Latest Odisha News

BREAKING NEWS

Yearly Archives

2020

ଓଡିଶାରୁ କେଉଁମାନେ ୟୁପିଏସସି ସିଭିଲ୍ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ, ଜାଣନ୍ତୁ

ଭୁବନେଶ୍ୱର: ୟୁପିଏସସି ସିଭିଲ୍ ସର୍ଭିସ ପରୀକ୍ଷା ୨୦୧୯ର ଫଳାଫଳ ମଙ୍ଗଳ ବାର ଦିନ ପ୍ରକାଶ ପାଇଛି । ସେଥିମଧ୍ୟରେ ଓଡିଶାରୁ ୨୦ ଜଣ ଏହି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ସୂଚନାନୁଯାୟୀ ଏହାର ଟପ୍ ୧୦ରେ ଓଡିଶାରୁ ଦୁଇ ଜଣ ସ୍ଥାନ ପାଇଥିବା ବେଳେ ଆଉ କେଉଁ ଓଡିଆ ପ୍ରାର୍ଥୀ କେଉଁ…

ଅଗଷ୍ଟ ୭ ଯାଏଁ ତମାଣ୍ଡୋର ଏହି ସବୁ ଅଞ୍ଚଳ ସଟଡାଉନ୍‌

ଭୁବନେଶ୍ୱର: ରାଜସ୍ୱ ଗ୍ରାମ ତମାଣ୍ଡୋ ଓ ସୁବୁଦ୍ଧିପୁର ସୀମା ଅଞ୍ଚଳରେ ରହୁଥିବା ଜଣେ ବ୍ୟକ୍ତିଙ୍କ ପରିବାରର ୫ ଜଣ ସଦସ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହା ଫଳରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତି ନିଜ ନିଜର ପରିଚୟ ଜଣାଇବା ପାଇଁ ସରପଞ୍ଚଙ୍କ ପକ୍ଷରୁ ଅନୁରୋଧ କରାଯାଇଛି…

ପାଉଣା ନଦେଲେ ରଥଖୋଲା ବନ୍ଦ ଚେତାବନୀ

ପୁରୀ: ୨ ଦିନ ଭିତରେ ପାଉଣା ଦିଅ ନହେଲେ ରଥଖୋଲା ବନ୍ଦ ହେବ । ଦେବୀ ସୁଭଦ୍ରାଙ୍କ ରଥର ଚାରୋଟି ଦୁଆରବେଢ଼ା କଢ଼ାଯିବା ପରେ ପ୍ରାପ୍ୟକୁ ନେଇ ଏଭଳି ଜିଦ୍‌ରେ ବସିଛନ୍ତି ମୁଖ୍ୟ ମହାରଣାମାନେ । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖି ଜଣାଇଛନ୍ତି ମହାରଣା ସେବାୟତ । କେବଳ ସେତିକି…

ରାଫେଲ ଲଲିପପ୍‌

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… ଗତ ଜୁଲାଇ ୨୯ରେ ପାଞ୍ଚୋଟି ରାଫେଲ ବିମାନ ଫ୍ରାନ୍ସରୁ ଆସି ଆମ ଦେଶରେ ପହଂଚିଛି। ଏହି ରାଫେଲ ବିମାନକୁ ନେଇ ଆମ ଦେଶର ଗଣମାଧ୍ୟମଙ୍କର ଉତ୍ସାହର ସୀମା ନାହିଁ। ଗଣମାଧ୍ୟମମାନେ, ଵିଶେଷ କରି ବୈଦ୍ୟୁତିକ ଗଣମାଧ୍ୟମମାନେ ଟିଭିରେ ଯେମିତି…

ସୁଶାନ୍ତ ସିଂ ମୃତ୍ୟୁ ମାମଲାର ହେବ ସିବିଆଇ ତଦନ୍ତ ! ସୁପାରିଶ କଲେ ବିହାର ସରକାର

ପାଟନା: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ସସ୍‌ପେନ୍ସ ଜାରି ରହିଛି । ତାଙ୍କ ମୃତ୍ୟୁ ଉପରୁ ଏବେବି ପରଦା ହଟୁନି । ତେବେ ଏହି ମାମଲାରେ ଆସିଛି ଆଉ ଏକ ନୂଆମୋଡ । ଏହି ଘଟଣାର ସିବିଆଇ ତଦନ୍ତ ପାଇଁ ବିହାର ସରକାର ସୁପାରିଶ କରିଛନ୍ତି । ସୁୁଶାନ୍ତ ସିଂଙ୍କ ବାପା…

ରାମ ମନ୍ଦିରକୁ ନେଇ ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର: ଆସନ୍ତାକାଲି ଅଯୋଧ୍ୟାରେ ଭଗବାନ ଶ୍ରୀରାମଙ୍କ ମନ୍ଦିରର ଭୂମି ପୂଜନ ଅନୁଷ୍ଠିତ ହେବାକୁ ଯାଉଛି । ହେଲେ ଏହା ପୂର୍ବରୁ ରାଜ୍ୟରେ ରାଜନୀତି ସରଗରମ ହୋଇଛି । ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, କାଲିର ଦିନ ଇତିହାସର ସ୍ୱର୍ଣ୍ଣିମ ଅଧ୍ୟାୟରେ…

ଓଡିଶାର ୧୨ରୁ ଅଧିକ ସହରକୁ ସଂପ୍ରସାରିତ ହେଲା ଜିଓ ଫାଇବର ହାଇ-ସ୍ପିଡ୍ ବ୍ରଡ୍‌ବ୍ୟାଣ୍ଡ ସେବା

ଭୁବନେଶ୍ୱର: ସାଂପ୍ରତିକ ପରିସ୍ଥିତିରେ ଘରେ ରହି କାର୍ଯ୍ୟ ସଂପାଦନ ଏବଂ ଅନଲାଇନ୍ କ୍ଲାସ୍ କରିବା ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ଏକ ପ୍ରକାର ନିୟମ ହୋଇପଡ଼ିଛିି । ଏଭଳି ସ୍ଥିତିରେ ରିଲାଏନ୍ସ ଜିଓ ଓଡିଶାର ୧୨ରୁ ଅଧିକ ପ୍ରମୁଖ ସହରକୁ ଏହାର ହାଇସ୍ପିଡ୍ ଜିଓ ଫାଇବର ବ୍ରଡବ୍ୟାଣ୍ଡ ସେବାକୁ…

କ୍ରାନ୍ତି ଦିବସରୁ ସ୍ୱାଧୀନତା ଦିବସ ଯାଏଁ ବ୍ୟାପକ ରକ୍ତ ସଂଗ୍ରହ ଅଭିଯାନ

ଭୁବନେଶ୍ୱର: ରାଜ୍ୟରେ ରକ୍ତର ଅଭାବ ପୂରଣ ପାଇଁ ଓଡିଶା ମୋ ପରିବାର ପକ୍ଷରୁ ବ୍ୟାପକ ରକ୍ତଦାନ କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି । ଅଗଷ୍ଟ ୯ ତାରିଖ କ୍ରାନ୍ତି ଦିବସରୁ ଅଗଷ୍ଟ ୧୫ ସ୍ୱାଧୀନତା ଦିବସ ଯାଏଁ ସପ୍ତାହବ୍ୟାପୀ ୩୨ଟି ସାଙ୍ଗଠନିକ ଜିଲ୍ଲାରେ ରକ୍ତଦାନ ସଂଗ୍ରହ ଅଭିଯାନ ଚାଲିବ । ଏହି…

ଅଗଷ୍ଟରେ କରୋନା ଶୀର୍ଷ ସ୍ତରକୁ ଯାଇ ନିୟନ୍ତ୍ରଣକୁ ଆସିବ: ଆଇଏଲଏସ

ଭୁବନେଶ୍ୱର: ମୌସୁମୀ ଓ ପ୍ରବାସୀଙ୍କ ଯୋଗୁଁ ଜୁନ୍ ମାସ ରାଜ୍ୟ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା । ଜୁଲାଇ ମାସରେ ଦିନକୁ ସଂକ୍ରମଣ ସଂଖ୍ୟା ୧୬ଶହ ପାଖାପାଖି ପହଁଚିଗଲା । ଏଭଳି ସ୍ଥିତିରେ ଅଗଷ୍ଟ ମାସରେ କରୋନା ସ୍ଥିତି ରାଜ୍ୟରେ ଶୀର୍ଷ ସ୍ତରକୁ ଯାଇ ତାପରେ ନିୟନ୍ତ୍ରଣକୁ ଆସିବ ବୋଲି କହିଛନ୍ତି…

ଆସୁଛି ଖିଲାଡି ଷ୍ଟାର ଅକ୍ଷୟଙ୍କ ନୂଆ ଫିଲ୍ମ !

ମୁମ୍ବାଇ: ଆଗାମୀ ଦିନରେ ଆସୁଛି ଅକ୍ଷୟ କୁମାରଙ୍କ ନୂଆ ଫିଲ୍ମ ରକ୍ଷା ବନ୍ଧନ । ଏ ନେଇ ଖୋଦ ଅକ୍କି ସୋସିଆଲ୍ ମିଡିଆରେ କନଫର୍ମ କରିଛନ୍ତି । ଏହି ଫିଲ୍ମଟିକୁ ସେ ନିଜ ଭଉଣୀ ଅଳକାଙ୍କୁ ଡେଡିକେଟ୍ କରିଛନ୍ତି । View this post on Instagram…