୁ ଯାଉଛି ‘ବିଗ୍ ବସ୍’ ୧୪ । ସାମ୍ନାକୁ ଆସିଛି ହୋଷ୍ଟ ସଲମାନ ଖାନଙ୍କ ପ୍ରଥମ ଲୁକ। କଲର୍ସ ଚ୍ୟାନେଲରେ ପ୍ରସାରିତ ହେବାକୁ ଯାଉଥିବା ଏହି ରିୟାଲିଟି ସୋ'ର ପ୍ରୋମୋ ସମ୍ନାକୁ ଆସୁଛି । ଏହି ପ୍ରୋମୋରେ ଅଭିନେତା ତଥା ହୋଷ୍ଟ ସଲମାନ ଆଗାମୀ ସିଜନ୍ ପାଇଁ ଚଟାଣ ସଫା…

ଆସ୍କାରେ ଖୋଲିଲା କୋଭିଡ କେୟାର ସେଣ୍ଟର

ବ୍ରହ୍ମପୁର: ଆସ୍କାରେ ୫୦ ଶଯ୍ୟା ବିଶିଷ୍ଟ ଅକ୍ସିଜେନ୍ ସପୋର୍ଟ ସହ ଉତ୍ସର୍ଗୀକୃତ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ କେୟାର ସେଣ୍ଟର ଖୋଲା ଯାଇଛି। ଏହା ଏହି ଅଞ୍ଚଳରେ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ବୃଦ୍ଧି କରିବ ବୋଲି ସରକାରୀ ସୂତ୍ରରୁ ପ୍ରକାଶ। କୁଷ୍ଠରୋଗୀ ହସ୍ପିଟାଲ ବିଲଡିଂରୁ ଏହି କୋଭିଡ…

ଲଗାଣ ବର୍ଷା ଯୋଗୁଁ ୩ ଜିଲ୍ଲାରେ ବନ୍ୟା ପରିସ୍ଥିତି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଗତ ଦୁଇ ଦିନ ଧରି ରାଜ୍ୟର ଅନେକ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ସାଧାରଣ ଜୀବନ ମଧ୍ୟ ବାଧା ପ୍ରାପ୍ତ ହେଉଛି। ଲଗାଣ ବର୍ଷା ଯୋଗୁଁ ଢେଙ୍କାନାଳ , ଭଦ୍ରକ ଏବଂ ମାଲକାନଗିରି ଜିଲ୍ଲାରେ ବନ୍ୟା ପରିସ୍ଥିତିର ଉପୁଜିଲାଣି । ପ୍ରବଳ…

କୋଭିଡ ମୁକାବିଲା: ବ୍ରହ୍ମଗିରି ବାସିନ୍ଦାଙ୍କ ସେବାରେ ଦୁଇ ଆମ୍ବୁଲାନ୍ସ ଲୋକାର୍ପିତ

ବ୍ରହ୍ମଗିରି: ସ୍ୱାଧୀନତା ଦିବସ ଅବସର ରେ ବ୍ରହ୍ମଗିରି ବ୍ଲକ ରେବଣା ନୂଆଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପ୍ରାଙ୍ଗଣ ସମ୍ମୁଖ ରେ କୋଭିଡ ୧୯ ପରିସ୍ଥିତି ର ମୁକାବିଲା ପାଇଁ ୨ ଟି ନୂତନ BLS ଆମ୍ବୁଲାନ୍ସ ଲୋକାର୍ପିତ ହୋଇ ଯାଇଛି I ପୁରୀ ସାଂସଦ ଶ୍ରୀ ପିନାକୀ ମିଶ୍ର , ରାଜ୍ୟ ଯୋଜନା ବୋର୍ଡ…