ଦାନା ବାନ୍ଧୁଛି ଲଘୁଚାପ; ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ୯ ଓ ୧୦ ତାରିଖ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବନୁମାନ କରିଛି।
ଏହାର ପ୍ରଭାବରେ ବିଶେଷକରି ଦକ୍ଷିଣ ଓଡ଼ିଶାର ଜିଲ୍ଲାମାନଙ୍କରେ ଅଧିକ ବର୍ଷା…