Latest Odisha News

BREAKING NEWS

Yearly Archives

2020

କରୋନାରେ ଗଲା ଆଉ ୯ ମୁଣ୍ଡ, କେନ୍ଦୁଝର ଜିଲ୍ଲାରେ ପ୍ରଥମ ମୃତ୍ୟୁ

ଭୁବନେଶ୍ୱର: ମାଡୁଛି ସଂକ୍ରମଣ, ରାଜ୍ୟରେ ଯାଉଛି ଜୀବନ । ଗତ ୨୪ ଘଣ୍ଟାରେ ଆଉ ୯ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । କେନ୍ଦୁଝର ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି କରୋନା । ଜଣେ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେହିପରି ଗଞ୍ଜାମ ଜିଲ୍ଲାରୁ ୬ ଜଣଙ୍କ…

ରାଜ୍ୟରେ ଉପରମୁଁହା କରୋନା ଗ୍ରାଫ: ୨୪ ଘଣ୍ଟାରେ ୫୦୦ରୁ ଅଧିକ ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ସାଂଘାତିକ ହେଉଛି କରୋନା ସ୍ଥିତି । ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ । ରାଜ୍ୟରେ ଆଜି ମଧ୍ୟ ୧୦୦୦ ପାର ହୋଇଛି କରୋନା ପଜିଟିଭଙ୍କ ସଂଖ୍ୟା । ଆଜି ଚିହ୍ନଟ ହୋଇଛନ୍ତି ୧୩୩୭ ଜଣ କରୋନା ପଜିଟିଭ ଚିହ୍ନଟ। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ବାରେଣ୍ଟାଇନ୍…

ଅଯୋଧ୍ୟା ଆନ୍ଦୋଳନର ପାଞ୍ଚ କର୍ଣ୍ଣଧାର, ଜାଣନ୍ତୁ କିଏ ସେମାନେ ?

ଓଡ଼ିଶା ସମ୍ବାଦ ବ୍ୟୁରୋ: ଦୀର୍ଘ ୪୯୨ ବର୍ଷର ଅପେକ୍ଷାର ଅନ୍ତ ହେବ । ୭୦ ବର୍ଷ ତଳେ ନିଆଯାଇଥିବା ସଂକଳ୍ପ ଆଜି ଆକାର ଧାରଣ କରିବ । ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅଯୋଧ୍ୟା ଆନ୍ଦୋଳନରେ ଲେଖାଯିବ ନୂଆ ଅଧ୍ୟାୟ । ୧୫୨୮ ମସିହାରୁ…

୨୪ ଘଣ୍ଟାରେ କରୋନାର ଲମ୍ବା ଲମ୍ଫ: ଦେଶରେ ୫୨ ହଜାର ପାର

ନୂଆଦିଲ୍ଲୀ: ପ୍ରତିଦିନ ରେକର୍ଡ ଭାଙ୍ଗୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ହୁ ହୁ ହୋଇ ବିଜୁଳି ଗତିରେ ଉପର ମୁଁହା ହୋଇ ଚାଲିଛି ସଂକ୍ରମିତଙ୍କ ଗ୍ରାଫ । ଦେଶରେ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୫୨୫୦୯ ଛୁଇଁଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ…

‘ଧାରା ୩୭୦’ ଉଚ୍ଛେଦକୁ ବର୍ଷେ

ନୂଆଦିଲ୍ଲୀ: ଆଜିକୁ ଠିକ ବର୍ଷେ ତଳେ ଜମ୍ମୁ-କଶ୍ମୀରରୁ ହଟିଥିଲା ଧାରା ୩୭୦ । ଐତିହାସିକ ଜମ୍ମୁ ଓ କାଶ୍ମୀର ରାଜ୍ୟ ପୁନର୍ଗଠନ ବିଲ୍ ୨୦୧୯ ଅଗଷ୍ଟ ୫ ତାରିଖରେ ରାଜ୍ୟସଭାରେ ଗୃହୀତ ହୋଇଥିଲା । ଏହି ବିଲ୍ ସପକ୍ଷରେ ୧୨୫ ଏବଂ ବିପକ୍ଷରେ ୬୧ଟି ଭୋଟ ଦିଆଯାଇଥିଲା । ଏହାକୁ ନେଇ ରାଜ୍ୟସଭାରେ…

ପରଲୋକରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବାଜୀ ରାଓ ପାଟିଲ

ପୁଣେ: ବରିଷ୍ଠ କଂଗ୍ରେସ ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବାଜୀ ରାଓ ପାଟିଲଙ୍କ ଦେହାନ୍ତ । ୮୯ ବର୍ଷ ବୟସରେ ପୁଣେରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ କିଛି ଦିନ ହେବ ଅସୁସ୍ଥ ଥିଲେ । ପୁଣେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଗତ ମାସରେ କରୋନା ସଂକ୍ରମିତ ହୋଇଥିଲେ…

୧୬ ତାରିଖରୁ ଖୋଲିବ ମାତା ବୈଷ୍ଣୋ ଦେବୀଙ୍କ ମନ୍ଦିର

ଜମ୍ମୁ କଶ୍ମୀର: ଚାରି ମାସ ପରେ ମାତା ବୈଷ୍ଣୋ ଦେବୀଙ୍କ ଦର୍ଶନ ମିଳିବ । ମାଆଙ୍କୁ ପୂଜାର୍ଚ୍ଚନା କରିବେ ଭକ୍ତ । ଆସନ୍ତା ୧୬ ତାରିଖରୁ ଆରମ୍ଭ ହେବ ବୈଷ୍ଣୋ ଦେବୀ ଯାତ୍ରା । ଜମ୍ମୁ କଶ୍ମୀର ସରକାର ରାଜ୍ୟରେ ସବୁ ଧାର୍ମିକ ସ୍ଥଳୀ ଖୋଲିବାକୁ ଘୋଷଣା କରିଥିଲେ । ଏହାପରେ ବୈଷ୍ଣୋ ଦେବୀ ଯାତ୍ରା…

ଆସନ୍ତାକାଲିଠୁ ମ୍ୟାଟ୍ରିକ ଖାତା ପୁନଃ ଯାଞ୍ଚ ଆବେଦନ

ଭୁବନେଶ୍ୱର: ଆସନ୍ତାକାଲି (ଅଗଷ୍ଟ ୬) ତାରିଖରୁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ମ୍ୟାଟ୍ରିକ ପରୀକ୍ଷା ଖାତା ପୁନଃ ଯାଞ୍ଚ ଓ ଉଭୟ ଖାତାର ଜେରକ୍ସ କପି ପାଇଁ ଅନ୍‌ଲାଇନ ଆବେଦନ ଆରମ୍ଭ ହେବ। ବୋର୍ଡର ୱେବ୍‌ସାଇଟ୍‌ www.bseodisha.ac.in ରେ ଆବେଦନର ସମସ୍ତ ନିୟମାବଳୀ ଉପଲବ୍ଧ…

ସର୍ଭିସ ରିଭଲଭରରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ

ଚିତ୍ରକୋଣ୍ଡା(ମାଲକାନଗିରି): ନିଜ ସର୍ଭିସ୍ ରିଭଲଭରରୁ ଗୁଳି ଫୁଟାଇ ଯବାନଙ୍କ ଆତ୍ମହତ୍ୟା । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ନିକଟ ବିଏସ୍ଏଫ୍ କ୍ୟାମ୍ପରେ ଘଟିଛି ଏହି ଅଘଟଣ । ଆତ୍ମହତ୍ୟା କରିଥିବା ଯବାନଙ୍କ ନାଁ ଶେଷ କର୍ଣ୍ଣ । ତାଙ୍କ ଘର ରାଜସ୍ଥାନରେ । ଚିତ୍ରକୋଣ୍ଡା ୯ ନମ୍ବର…

ପାଣିପାଗ ବିଭାଗର ସତର୍କ ସୂଚନା; ୫ ଜିଲ୍ଲା‌ରେ ଭୀଷଣ ବର୍ଷା ସମ୍ଭାବନା

ଭୁବନେଶ୍ବର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ପ୍ରବଳ ବର୍ଷ ହେଲାଣି। ଆଗାମୀ ୨୪ ଘଣ୍ଟା‌ ମଧ୍ୟରେ ଏହା ଅଧିକ ଘନୀଭୂତ ହେବାକୁ ଯାଉଛି । ଏହା ପ୍ରଭାବରେ ରାଜ୍ୟର ୫ଟି ଜିଲ୍ଲା ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ରେ…