ଆଇଆଇଏମ୍ସି ପକ୍ଷରୁ ଓଡ଼ିଆ ସାମ୍ବାଦିକତା ଦିବସ ପାଳିତ
ଢେଙ୍କାନାଳ: ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମ୍ସି), ଢେଙ୍କାନାଳ ପକ୍ଷରୁ ଓଡ଼ିଆ ସାମ୍ବାଦିକତା ଦିବସ ପାଳିତ ହୋଇଛି । ଏହି ଅବସରରେ ‘ଓଡ଼ିଆ ଗଣମାଧ୍ୟମ: ସ୍ଥିତି, ଧାରା ଓ ଭବିଷ୍ୟତ’ ଉପରେ ଏକ ଇ-ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି ।
ଏହି ଅବସରରେ ବରିଷ୍ଠ ସାମ୍ବାଦିକ ଓ ସ୍ତମ୍ଭକାର…