ସୁନ୍ଦରଗଡରେ ୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ରାଉରକେଲାରୁ କେବଳ ୬୦
ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୮୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୮୦୫ରେ ପହଞ୍ଚିଛି ।
ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…