୨ କରୋନା ଯୋଦ୍ଧାଙ୍କୁ ମିଶାଇ ମାଲକାନଗିରିରେ ୮ ଶହ ଡେଇଁଲା ସଂକ୍ରମଣ
ମାଲକାନଗିରି: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମାଲକାନଗିରି ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୩୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୮୦୯ରେ ପହଞ୍ଚିଛି ।
ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ମାଲକାନଗିରି…