କନ୍ଧମାଳରେ ଲାଗୁ ହେଲା ୧୦ ଦିନିଆ ଲକଡାଉନ
କନ୍ଧମାଳ: କରୋନା ପାଇଁ ବଢୁଛି କଟକଣା । କେଉଁଠି ଲକଡାଉନ ତ ଆଉ କେଉଁଠି ସଟଡାଉନ । ଏହାର ବିସ୍ତାରରେ ସାମାନ୍ୟ ଅଙ୍କୁଶ ଲଗାଇବା ପାଇଁ କାନ୍ଧମାଲ ଜିଲ୍ଲାକୁ ଆଗାମୀ ୧୦ ଦିନ ଯାଏଁ ଲକଡାଉନ ଘୋଷଣା କରିଛି ସ୍ଥାନୀୟ ପ୍ରଶାସନ । ଏନେଇ ଜିଲ୍ଲାପାଳ ଟ୍ୱିଟ କରି ସୂଚନା ଦେଇଛନ୍ତି ।
କୋରୋନା…