ମାଲକାନଗିରିରୁ ପ୍ରଥମ ମୁଣ୍ଡ ନେଲା କରୋନା, ୨୪ ଘଣ୍ଟାରେ ଆଉ ୭ ମୃତ
ଭୁବନେଶ୍ୱର: ମାଡୁଛି କରୋନା । ରାଜ୍ୟରେ ନେଉଛି ମୁଣ୍ଡ । ଗତ ୨୪ ଘଣ୍ଟାରେ ଆଉ ୭ ଜଣଙ୍କର ପ୍ରାଣ ନେଇଛି ପ୍ରାଣଘାତୀ ଭାଇରସ୍ । ଏମାନଙ୍କ ଭିତରେ ଛଅ ଜଣ ପୁରୁଷ ଥିବା ବେଳେ ଜଣେ ମହିଳା ଅଛନ୍ତି । ମାଲକାନଗିରି ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି କରୋନା । ଜଣେ ୫୧ ବର୍ଷୀୟ ବ୍ୟକ୍ତି ପ୍ରାଣ…