Latest Odisha News

BREAKING NEWS

Yearly Archives

2020

ସଡକ-୨ ଟ୍ରେଲରକୁ ଦର୍ଶକଙ୍କ ନାପସନ୍ଦ; କିଛି ଏମିତି ଜବାବ ଦେଲେ ପୂଜା ଭଟ୍ଟ

ମୁମ୍ବାଇ: ମହେଶ ଭଟ୍ଟଙ୍କ ନିର୍ଦ୍ଦେଶନାରେ ତିଆରି ହୋଇଥିବା ବଲିଉଡ ଫିଲ୍ମକୁ ଲଗାତାର ଦର୍ଶକଙ୍କ ନେଗେଟିଭ୍ ରେସପୋନ୍ସ ମିଳୁଥିବା ବେଳେ ମୁହଁ ଖୋଲିଛନ୍ତି ପୂଜା ଭଟ୍ଟ । ଏହାର ଟ୍ରେଲର ରିଲିଜ ପରେ ୟୁଟ୍ୟୁବରେ ୩୩୪ ହଜାର ଲୋକ ଏହାକୁ ପସନ୍ଦ କରିଥିବା ବେଳେ ୬.୪ ମିଲିୟନରୁ ଅଧିକ ନାପସନ୍ଦ…

ଅଗଷ୍ଟ ୧୫ରେ ସ୍କୁଲ ଆସିବେନି ଛାତ୍ରଛାତ୍ରୀ

ଭୁବନେଶ୍ୱର: ରାଜ୍ୟରେ କରୋନା ତାରା କାୟା ବିସ୍ତାର କରି ଚାଲିଛି । ଥମିବାର ନା ଧରୁଦାହିଁ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବଡ ପଦକ୍ଷେପ ନେଇଛନ୍ତି । ଅଗଷ୍ଟ ୧୫ ତଥା ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେନି ଛାତ୍ରଛାତ୍ରୀ । ଏନେଇ ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ…

ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ଦାବି

ଭୁବନେଶ୍ୱର: ମାନବପ୍ରେମୀ ଆଦିତ୍ୟ ଦାସଙ୍କ ମୃତ୍ୟୁକୁ ନେଇ ଏବେବି ଜାରି ରହିଛି ସସ୍‌ପେନ୍ସ । ତାଙ୍କୁ ହତ୍ୟା କରଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଉପରୁ ପରଦା ଉଠିନି । ତେବେ ଆଜି ସାମ୍ବାଦିକ ସମ୍ମିଳନୀ କରି ତଦନ୍ତ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ସେବାଶ୍ରମ ସଦସ୍ୟ । ପିପୁଲସ୍ ଫର…

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୪ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ,…

ପର୍ଯ୍ୟଟନ ଶିଳ୍ପକୁ କ୍ରିୟାଶୀଳ କରିବାକୁ ଓଟିଡିସିର ଉଦ୍ୟମ

ଭୁବନେଶ୍ୱର: ରାଜ୍ୟରେ ପର୍ଯ୍ୟଟନ ଶିଳ୍ପକୁ କ୍ରିୟାଶୀଳ କରିବା ନିମନ୍ତେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ   ଗୁରୁବାର ଦିନ ବିଜ୍ଞାପନ ଜାରି କରାଯାଇଛି। ଓଟିଡିସି ଦ୍ୱାରା ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ କରାଯାଇଥିବା ଏହି ବିଜ୍ଞାପନ ଗୁଡ଼ିକରେ ମୁଖ୍ୟତଃ ଓଡ଼ିଶାର ବିଭିନ୍ନ…

ଆୟୁଷ ନିର୍ଦ୍ଦେଶକ ବିଭୁପ୍ରସାଦ ଷଡଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର:ଆୟୁଷ ନିର୍ଦ୍ଦେଶକ ତଥା ଓଏଏସ୍ ବିଭୁପ୍ରସାଦ ଷଡଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଅନୈତିକ କାର୍ଯ୍ୟ ଅଭିଯୋଗରେ ତାଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ସରକାର । ପୂର୍ବରୁ ନିଜ ଅଫିସ ର ମହିଳା କର୍ମଚାରୀଙ୍କୁ ଅସଦବ୍ୟବାହାର କରିଥିବା ଅଭିଯୋଗ ଥିଲା । ଏନେଇ ଗତ ଜୁଲାଇ…

ଟ୍ୱିନ୍ ସିଟିରେ ଗଣେଶ ପୂଜା ମନା

ଭୁବନେଶ୍ୱର: ଲାଗିଲା କଟକଣା । ଚଳିତ ବର୍ଷ ଟ୍ୱିନ୍ ସିଟିରେ ହେବନି ଗଶେଷ ପୂଜା । ମହାମାରୀ କରୋନା ଯୋଗୁଁ ଏଥର ଟ୍ୱିନ୍ ସିଟ୍‌ରେ ମଣ୍ଡପରେ ପୂଜା ହୋଇପାରିବ ନାହିଁ । ସାର୍ବଜନୀନ ସ୍ଥାନରେ ଧାର୍ମିକ ଉତ୍ସବ ସମୟରେ ଶହ ଶହ ଲୋକ ଏକାଠି ହେବାର ସଂଭାବନା ରହିଛି । ତେଣୁ ସଂକ୍ରମଣ ଏଡାଇବାକୁ ଏଥର…

+୨ ବିଜ୍ଞାନରେ ନିଲ୍ ରେଜଲ୍ଟ କରିଥିବା ୧୫ଟି ଶିକ୍ଷାନୁଷ୍ଠାନକୁ ନୋଟିସ୍

ଭୁବନେଶ୍ୱର: ଯୁକ୍ତ ଦୁଇ ବିଜ୍ଞାନରେ ୧୫ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ଶୂନ୍ୟ ରେଜଲ୍ଟ ହୋଇଛି । ସେସବୁ ଶିକ୍ଷାନୁଷ୍ଠାନକୁ ନୋଟିସ୍ ଜାରି କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ । ଚଳିତବର୍ଷ କାହିଁକି ନାମଲେଖା ରଦ୍ଦ ହେବ ନାହିଁ ସେନେଇ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି । ଆସନ୍ତା…

ରାମ ମନ୍ଦିର ଟ୍ରଷ୍ଟ ମୁଖ୍ୟଙ୍କୁ କରୋନା; ଅଯୋଧ୍ୟାରେ ମୋଦିଙ୍କ ସହ ମଞ୍ଚରେ ଥିଲେ

ମଥୁରା: ଅଯୋଧ୍ୟା ରାମ ଜନ୍ମଭୂମି ଟ୍ରଷ୍ଟର ମହନ୍ତ ନିର୍ତ୍ୟ ଗୋପାଳ ଦାସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ସପ୍ତାହରେ ହୋଇଥିବା ରାମ ମନ୍ଦିର ଶିଳାନ୍ୟାସ ଉତ୍ସବରେ ମୋଦିଙ୍କ ସହ ଗୋଟିଏ ମଞ୍ଚରେ ଏକାଠି ହୋଇଥିଲେ । ସେହି ମଞ୍ଚରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ,…

କନ୍ଧମାଳ ଓ ମାଲକାନଗିରିରେ ହଜାରେ ଟପିଲା କରୋନା କେସ୍

ଭୁବନେଶ୍ୱର: ବେକାବୁ କରୋନା ଗଞ୍ଜାମ ଜିଲ୍ଲାରେ ଧୀରେ ଧୀରେ କାବୁକୁ ଆସୁଛି । କିନ୍ତୁ ଦକ୍ଷିଣ ଓଡ଼ିଶାରେ ଚିନ୍ତା ବଢ଼ାଇଛନ୍ତି କନ୍ଧମାଳ ଓ ମାଲକାନଗିରି ଜିଲ୍ଲା । ଏହି ଦୁଇ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ହଜାରେ ଟପିଛି । କୋରାପୁଟରେ ୨୪ଘଣ୍ଟାରେ ୧୭୯ ଆକ୍ରାନ୍ତ  କନ୍ଧମାଳ ଜିଲ୍ଲାରେ…