କରୋନା ପାଇଁ କମିବ ସିଲାବସ୍, ମିଳିଲା ମୁଖ୍ୟମନ୍ତ୍ରୀଙ୍କ ଅନୁମତି
ଭୁୁବନେଶ୍ୱର: କରୋନା ମହାମାରୀ ପାଇଁ ଚଳିତବର୍ଷ ଛାତ୍ରଛାତ୍ରୀଙ୍କ ସିଲାବସ୍ ହ୍ରାସ କରାଯିବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ ଅନୁମତି ମିଳିସାରିଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି । ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି କେତେ ପ୍ରତିଶତ ସିଲାବସ୍ କମିବ ସେନେଇ…