Latest Odisha News

BREAKING NEWS

Yearly Archives

2020

ରାଜ୍ୟର ୨୦ଟି ଜିଲ୍ଲାର ୪୯ଟି ନଦୀବନ୍ଧ ଦୁର୍ବଳ

ଭୁବନେଶ୍ୱର: ରାଜ୍ୟର ୨୦ଟି ଜିଲ୍ଲାର ୪୯ଟି ସ୍ଥାନରେ ଦୁର୍ବଳ ନଦୀବନ୍ଧ ରହିଛି । ଜଳସମ୍ଫଦ ବିଭାଗ ସଚିବଙ୍କୁ ଏନେଇ ଚିଠି ମାଧ୍ୟମରେ ଜଣାଇଛନ୍ତି ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ । ଚିଠିରେ ସର୍ବୋଚ୍ଚ ଯନ୍ତ୍ରୀ ଜଣାଇଛନ୍ତି ଯେ, ପୁରୀ ଜିଲ୍ଲାର ସର୍ବାଧିକ ୮ଟି ସ୍ଥାନରେ ନଦୀବନ୍ଧ ଦୁର୍ବଳ ରହିଛି।…

ତାମିଲନାଡୁ ରାଜଭବନର ୮୪ କର୍ମୀ କରୋନା ପଜିଟିଭ

ତାମିଲନାଡୁ: ତାମିଲନାଡୁ ରାଜଭନବରେ ଗୁରୁବାର ଦିନ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଯେଉଁଥିରେ ରାଜଭବନରେ ମୁତୟନ ସୁରକ୍ଷାକର୍ମୀଙ୍କ ସମେତ ଫାୟାର କର୍ମଚାରୀ ମଧ୍ୟ ସାମିଲ ହୋଇଛନ୍ତି । ଏନେଇ ରାଜଭବନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ଆକ୍ରାନ୍ତଙ୍କ ମଧ୍ୟ କେହିବି…

ରାଜ୍ୟରେ କରୋନା ମହାମାରୀରେ ଅର୍ଥ ସଙ୍କଟ

ଭୁୁବନେଶ୍ୱର: କରୋନା ମହାମାରୀ ଭିତରେ ରାଜ୍ୟ ଆର୍ଥିକ ସଙ୍କଟ ଦେଇ ଗତି କରୁଛି । ତେଣୁ ସରକାରଙ୍କ ପାଖରେ ଋଣ କରିବା ଛଡା ଆଉ କିଛି ଉପାୟ ନାହିଁ ବୋଲି କହିଛନ୍ତି ଯୋଜନା ଓ ସଂଯୋଜନା ମନ୍ତ୍ରୀ ପଦ୍ମନାଭ ବେହେରା । ସେ କହିଛନ୍ତି, ଯେହେତୁ ରାଜ୍ୟ ବର୍ତ୍ତମାନ କରୋନା ମହାମାରୀକୁ ସାମ୍ନା କରୁଛି,…

ଓଡିଶାର କେଉଁସବୁ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଅନୁଗୁଳ, ଢେଙ୍କାନାଳ, ଦେବଗଡ, ସମ୍ବଲପୁର,…

କଟକରେ ହଜାର ଟପିଲା କରୋନା ଆରୋଗ୍ୟଙ୍କ ସଂଖ୍ୟା; ୪୭ ନୂଆ ଆକ୍ରାନ୍ତ

କଟକ: କଟକରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୧୪୩୧ରେ ପହଞ୍ଚିଛି।ଏହାଛଡା ଏଯାବତ୍‌ ପ୍ରାୟ ହଜାରରୁ ଉର୍ଦ୍ଧ୍ୱ ବ୍ୟକ୍ତି ସୁସ୍ଥ ହୋଇଛନ୍ତି । ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ…

୨୫ ଟଙ୍କାର ଲୋଭ ଦେଖାଇ ଶିଶୁ ବଳି ଉଦ୍ୟମ: ଜଣେ ଅଟକ

ପାରାଦୀପ: ଜଣେ ନାବାଳକକୁ ମାତ୍ର ୨୫ ଟଙ୍କାର ଲୋଭ ଦେଖାଇ ଶିଶୁ ବଳି ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଯାହା ବନ୍ଦର ନଗରୀ ପାରାଦ୍ବୀପରେ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାରେ ସଂପୃକ୍ତ ଗୁଣିଆକୁ ପୋଲିସ ଅଟକ ରଖିଥିବା ବେଳେ ଏଥିରେ ସ୍ଥାନୀୟ କିଛି ମହିଳାଙ୍କ ସମ୍ପୃକ୍ତି ରହିଥିବା ମଧ୍ୟ…

ବୁଗୁଡା ଗସ୍ତରେ ସ୍ୱତନ୍ତ୍ର ଅତିରିକ୍ତ ଜିଲ୍ଲାପାଳ

ବୁଗୁଡା: କୋଭିଡ ପାଇଁ ନିଯୁକ୍ତ ସ୍ୱତନ୍ତ୍ର ଅତିରିକ୍ତ ଜିଲ୍ଲାପାଳ ବିଶାଳ ସିଂ ମଙ୍ଗଳବାର ଦିନ ଗଞ୍ଜାମ ଜିଲ୍ଲାର ବୁଗୁଡା ଗସ୍ତରେ ଯାଇ କରୋନା ସ୍ଥିତି ଅନୁଧ୍ୟାନ କରିଛନ୍ତି । ସ୍ୱତନ୍ତ୍ର ଏଡିଏମ ଶ୍ରୀ ସିଂ ବୁଗୁଡ଼ାରେ ପହଞ୍ଚି ବୁଗୁଡା ସହରର ବିଭିନ୍ନ ଅଞ୍ଚଳର ଜନସାଧାରଣଙ୍କୁ ଭେଟି କରୋନା…

ସୁନ୍ଦରଗଡରେ ୬୦ ନୂଆ କରୋନା ପଜିଟିଭ; ରାଉରକେଲାରୁ ୫୦ ଚିହ୍ନଟ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୬୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ପ୍ରଶାସନ।…

ଆସାମରେ ବିଗୁଡୁଛି ବନ୍ୟା ସ୍ଥିତି; ମୃତ୍ୟୁ ସଂଖ୍ୟା ୮୯କୁ ବୃଦ୍ଧି

ଗୌହାଟୀ: ଆସାମରେ ବନ୍ୟା ସ୍ଥିତି ଦିନକୁ ଦିନ ଗମ୍ଭୀର ହେଉଥିବା ବେଳେ ପ୍ରାୟ ୨୬ ଜିଲ୍ଲାର ୨୬.୩୧ ଲକ୍ଷରୁ ଅଧିକ ବ୍ୟକ୍ତି ପ୍ରଭାବିତ ହୋଇଥିବା ସୂଚନା ମିଳିଛି । ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ବନ୍ୟା ରିପୋର୍ଟ ଅନୁଯାୟୀ ବ୍ରହ୍ମପୁତ୍ର ଓ ତା’ର ଶାଖା ନଦୀରେ ଜଳସ୍ତର ବିପଦ…

ପୃଥିବୀ ଲୋକ ସଂଖ୍ୟାର ଅର୍ଦ୍ଧେକ ସୋସିଆଲ ମିଡିଆରେ ସକ୍ରିୟ ଅଛନ୍ତି

ନୂଆଦିଲ୍ଲୀ: ଡାଟା ରିପୋର୍ଟଲ ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ ବିଶ୍ୱର ଅର୍ଦ୍ଧେକ ଲୋକ ଏବେ ସୋସିଆଲ ମିଡିଆରେ ସକ୍ରିୟ ଅଛନ୍ତି । କରୋନା ମହାମାରୀ ଲକଡାଉନ ଯୋଗୁ ଏହାର ସଂଖ୍ୟା ଦ୍ରୁତ ଗତିରେ ବଢ଼ି ଚାଲିଛି । ଉକ୍ତ ରିପୋର୍ଟ ଅନୁସାରେ ୩୯୬ କୋଟି ଲୋକ ଏବେ ସୋସିଆଲ ମିଡିଆ ବ୍ୟବହାର…