ଓଡ଼ିଶାରୁ ନୂଆ ୩୯୩ କରୋନା ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ…
ଭୁବନେଶ୍ୱର: ଓଡ଼ିଶାରେ ସର୍ବାଧିକ ୩୯୩ଟି ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ କରାଯାଇଛି। ଯାହା ଫଳରେ ମୋଟ୍ ସଂଖ୍ୟା ରବିବାର ଦିନ ୩ ଲକ୍ଷ ୨୩ ହଜାର ୭୫୭ରେ ପହଞ୍ଚିଛି।
ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, କ୍ବାରେଣ୍ଟାଇନରୁ ୨୨୮ ଓ ୧୬୫ଟି ଲୋକାଲ୍ କେସ୍ ଚିହ୍ନଟ ହୋଇଛି।…