ବାଲେଶ୍ବର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ୩ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ
ବାଲେଶ୍ଵର: ବ୍ୟାପୁଛି କରୋନା । ପୂର୍ବରୁ ବାଲେଶ୍ବର ଏସ୍ପିଙ୍କ କାର୍ଯ୍ୟାଳୟରେ କରୋନା ଭୂତାଣୁ ଚିହ୍ନଟ ହୋଇଥିବା ବେଳେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ୩ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ୩ କର୍ମଚାରୀ ପଜିଟିଭ୍ ଚିହ୍ନଟ ହୋଇଥିବା ଜିଲ୍ଲା ମୁଖ୍ୟ…