Latest Odisha News

BREAKING NEWS

Yearly Archives

2020

ଖୋଳାଯିବ ମଙ୍ଗଳ ଗ୍ରହ, ପର୍ସେଭେରାନ୍ସ ରୋଭରକୁ ପଠାଇଲା ନାସା

ଫ୍ଲୋରିଡା (ଆମେରିକା): ନୂଆ ଇତିହାସ ରଚିବ ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା । ମଙ୍ଗଳ ଗ୍ରହକୁ ପଠାଇଲା ପର୍ସେଭେରାନ୍ସ ରୋର୍ଭ‌ । ଫ୍ଲୋରିଡାର କେପ୍ କାନାଭେରାଲ୍ ଏୟାର ଫୋର୍ସ ଷ୍ଟେସନରୁ ଆଟଲାସ୍-୫ ରକେଟ୍ ଏହାକୁ ସାଙ୍ଗରେ ନେଇ ଯାଇଛି । ମଙ୍ଗଳରେ ପହଞ୍ଚିବାକୁ ଲାଗିବ ୭ ମାସ ।…

ଅଗଷ୍ଟ ୧ରୁ ବରଗଡ଼ ଜିଲ୍ଲା ତିନି ଦିନ ସଟଡାଉନ୍

ବରଗଡ଼: ଆସନ୍ତା ଅଗଷ୍ଟ ୧ ତାରିଖରୁ ସଟଡାଉନ୍ ରହିବ ବରଗଡ଼ ଜିଲ୍ଲା । ଏହି ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ଅଗଷ୍ଟ ୩ ତାରିଖ ଯାଏଁ ସଟଡାଉନ୍ ବଳବତ୍ତର ରହିବ । ସଟଡାଉନ୍ ବେଳେ କେବଳ ଅତ୍ୟାବଶ୍ୟକ ସେବାକୁ ବାଦ ଦିଆଯିବ । ଜିଲ୍ଲା-ଜିଲ୍ଲା ଭିତରେ ସରକାରୀ ଓ ଘରୋଇ ପରିବହନ ଉପରେ ଲାଗୁ ହେବ…

ସରକାରୀ ବଙ୍ଗଳା ଖାଲି କଲେ ପ୍ରିୟଙ୍କା ଗାନ୍ଧି

ନୂଆଦିଲ୍ଲୀ: ସରକାରୀ ବଙ୍ଗଳା ଖାଲି କଲେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି । ଲ୍ୟୁଟିୟନ୍ସ ଜୋନରେ ଥିବା ବଙ୍ଗଳାକୁ ଖାଲି କରିଛନ୍ତି । ଏହାର ଚାବିକୁ କେନ୍ଦ୍ର ଲୋକ ନିର୍ମାଣ ବିଭାଗର ଅଧିକାରୀଙ୍କୁ ହସ୍ତାନ୍ତର କରିଛନ୍ତି ପ୍ରିୟଙ୍କା । ତାପୂର୍ବରୁ ସେ ସମସ୍ତ ବକେୟା ବିଲ୍ ପୈଠ କରିଥିଲେ…

ରିଲାଏନ୍ସ ଜିଓର ପ୍ରଥମ ତ୍ରୟମାସିକ (ଏପ୍ରିଲ୍ ରୁ ଜୁନ୍ ୨୦୨୦) ନିଟ୍ ଲାଭ ୧୮୩% ବୃଦ୍ଧି ପାଇ ୨୫୨୦ କୋଟି ଟଙ୍କା ହୋଇଛି

ମୁମ୍ବାଇ: ଚଳିତ ଆର୍ଥିକ ବର୍ଷର ଏପ୍ରିଲ୍ ରୁ ଜୁନ୍ ୨୦୨୦ ପର୍ଯ୍ୟନ୍ତ ପ୍ରଥମ ତ୍ରୟମାସରେ ରିଲାଏନ୍ସ ଜିଓର ନିଟ୍ ଲାଭରେ ୧୮୩ ପ୍ରତିଶତ ବୃଦ୍ଧି ଘଟି ଏହା ୨୫୨୦ କୋଟି ଟଙ୍କାରେ ପହଞ୍ଚିଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି । ଗତ ଆର୍ଥିକ ବର୍ଷର ଏହି ସମାନ ତ୍ରୟମାସରେ ଜିଓର ନିଟ୍ ଲାଭ ୮୯୧…

ଭୋଟ ଜାଲିଆତି ଭୟ: ରାଷ୍ଟ୍ରପତି ନିର୍ବାଚନ ବିଳମ୍ବ କରିବାକୁ ଟ୍ରମ୍ପଙ୍କ ପ୍ରସ୍ତାବ

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟମ୍ପଙ୍କୁ ଘାରିଛି ଭୋଟ ଜାଲିଆତି ଭୟ । ଭୋଟ ହେରଫେର୍ ଆଶଙ୍କାରେ ନଭେମ୍ବର ମାସରେ ନିର୍ଦ୍ଧାରିତ ହୋଇଥିବା ପରବର୍ତ୍ତୀ ଆମେରିକା ରାଷ୍ଟ୍ରପତି ନିର୍ବାଚନ ବିଳମ୍ବରେ କରିବାକୁ ପ୍ରସ୍ତାବ ଦେଇଛନ୍ତି ଟ୍ରମ୍ପ । ମେ‌‌ଲ୍‌-ଇନ୍ ଭୋଟ୍‌ରେ ଜାଲିଆତି…

ଶୁକ୍ରବାର ଖୋଲିବ ଭୁବନେଶ୍ୱର ୟୁନିଟ-୪ ମାର୍କେଟ

ଭୁବନେଶ୍ୱର: ରାଜଧାନୀରେ କରୋନା ସଂକ୍ରମିତ ଦିନକୁ ଦିନ ବଢ଼ିବାରେ ଲାଗିଛି । ତେଣୁ ପ୍ରାୟ ଅଧିକାଂଶ ମାର୍କେଟକୁ ବିଏମ୍ସି ପକ୍ଷରୁ ବନ୍ଦ ରଖାଯାଇଛି । ତେବେ ଆସନ୍ତାକାଲି ଅର୍ଥାତ ଶୁକ୍ରବାରଠାରୁ ଭୁବନେଶ୍ୱରର ୟନିଟ-୪ ମାର୍କେଟ ଓ ତାର ଆଖପାଖ ବଜାର ଖୋଲିବ । ଏନେଇ ସୂଚନା ମିଳିଛି ।…

ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: ୟୁପିଏ ଅଧ୍ୟକ୍ଷା ସୋନିଆ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କୁ ଦିଲ୍ଲୀ ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରୁଟିନ୍ ଚେକ୍ ଅପ୍ ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ହସ୍ପିଟାଲର ନିର୍ଦ୍ଦେଶକ ଡାକ୍ତର ଡିଏସ ରାନା…

ଆଦାନୀ ପାୱାର ଲିମିଟେଡ ଦ୍ୱାରା ଓପିଜିସିର ୪୯% ଇକ୍ୟୁଟି ସେୟାର ଅଧିଗ୍ରହଣକୁ ସିସିଆଇ ମଂଜୁରୀ

ନ୍ରୂଆଦିଲ୍ଲୀ: ଅଦାନୀ ପାୱାର ଲିମିଟେଡ (ଏପିଏଲ) ଦ୍ଵାରା ଓଡିଶା ପାୱାର ଜେନେରେସନ କର୍ପୋରେସନ (ଓପିଜିସି)ର ପ୍ରସ୍ତାବିତ 49 ପ୍ରତିଶତ ଇକ୍ୟୁଟି ସେୟାର ଅଧିଗ୍ରହଣକୁ କମ୍ପିଟିସନ କମିଶନ ଅଫ ଇଣ୍ଡିଆ (ସିସିଆଇ) ମଞ୍ଜୁରି ପ୍ରଦାନ କରିଛନ୍ତି । ଏପିଏଲ ଅଦାନୀ ଗ୍ରୁପର ଏକ କମ୍ପାନୀ, ଏହାର ସେୟାର…

ଆନ୍ଦୋଳନ ନାଁରେ କୋଭିଡ ନିୟମ ଉଲ୍ଲଙ୍ଘନ ଅଭିଯୋଗ

ପାରାଦୀପ: ଆନ୍ଦୋଳନ ନାଁରେ କୋଭିଡ-19 ଓ ୧୪୪ ଧାରାକୁ ଉଲ୍ଲଘଂନ କରିଛି ପାରାଦୀପର ଏକ ଶ୍ରମିକ ସଂଗଠନ। ୫୦୦ ଶହରୁ ଉର୍ଦ୍ଧ୍ଵ ଶ୍ରମିକଙ୍କୁ ନେଇ ଆଇଓସିଏଲ ସମ୍ମୁଖରେ ଆନ୍ଦୋଳନ କରିଛି ପେଟ୍ରୋଲିୟମ ପ୍ରଡକ୍ଟସ ହ୍ୟାଣ୍ଡେଲିଂ ଆଣ୍ଡ କ୍ୟାରିୟର୍ସ ଏମ୍ଲୋଏ ୟୁନିଅନ। ଆଇଓସିଏଲର ମେଣ୍ଟେନାସ୍ କାର୍ଯ୍ୟ…

ହାତଗୋଡ ବନ୍ଧା ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ଖୋର୍ଦ୍ଧା: ଉଦ୍ଧାର ହୋଇଛି ହାତଗୋଡ ବନ୍ଧା ଏକ ଅର୍ଦ୍ଧଦଗ୍ଧ ମୃତ ଦେହ । ମୃତକ ଜଣକ ଜଣେ ୨୫ ବର୍ଷିୟ ମହିଳା ବୋଲି ଜଣାପଡିଛି । ଗୋଶାଳା ହେଲିପ୍ୟାଡ ନିକଟରେ ଥିବା ଏଖ ଅର୍ଦ୍ଧ ନିର୍ମିତ ଘରୁ ଖୋର୍ଦ୍ଧା ପୋଲିସ ମୃତଦେହକୁ ଉଦ୍ଧାରକ ରିଛି । ମୃତ ମହିଳାଙ୍କ ପ୍ରାୟ ଦେହର ୮୦ରୁ ୯୦ ପ୍ରତିଶତ…