Latest Odisha News

BREAKING NEWS

Yearly Archives

2020

ସିଦ୍ଧରମୈୟାଙ୍କ କୋଭିଡ୍ ରିପୋର୍ଟ ନେଗେଟିଭ୍, କାଲି ହେବେ ଡିସଚାର୍ଜ

ବେଙ୍ଗାଳୁରୁ: କରୋନାକୁ ହରାଇଛନ୍ତି କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା । ସେ ସୁସ୍ଥ ହୋଇଛନ୍ତି । କୋଭିଡ୍ ରିପୋର୍ଟ ନେଗେଟିଭ୍ ଆସିଛି । ଏନେଇ ତାଙ୍କ କାର‌୍ୟ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଆସନ୍ତାକାଲି ହସ୍ପିଟାଲରୁ ଡିସଚାର୍ଜ ହେବେ ସିଦ୍ଧରମୈୟା । ବର୍ତ୍ତମାନ…

ଆଉ ୯ଜଣଙ୍କୁ ମିଶାଇ ରାଜ୍ୟରେ ତିନି ଶହ ପାର କଲା କରୋନା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ୫୦ ହଜାର ଡେଇଁଛି କରୋନା ପଜିଟିଭ୍ କେସ୍ । ଆଜି ମୃତ୍ୟୁସଂଖ୍ୟା ୩ ଶହ ପାର କରିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୯ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ତିନି ଜଣ ମହିଳା ଓ ଛଅ ଜଣ ପୁରୁଷ । ଗତ ୨୪ ଘଣ୍ଟାରେ ଗଞ୍ଜାମ…

ଶୁଖିଲା ପଡିଛି କେନାଲ; ଚାଷ କରିବାକୁ ହନ୍ତସନ୍ତ ହେଉଛନ୍ତି ଚାଷୀ

ଯାଜପୁର: ଶୁଖିଲା ପଡିଛି କେନାଲ । ମାଟି ଓ ପଙ୍କରେ ପୋତି ହେବାକୁ ବସିଲାଣି । କେନାଲରେ ଏବେ ଅନବନା ଗଛ ଉଠି ଜଙ୍ଗଲର ଭ୍ରମ ସୃଷ୍ଟି କଲାଣି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ଜାରକା ଜଳସେଚନ ଡିଭିଜନ୍ ଅଧିନରେ ଥିବା ହାଇଲେଭଲ କେନାଲର । ଏହି କେନାଲଟି କଟକ ଜଗତପୁର ନିକଟ…

ରାଜ୍ୟରେ ଉପରମୁଁହା କରୋନା ଗ୍ରାଫ: ମୋଟ ସଂଖ୍ୟା ୫୦ ହଜାର ପାର୍

ଭୁବନେଶ୍ୱର: ରାଜ୍ୟରେ ସାଂଘାତିକ ହେଉଛି କରୋନା ସ୍ଥିତି । ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ । ରେକର୍ଡ ଭାଙ୍ଗୁଛି ସଂଖ୍ୟା । ରାଜ୍ୟରେ ଆଜି ମଧ୍ୟ ୧୫୦୦ ପାର ହୋଇଛି କରୋନା ପଜିଟିଭଙ୍କ ସଂଖ୍ୟା । ଆଜି ଚିହ୍ନଟ ହୋଇଛନ୍ତି ସର୍ବଧିକ ୧୮୭୬ ଜଣ କରୋନା ପଜିଟିଭ ଚିହ୍ନଟ। ଆଜି ଚିହ୍ନଟ…

ସମ୍ବଲପୁର ସହରର ଏହି ୧୦ ଟି ସ୍ଥାନରେ ଲାଗୁ ହେଲା ୧୪୪ ଧାରା

ସମ୍ବଲପୁର: ସମ୍ବଲପୁର ସହରରେ ଦିନକୁ ଦିନ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ବୁଧବାର ଠାରୁ ସମ୍ବଲପୁର ମ୍ୟୁନିସିପାଲିଟି କର୍ପୋରେସନ୍ (ଏସଏମସି) ଅଧୀନରେ ଥିବା ୧୦ଟି ଅଞ୍ଚଳରେ ଧାରା ୧୪୪ ଧାରା ଜାରି କରିଛନ୍ତି । କରୋନା ସଂକ୍ରମଣରେ ରୋକ…

ଚଳନ୍ତା ବସ୍ ରେ ଅଗ୍ନିକାଣ୍ଡ: ୫ ଜଣ ଜୀବନ୍ତ ଦଗ୍ଧ

ବେଙ୍ଗାଲୁରୁ: ବିଜୟପୁରାରୁ ବେଙ୍ଗାଲୁରୁ ଅଭିମୁଖେ ଯାଉଥିବା ଏକ ଚଳନ୍ତା ବସରେ ଅଗ୍ନିକାଣ୍ଡ। ବୁଧବାର ସକାଳୁ କର୍ଣ୍ଣାଟକର ଚିତ୍ରାଦୁର୍ଗା ଜିଲ୍ଲା ଦେଇ ଯାଇଥିବା ରାଜପଥରେ ବସ ଟି ଯାଉଥିବା ସମୟରେ ଏଥିରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି । ଏହି ଦୁର୍ଘଟଣାରେ ପାଞ୍ଚ ଜଣ ଜୀବନ୍ତ ଦଗ୍ଧ…

ଭାରତୀୟ ବଂଶୋଦ୍ଭବ କମଳା ହାରିସ ଆମେରିକାର ଉପରାଷ୍ଟ୍ରପତି ପ୍ରାର୍ଥୀ

ଓ୍ୱାଶିଂଟନ୍: ଦରିଆପାରିରେ ଭାରତୀୟଙ୍କ ଦବଦବା । ଆମେରିକାରେ ଡେମୋକ୍ରାଟିକ୍ ପାର୍ଟି ପକ୍ଷରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ହେବେ ଜଣେ ଭାରତୀୟ ବଂଶୋଦ୍ଭବ । ନାଁ କମଳା ହାରିସ୍ । ଏବେ ଡେମୋକ୍ରାଟିକ୍ ପାର୍ଟିରରୁ କାଲିଫର୍ଣ୍ଣିଆରୁ ସାଂସଦ ଅଛନ୍ତି । ଉପରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ତାଙ୍କ ନାଁରେ…

କଣ୍ଟନମେଣ୍ଟ ଜୋନ ଘୋଷଣା ହେଲା ଦେବଗଡ଼ ଜିଲ୍ଲାର ଏହି ଅଞ୍ଚଳ

ଦେବଗଡ଼: ସବୁଠି ବଢୁଛି ସଂକ୍ରମଣ। ଦେବଗଡ଼ ଜିଲ୍ଲା ତିଳେଇବଣି ବ୍ଲକ କଲଣ୍ଡା ଗ୍ରାମରୁ ମଙ୍ଗଳବାର ୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ସଂକ୍ରମଣ ବିସ୍ତାରକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଉକ୍ତ ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି। ପଜିଟିଭ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼; ଜଣେ ଆହତ

ଖୋର୍ଦ୍ଧା: ଖୋର୍ଦ୍ଧା ସଦର ଥାନା ଦଳେଇପୁଟ ଗାଁରେ ବୋମାମାଡ଼। ଏଥିରେ ଜଣେ ଆହତ ହୋଇଥିବା ସୂଚନା । ମିଳିଥିବା ସୂଚନା ଅନୁସାରେ,ଗାଁର ଦୁଇ ପରିବାର ମଧ୍ୟରେ ଦୀର୍ଘ ଦିନ ଧରି ବାଦ ବିବାଦ ଲାଗି ରହିଥିଲା। ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମଙ୍ଗଳବାର ବିଳମ୍ବିତ ରାତିରେ ଆହତ…

ଆଉ ୬୦ ହଜାର ନୂଆ ସଂକ୍ରମିତଙ୍କ ସହ ଦେଶରେ ୨୩ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ୍ତ ହୋଇ ଚାଲିଛି । ଆଖି ପିଛୁଳାକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୬୦,୯୬୩ ଜଣ ସଂକ୍ରମିତ ହୋଇଥିବା ବେଳେ ୮୩୪ ଜଣଙ୍କର ଜୀବନ ଯାଇଛି ।…