Latest Odisha News

BREAKING NEWS

Yearly Archives

2020

ସମ୍ୱଲପୁର ଜିଲ୍ଲା ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟର OPD ୩ ଦିନ ବନ୍ଦ

ସମ୍ୱଲପୁର: ୩ ଦିନ ବନ୍ଦ ରହିବ ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟର ଓପିଡି । ହସ୍ପିଟାଲର କର୍ମଚାରୀ ଓ ରୋଗୀ କରୋନା ସଂକ୍ରମିତ ହେବା ପରେ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । ବହିର୍ବିଭାଗ ବନ୍ଦ ନେଇ ସୂଚନା ଦେଇଛନ୍ତି ରେଢ଼ାଖୋଲ ଉପଜିଲ୍ଲାପାଳ । ଏହି ତିନି ଦିନ ଭିତରେ ହସ୍ପିଟାଲ…

କୋଭିଡ କଟକଣା ଭାଙ୍ଗି ସିଲ ହେଲା ମାଲକାନଗିରିର ୭ ଟି ଦୋକାନ

ମାଲକାନଗିରି: କୋଭିଡ କଟକଣା ଭାଙ୍ଗିବା ଅଭିଯୋଗରେ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଦୈନିକ ବଜାରରେ ଥିବା ୭ଟି ଦୋକାନକୁ ସିଲ କରିଛି ଜିଲ୍ଲା ପ୍ରଶାସନ । ତହସିଲଦାର ଟି. ପଦ୍ମନାଭ ଦୋରା ଏବଂ ଅତିରିକ୍ତ ତହସିଲଦାର ଚନ୍ଦ୍ରମଣି ସ୍ୱାଇଁଙ୍କ ନେତୃତ୍ୱରେ ଏକ ଟିମ୍ ଏହି ମାର୍କେଟକୁ…

ଜଟିଳ ହେଉଛି ସ୍ଥିତି: ଭାରତରେ ୨୪ ଘଣ୍ଟାରେ ୩୭ ହଜାରରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ, ୨୮ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଜଟିଳ ଆଡକୁ ଗତି କରୁଛି କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ ହୋଇ ଚାଲିଛି । ଆଖି ପିଛୁଲକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୩୭,୧୪୮ ଜଣ ବ୍ୟକ୍ତି କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି…

ଅବସରପ୍ରାପ୍ତ ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କର ପରଲୋକ

ଭୁବନେଶ୍ୱର: ଅବସରପ୍ରାପ୍ତ ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କ ନିଧନ । ୬୭ ବର୍ଷ ବୟସରେ ମୁମ୍ବାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ମଙ୍ଗଳବାର ସକାଳ ୭.୩୦ ସମୟରେ ପ୍ରିୟବ୍ରତଙ୍କ ପରଲୋକ ଘଟିଥିବା ସୂଚନା ମିଳିଛି । ବିଗତ କିଛିଦିନ ଧରି ପ୍ରିୟବ୍ରତ ଲିଭର…

ପରଲୋକରେ ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲ ଜୀ ଟଣ୍ଡନ

ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲ ଜୀ ଟଣ୍ଡନଙ୍କ ଦେହାନ୍ତ । ୮୫ ବର୍ଷ ବୟସରେ ସେ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କର ପରଲୋକ ହୋଇଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଲାଲ ଜୀ ଟଣ୍ଡନଙ୍କ ପୁଅ ଆଶୁତୋଷ ଟଣ୍ଡନ । ସକାଳ ୫ଟା ୩୫ ମିନିଟ ସମୟରେ ତାଙ୍କର ଦେହାନ୍ତ ହୋଇଥିଲା । ଗତ କିଛି ଦିନ…

ପାଣିପାଗ ବିଭାଗର ସତର୍କ ସୂଚନା: ଏହିସବୁ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୨ ଓ ୨୩ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମଙ୍ଗଳବାର ଦିନ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ନଥିବା ବେଳେ କିଛି କିଛି ସ୍ଥାନରେ ପାଗ ମେଘୁଆ…

ବୁଧବାର ଅନୁଗୁଳ ସହର ବନ୍ଦ ଡାକରା ଦେଲା ନଗର କଂଗ୍ରେସ

ଅନୁଗୁଳ: ଆସନ୍ତା ୨୨ ତାରିଖ ବୁଧବାର ଦିନ ସକାଳ ୬ ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଅନୁଗୁଳ ସହର ବନ୍ଦ ଡାକରା ଦେଇଛି ଅନୁଗୁଳ ନଗର କଂଗ୍ରେସ । ନଗର କଂଗ୍ରେସ ଦେଇଥିବା ସୁଚନା ଅନୁଯାୟୀ, ଜିଲ୍ଲାରେ କରୋନା ମହାମାରୀ କାୟା ବିସ୍ତାର କରି ଚାଲିଛି । ଆଉ ଜିଲ୍ଲାରେ କରୋନା ବ୍ୟାପିବାରେ ଜିଲ୍ଲାର…

ମିଠା ଖାଇଲେ ହୋଇନଥାଏ ଡାଇବେଟିସ !

ଭୁବନେଶ୍ୱର: ଅନେକ ସମୟରେ ଆମେ ଲୋକଙ୍କୁ କହୁଥିବାର ଶୁଣିଥିବା ଅଧିକ ମିଠା ଖାଇଲେ ଡାଇବେଟିସ ହୋଇଥାଏ । ପ୍ରକୃତରେ ମିଠା ଖାଇଲେ ମଧୁମେହ ରୋଗ ହୋଇନଥାଏ । ମଧୁମେହ ରୋଗୀଙ୍କୁ ଡ଼ାକ୍ତରମାନେ ମିଠା ଖାଇବା ପାଇଁ ମନା କରିଥାନ୍ତି । କିନ୍ତୁ ଯେଉଁମାନଙ୍କୁ ଏହି ରୋଗ ହୋଇନାହିଁ ସେମାନେ ମିଠା ଖାଇଲେ…

ଅଭିନେତା ବିଜୟ ମହାନ୍ତିଙ୍କର ଆଜି ହେବ ଶେଷକୃତ୍ୟ

ଭୁବନେଶ୍ୱର: ବିଶିଷ୍ଟ ଅଭିନେତା, ନିର୍ଦ୍ଦେଶକ ସ୍ୱର୍ଗତ ବିଜୟ ମହାନ୍ତିଙ୍କର ଆଜି ଶେଷକୃତ୍ୟ କରାଯିବ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନ୍ତିମ ସଂସ୍କାର କରାଯିବ । ହସ୍ପିଟାଲରୁ ମର ଶରୀରକୁ ଶେଷ ଦର୍ଶନ ପାଇଁ ତାଙ୍କ ବାସଭବନକୁ ନିଆଯିବ ବୋଲି ସୂଚନା ମିଳିଛି । ଗତକାଲି ସନ୍ଧ୍ୟାରେ ସେ ଗୁରୁତର…

ଗଣେଶଙ୍କ ପୂଜାରେ ବ୍ୟବହାର ହୁଏ ନାହିଁ ତୁଳସୀ, ଜାଣନ୍ତୁ କାହିଁକି

ଭୁବନେଶ୍ୱର: ଗଣେଶଙ୍କୁ ଅଗ୍ରପୂଜ୍ୟ ଭାବେ ବିବେଚନା କରାଯାଏ । ହିନ୍ଦୁଶାସ୍ତ୍ର ଅନୁଯାୟୀ, ବର୍ଷର ପ୍ରଥମ ପୂଜା ଗଣେଶଙ୍କର ହୋଇଥାଏ । ଏହାପରେ ଅନ୍ୟ ଦେବାଦେବୀଙ୍କ ପୂଜା ଆରମ୍ଭ ହୋଇଥାଏ । ହେଲେ ଆପଣ ଜାଣିଛନ୍ତି କି ଗଣେଶଙ୍କ ପାଖରେ ତୁଳସୀ ପୂଜା କରାଯାଏ ନାହିଁ । ତେବେ ଆସନ୍ତୁ ଜାଣିବା…