Latest Odisha News

BREAKING NEWS

Yearly Archives

2020

ଅଗଷ୍ଟ ୩ୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ: ମନ୍ତ୍ରୀ

ଭୁବନେଶ୍ୱର: ଯୁକ୍ତ ୨ ରେଜଲ୍ଟ ଚଳିତ ମାସ ୩ୟ ସପ୍ତାହରେ ପ୍ରକାଶ ପାଇବ ବୋଲି ମଙ୍ଗଳବାର ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ପ୍ରଦାନ କରିଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ ବିଜ୍ଞାନ ଓ ବାଣିଜ୍ୟ…

କଂସେଇ ସାଜିଲା ମଣିଷ, ନିଆଁରେ ଜଳିଲା ମାନବିକତା !

ତାମିଲନାଡୁ: କରୋନା କହରରେ ଥରହର ସାରା ବିଶ୍ୱ । ଏଥିରୁ ଭାରତ ବାଦ୍ ପଡିବ ବା କେମିତି ? । ଭଡାଟିଆଙ୍କୁ କିଛି ମାତ୍ରାରେ ରିହାତି ଦେବାକୁ ଭାରତ ସରକାର ଘର ମାଲିକଙ୍କୁ ପରାମର୍ଶ ଦେଇଥିଲେ । ହେଲେ ଚେନ୍ନାଇରେ କିଛି ବ୍ୟତିକ୍ରମ ହେବା ପରେ ଜଣେ ବ୍ୟକ୍ତି ଆମଦାହ କରିବାକୁ ଉଚିତ ମଣିଥିଲେ ।…

ଦିନ ୩ଟା ଯାଏଁ ଓଡିଶାର ଏସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୨ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୨ଟା ୧୫ମି.ରୁ ୩ଟା ୧୫ମି. ପର୍ଯ୍ୟନ୍ତ ରାଜ୍ୟର…

ପ୍ରକାଶ ପାଇଲା ୟୁପିଏସସି ରେଜଲ୍ଟ; ଟପ୍ ୧୦ରେ ସ୍ଥାନ ପାଇଲେ ଓଡିଶାର ଦୁଇ ଜଣ

ଭୁବନେଶ୍ୱର: ୟୁପିଏସସି ସିଭିଲ୍ ସର୍ଭିସ ପରୀକ୍ଷା ୨୦୧୯ର ଫଳାଫଳ ମଙ୍ଗଳବାର ଦିନ ପ୍ରକାଶ ପାଇଛି । ଏହାର ଟପ୍ ୧୦ ତାଲିକାରେ ଓଡିଶାରୁ ଦୁଇ ଜଣ ସ୍ଥାନ ପାଇଛନ୍ତି । ସୂଚନାନୁଯାୟୀ, ଅଭିଷେକ ସରାଫ ଓ ସଞ୍ଜିତା ମହାପାତ୍ର ଯଥାକ୍ରମେ ୮ ଓ ୧୦ ର‌୍ୟାଙ୍କରେ ରହିଛନ୍ତି । ଚଳିତ ବର୍ଷ ମୋଟ୍ ୮୨୯…

ଝୁଲଣ ମହୋତ୍ସବ ଉଦଯାପିତ: ମାତାମଠ ଆଶ୍ରମରେ ଭକ୍ତିମୟ ପରିବେଶ, ମଳୟଙ୍କ ସଙ୍ଗୀତ ମନ ମୋହିଲା

ପୁରୀ: ପୁରୀ ଶ୍ୟାମକୁଞ୍ଜ ଗଳିରେ ଥିବା ଗୌରବିହାର (ମାତା ମଠ) ଆଶ୍ରମରେ ଝୁଲଣ ମହୋତ୍ସବ ଉଦଯାପିତ ହୋଇଯାଇଛି । ଉଦଯାପନୀ ଦିବସରେ ମଠର ଭକ୍ତିମୟ ପରିବେଶ ଏବଂ ପଣ୍ଡିତ ମଳୟ ମିଶ୍ରଙ୍କ ସଙ୍ଗୀତ (ପାରମ୍ପାରିକ) ମନ ମୋହିଥିଲା । ସେ ଓଡିଶୀ, ଛାନ୍ଦ, ଚମ୍ପୁ ଏବଂ କୀର୍ତନ ପରିବେଷଣ କରିଥିଲେ ।…

ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ସମ୍ପର୍କରେ ଜାଣନ୍ତୁ କିଛି ରୋଚକ କଥା…

ଭୁବନେଶ୍ୱର: ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ହେଉଛନ୍ତି ନନ୍ଦିନୀ ଶତପଥୀ। ଜଣେ ଚର୍ଚ୍ଚିତ ରାଜନେତ୍ରୀ ଓ ଲେଖିକା ଭାବେ ପରିଚିତ ନନ୍ଦିନୀ ଦେବୀ ଭାରତର ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଖୁବ୍ ଘନିଷ୍ଠ ଥିଲେ । ଯିଏକି ଛାତ୍ରୀ ଜୀବନରୁ ହିଁ ରାଜନୀତି ତଥ୍ୟା ସାହିତ୍ୟ ସର୍ଜନା ପ୍ରତି…

ମହାମାରୀ କାଳରେ ସମ୍ବିଧାନ ଓ ସ୍ଵାଧୀନତା

କେଦାର ମିଶ୍ରଙ୍କ ନିୟମିତ ସ୍ତମ୍ଭ: ମିଶ୍ରରାଗ ସ୍ଵାଧୀନତା ପାଇବା ସହିତ ଦେଶକୁ ଏକ ଗଣତାନ୍ତ୍ରିକ ରାଷ୍ଟ୍ରଭାବରେ ଗଢିବାର ଉଦ୍ୟମ ଆରମ୍ଭ ହେଉଥିବା ସମୟରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜୱାହରଲାଲ ନେହେରୁ ଆମର ସମ୍ବିଧାନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ କହିବାକୁ ଯାଇଏକ ଚମତ୍କାର…

ଯୁବକଙ୍କୁ ଲଣ୍ଡା କରି ଜୋତାମାଳ ପିନ୍ଧାଇବା ଓ ମୁହଁରେ ପରିଶ୍ରା କରିବା ଘଟଣାର ତଦନ୍ତ ନିର୍ଦ୍ଦେଶ

ତିହିଡି (ଭଦ୍ରକ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଭଦ୍ରକ ଜିଲ୍ଲା ତିହିଡି ଥାନା ବାଉଁଶବାଗ ଗାଁରେ ଘଟିଛି ଅମାନବୀୟ କାଣ୍ଡ । ଜଣେ ଯୁବକଙ୍କୁ କିଛି ଲୋକ ଲଣ୍ଡା କରିବା ପରେ ଜୋତାମାଳ ପିନ୍ଧାଇ ଗାଁରେ ବୁଲାଇଲେ । ପରେ ପିଇବା ପାଇଁ ପାଣି ମାଗିବାରୁ ମୁହଁରେ ପରିଶ୍ରା ଢାଳିଥିବା ଅଭିଯୋଗ…

ସିବିଆଇ ତଦନ୍ତ ପାଇଁ ବିହାର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ସୁଶାନ୍ତଙ୍କ ବାପା

ପାଟନା: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ପାଇଁ ଦାବି ଜୋର ଧରୁଛି । ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ସହ କଥା ହେଲେ ସୁଶାନ୍ତ ସିଂ ରାଜପୁତଙ୍କ ବାପା କେ. କେ. ସିଂ । ପୁଅର ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବାକୁ ସେ ଅନୁରୋଧ କରିଛନ୍ତି ।…

ଓଡିଶାର ୨୮ ଜିଲ୍ଲାରୁ ନୂଆ ୧୩୮୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୩୮୪ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୬୮୧ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…