ସୁନ୍ଦରଗଡରେ ୧୫ ଶହ ଟପିଲା କରୋନା ସଂକ୍ରମଣ
ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୪୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୫୫୭ରେ ପହଞ୍ଚିଛି ।
ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…