Latest Odisha News

BREAKING NEWS

Yearly Archives

2020

ଚଳିତବର୍ଷ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ

ଭୁବନେଶ୍ୱର: ମହାତ୍ମାଗାନ୍ଧି ମାର୍ଗ ନୁହେଁ, ଚଳିତବର୍ଷ କରୋନା କଟକଣା ଯୋଗୁ ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯିବ । ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ…

ସୁସ୍ଥ ହେଲେ ରେକର୍ଡ ୮୭୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଗୋଟିଏ ଦିନରେ ଏକାଥରକେ ସୁସ୍ଥ ହେଲେ ରେକର୍ଡ ୮୭୮ କରୋନା ଆକ୍ରାନ୍ତ । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୯୬ ଭୂତାଣୁ ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ମୋଟ୍ ୨୬ ଜିଲ୍ଲାର ୮୭୮ କରୋନା ସଂକ୍ରମିତ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା…

ଆସିଲା ‘କେଜିଏଫ-୨’ର ପୋଷ୍ଟର, ଭୟଙ୍କର ଲୁକ୍‌ରେ ସଂଜୟ ଦତ୍ତ

ମୁମ୍ବାଇ: ସାମ୍ନାକୁ ଆସିଲା ଅପ୍‌କମିଂ ଆକ୍ସନ ଫିଲ୍ମ ‘କେଜିଏଫ-୨ର ପୋଷ୍ଟର । ଏହି ପୋଷ୍ଟରରେ ସଂଜୟ ଦତ୍ତଙ୍କ ଲୁକ୍‌କୁ ରିଲିଜ କରାଯାଇଛି । ଏଥିରେ ସେ ପୁରା ଦମ୍‌ଦାର୍ ଲୁକ୍‌ରେ ନଜର ଆସିଛନ୍ତି । ତାଙ୍କ ଲୁକ୍ ପୁରା ଭୟଙ୍କର ରହିଛି । ସଂଜୟ ଦତ୍ତଙ୍କ ଜନ୍ମଦିନ ଅବସରରେ କେଜିଏଫ୍ ଫିଲ୍ମ…

ବାହୁବଳୀ ନିର୍ଦ୍ଦେଶକ ଏସ୍ ରାଜମୌଲି କରୋନା ପଜିଟିଭ

ମୁମ୍ବାଇ: ବ୍ଲକବଷ୍ଟର ସୁପର ହିଟ୍ ଫିଲ୍ମ ବାହୁବଳୀର ନିର୍ଦ୍ଦେଶକ ଏସ୍ ରାଜମୌଲି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ କୋଭିଡ ରିପୋର୍ଟ ପଜିଟିଭ ଆସିଛି । ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଏବେ ସେ ହୋମ୍ କ୍ୱାରେଂଟାଇନ୍‌ରେ ଅଛନ୍ତି । ତାଙ୍କୁ ଏବଂ ତାଙ୍କ ପରିବାର…

ଚାଲିଗଲେ ଋତୁ, ଛାଡିଗଲେ ସ୍ମୃତି…

ଭୁୁବନେଶ୍ୱର: ସବୁଦିନେ ସମସ୍ତଙ୍କୁ ଖବର ଦେଉଥିବା ଲୋକ ଆଜି ନିଜେ ଖବର ପାଲଟିଛି । ଆଉ ନାହାନ୍ତି ଋତୁ ଟହଲ । ଗତକାଲି ଏହି ଖବର ଓଡିଶା ଗଣମାଧ୍ୟମ ସଂସ୍ଥାରେ ଖେଳାଇଦେଇଥିଲା ଶୋକର ଛାୟ । ଗଣମାଧ୍ୟମ ଜଗତର ଜଣେ ଅତ୍ୟନ୍ତ ଭଦ୍ର ଚରିତ୍ର ଆମକୁ ଛାଡି ଆରପାରିକୁ ଚାଲିଯାଇଛନ୍ତି । ଉଚ୍ଚ ରକ୍ତଚାପରେ…

ଡାକ୍ତରୀ ଛାତ୍ରୀଙ୍କ ପ୍ଲାଜମା ଦାନ

କଟକ: କରୋନାରୁ ସୁସ୍ଥ ହେବା ପରେ ପ୍ଲାଜମା ଦାନ କଲେ ଏସସିବିର ଡାକ୍ତରୀ ଛାତ୍ରୀ । ରାଜ୍ୟର ପ୍ରଥମ ମହିଳା ଭାବେ ସେ ପ୍ଲାଜମା ଦାନ କରିଛନ୍ତି । ସେ କରୋନା ପଜିଟିଭି ଚିହ୍ନଟ ହେବା ପରେ ତାଙ୍କୁ ସଙ୍ଗରୋଧରେ ରଖାଯାଇ ଚିକିତ୍ସା କରାଯାଇଥିଲା । ସେ ସୁସ୍ଥ ହୋଇ ଫେରିବା ପରେ ଅନ୍ୟ ରୋଗୀଙ୍କୁ…

କରୋନା ଋଣରେ କିଣାଗଲା ଦାମୀ ଗାଡି, ଗିରଫ କମ୍ପାନୀ ମାଲିକ !

ଭୁବନେଶ୍ୱର: କରୋନାରେ ଭାଙ୍ଗିପଡିଛି ଅର୍ଥନୈତିକ ସ୍ଥିତି । ସରକାର ଦେଇଥିଲେ ରିଲିଫ ଫଣ୍ଡ । ହେଲେ ନିଜ କର୍ମଚାରୀଙ୍କୁ ସହାୟତା ଦେବା ବଦଳରେ ଏକ ଦାମୀ ଗାଡି କିଣି ଗିରଫ ହୋଇଛନ୍ତି ଜଣେ କମ୍ପାନୀ ମାଲିକ । ଏଭଳି ଏକ ଘଟଣା ସାରା ବିଶ୍ୱରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । କରୋନା…

ଆସିଲା ଅନ୍‌ଲକ୍‌-୩ର ଗାଇଡଲାଇନ୍‌, ଜାଣନ୍ତୁ କ’ଣ ରହିବ ଖୋଲା କ’ଣ ବନ୍ଦ

ନୂଆଦିଲ୍ଲୀ: ସାରା ଦେଶରେ କାୟା ମେଲାଇଛି କରୋନା । ପ୍ରତିଦିନ ନୂଆ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ସବୁ ପ୍ରୟାସ ପରେ ବି ଥମୁନି ସଂକ୍ରମଣ । ୪ଟି ପର୍ଯ୍ୟାୟରେ ଲକଡାଉନ୍ ସରିବା ପରେ ଦେଶରେ ଅନ୍‌ଲକ୍ ଲାଗୁ ହୋଇଛି । ଆସନ୍ତା ଜୁଲାଇ ୩୧ରୁ ଅନ୍‌ଲକ୍‌-୨ ସରୁଥିବା ବେଳେ ଅନ୍‌ଲକ-୩ ପାଇଁ…

ଫ୍ୟୁଚର ଗ୍ରୁପକୁ କିଣିବ ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ କମ୍ପାନୀ: ରିପୋର୍ଟ

ନୂଆଦିଲ୍ଲୀ: ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ କିଶୋର ବିୟାନୀଙ୍କ ଫ୍ୟୁଚର ଗ୍ରୁପକୁ କିଣିବା ପାଇଁ ଯୋଜନା କରୁଛି । ରିପୋର୍ଟ ମୁତାବକ ମୁକେଶ ଅମ୍ବାନୀଙ୍କ କମ୍ପାନୀ ଦେଶର ଏହି ଲୋକପ୍ରିୟ ରିଟେଲ ଚେନକୁ ୨୪ରୁ ୨୭୦୦୦ କୋଟି ଟଙ୍କାରେ କ୍ରୟ କରିବେ । କମ୍ପାନୀର ଦୁଇ ବରିଷ୍ଠ ଅଧିକାରୀ ନେଇ ଏ ନେଇ…

ଲୋକଙ୍କ ଜୀବନ ରକ୍ଷା ଆମର ପ୍ରଥମ ପ୍ରାଥମିକତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ବଢ଼ିଚାଲିଛି କରୋନା ସଂକ୍ରମଣ । ଏହାର ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ନେଇଛନ୍ତି । ଆମର ପ୍ରାଥମିକତା ହେଉଛି ଲୋକଙ୍କ ଜୀବନ ବଂଚାଇବା । ଲୋକଙ୍କ ଜୀବନ ରକ୍ଷାରେ ସମ୍ବଲ କେବେବି ବାଧକ ହେବ ନାହିଁ । କେହି ବି ଚିକିତ୍ସା ସୁବିଧାରୁ ବଂଚିତ ହେବେ ନାହିଁ । ଆଜି କୋଭିଡ୧୯…