Latest Odisha News

BREAKING NEWS

Yearly Archives

2020

ସୁଶାନ୍ତ ସିଂ ରାଜପୁତ ମାମଲା:ରିୟା ଚକ୍ରବର୍ତ୍ତୀଙ୍କ ପିଟିସନ୍ ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସୁଶାନ୍ତ ସିଂ ରାଜପୁର ମୃତ୍ୟୁ ମାମଲାରେ ପାଟଣାରୁ ମୁମ୍ୱାଇ ମାମଲା ସ୍ଥାନାନ୍ତରଣ ପାଇଁ ହୋଇଥିବା ପିଟିସନର ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ । ଏନେଇ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ରିୟା ଚକ୍ରବର୍ତ୍ତୀ । ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାରେ ରିୟା…

ପୋଲିସ ସେବା ଭବନରେ ଆରମ୍ଭ ହେଲା ସିରୋସର୍ଭେ

ଭୁବନେଶ୍ବର: ଜନସାଧାରଣଙ୍କ ସମେତ ଏହି ମହାମାରୀରୁ ମଧ୍ୟ ବର୍ତ୍ତି ପାରୁ ନାହାନ୍ତି କରୋନା ଯୋଦ୍ଧା । କରୋନା ତାଲିକାରେ ଯୋଡି ହୋଇ ଚାଲୁଛି ସ୍ୱାସ୍ଥ୍ୟ କର୍ମୀଙ୍କ ସହ ସୁରକ୍ଷାକର୍ମୀଙ୍କ ସଂଖ୍ୟା । କମିସନରେଟ୍‌ ପୋଲିସରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ପ୍ରତ୍ୟେକ ଦିନ ପ୍ରାୟ…

ଲେବାନନ୍ ବିସ୍ଫୋରଣରେ ୭୦ରୁ ଅଧିକ ମୃତ, ହଜାର ହଜାର ଆହତ

ବେରୁତ: ଲେବାନନ ରାଜଧାନୀ ବେରୁତ ବିସ୍ଫୋରଣରେ ୭୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ଆଗକୁ ବଢ଼ିପାରେ ମୃତ୍ୟୁସଂଖ୍ୟା । ପାଖାପାଖି ୪ ହଜାର ଲୋକ ଆହତ ହୋଇଛନ୍ତି । ବିସ୍ଫୋରଣରେ ବେରୁତର ଅଧିକାଂଶ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଛି । ତେବେ ବେରୁତ ସ୍ଥିତ ଭାରତୀୟ ଦୂତାବାସର ସମସ୍ତ କର୍ମଚାରୀ…

ବଢ଼ୁଛି ମାମଲା: ୩ ଦିନ ଯାଏଁ ଏହି NAC ରେ ସଟଡାଉନ ଘୋଷଣା

ଢେଙ୍କାନାଳ: ସ୍ଥାନୀୟ ଅଞ୍ଚଳରୁ ୪୦ ରୁ ଅଧିକ କୋଭିଡ ମାମଲା ଚିହ୍ନଟ ହେବା ପରେ ମଙ୍ଗଳବାର ଦିନ ଢେଙ୍କାନାଳ ଜିଲ୍ଲା ଭୁବନ ଏନଏସିରେ ତିନି ଦିନିଆ ସଟଡାଉନ ଘୋଷଣା କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଢେଙ୍କାନାଳ ଜିଲ୍ଲାପାଳ । ଜିଲ୍ଲାପାଳ ଦେଇଥିବା ସୂଚନା ଅନୁସାରେ, ଅଗଷ୍ଟ ୫ ତାରିଖରୁ ୮…

ଆଜିଠୁ ଖୋଲିବ ଜିମ ଓ ଯୋଗ ସେଣ୍ଟର; କ’ଣ ରହିଛି ଗାଇଡ଼ଲାଇନ, ଜାଣନ୍ତୁ

ଭୁବନେଶ୍ୱର: ଅନଲକ୍ ୩.୦ ଗାଇଡ଼ଲାଇନ ଅନୁଯାୟୀ ଆଜିଠୁ ଖୋଲିବ ଯୋଗ ଏବଂ ଜିମ୍ ସେଣ୍ଟର । ଏନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁମତି ମିଳିଛି । ଏଥିପାଇଁ ସରକାରଙ୍କ ପକ୍ଷରୁ ନୂଆ ଗାଇଡ଼ଲାଇନ ମଧ୍ୟ ଜାରି କରାଯାଇଛି। ଏହି ଗାଇଡ଼ଲାଇନ ଅନୁଯାୟୀ ଯୋଗ ଓ ଜିମ୍ ସେଣ୍ଟରରେ ଲୋକଙ୍କ…

ଭାଇରାଲ୍ ପୋଷ୍ଟମୋର୍ଟମ୍‌: କେବେ ଉନ୍ମୋଚନ ହୋଇଥିଲା ରାମାୟଣ ଷ୍ଟାମ୍ପ ?

ଭୂବନେଶ୍ୱର: ବହୁ ଅପେକ୍ଷିତ ଅଯୋଧ୍ୟା ରାମ ମନ୍ଦିର ଭୂମିପୂଜନ ପାଇଁ ଚଳଚଂଚଳ ସାରା ଭାରତ । ନିମନ୍ତ୍ରିତ ଅତିଥୀ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ପ୍ରଭାବଶାଳୀ ବ୍ୟକ୍ତିତ୍ୱ । ଏପରି ସ୍ଥିତିରେ କିଛି ପୋଷ୍ଟାଲ୍ ଷ୍ଟାମ୍ପ ଯାହା ରାମାୟଣ ସହ ସଂପୃକ୍ତ, ତାହା…

କ’ଣ ଆପଣଙ୍କ ଦାନ୍ତ ଦୁର୍ବଳ ହୋଇଯାଉଛି କି? ଜାଣନ୍ତୁ କାରଣ

ଭୁବନେଶ୍ୱର: ବ୍ୟସ୍ତ ଜୀବନଶୈଳୀ ଯୋଗୁଁ ନିଜ ଶରୀର ଉପରେ ଧ୍ୟାନ ଦେବା ପ୍ରାୟତଃ ଆମେ ସମସ୍ତେ ଭୁଲି ଯାଉଛନ୍ତି । ଏହା ଯୋଗୁଁ ଅନେକ ସ୍ବାସ୍ଥ୍ୟ ସମସ୍ୟା ଉପୁଜୁଛି। ତା ମଧ୍ୟରୁ ଦାନ୍ତ ସମସ୍ୟା ଅନ୍ୟତମ। କିଛି ଲୋକଙ୍କର କମ୍ ବୟସରୁ ଦାନ୍ତ ଦୁର୍ବଳ ହେବ ଆରମ୍ଭ ହୋଇ ଯାଇଥାଏ । ଅନେକ କିଛି…

ଉତ୍ସବ ମୁଖର ଅଯୋଧ୍ୟା ନଗର; ଆଜି ଶ୍ରୀରାମ ମନ୍ଦିର ଭୂମିପୂଜନ

ଅଯୋଧ୍ୟା: ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ ଲାଗି ଆଜି ହେବ ଭୂମି ପୂଜନ । ଭୂମି ପୂଜନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ୧୭୫ ଜଣ ଅତିଥି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଉତ୍ସବ ମୁଖର ହୋଇ ଉଠିଛି ଅଯୋଧ୍ୟା । ଆଜି ସକାଳ ୮ଟାରୁ ଆରମ୍ଭ ହେବ କାର୍ଯ୍ୟକ୍ରମ ।…

ତାମିଲନାଡୁର ସନ୍ଥ ରାମମନ୍ଦିରକୁ ଦାନ କଲେ ସୁନା ଓ ରୂପା ଇଟା

ଅଯୋଧ୍ୟା: ରାମ ମନ୍ଦିର ଭୂମି ପୂଜାରେ ଯୋଗ ଦେବା ପାଇଁ ତାମିଲନାଡୁର ସନ୍ଥ ସାଘରେ ଗୋଟିଏ ସୁନା ଓ ଗୋଟିଏ ରୂପା ଇଟା ଆଣିଛନ୍ତି । ଯେଉଁଥିରେ ତାମିଲରେ ଶ୍ରୀ ରାମ ବୋଲି ଖୋଦେଇ ହୋଇଛି । ଏହି ଦୁଇଟିକୁ ସେମାନେ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ଦାନ କରିଛନ୍ତି । ଏଏନଆଇକୁ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୫-୮-୨୦୨୦ ବୁଧବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଅଗଷ୍ଟ ତା ୫ ରିଖ ବୁଧବାର କର୍କଟ ୨୧ଦିନ ଭାଦ୍ରବ ମାସ କୃଷ୍ଣ ଦ୍ବିତୀୟା ତିଥି ଧନିଷ୍ଠା ଭୁକ୍ତ ଶତଭିଷା ନକ୍ଷତ୍ର କୁମ୍ଭ ଚନ୍ଦ୍ର ଘାତ ବାର-: କର୍କଟ ରାଶିର ଘାତ ଚନ୍ଦ୍ର:- ମିଥୁନ ରାଶି ପୁରୁଷ ଓ ମୀନ…